Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବିଦ୍ୟାଳୟରେ ଗଛଟିଏ ଶିଶୁଟିଏ କାର୍ଯ୍ୟକ୍ରମ
ଆଞ୍ଚଳିକ

ବିଦ୍ୟାଳୟରେ ଗଛଟିଏ ଶିଶୁଟିଏ କାର୍ଯ୍ୟକ୍ରମ

July 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ରଣପୁର ବ୍ଲକ ମହତପଲ୍ଲl ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ ମାଧ୍ୟମରେ ଗଛଟିଏ ଶିଶୁଟିଏ କାର୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି। ପ୍ରଧାନ ଶିକ୍ଷକ ଜ୍ୟୋତି ରଞ୍ଜନ ଦାଶଙ୍କ ସଭାପତିତ୍ବରେ ମୁଖ୍ୟ ଅତିଥି ଭାବେ ବ୍ଲକ୍ ଶିକ୍ଷା ଅଧିକାରୀଣୀ ବନଲତା ବେହେରା ଯୋଗ ଦେଇ ବୃକ୍ଷରୋପଣ କାର୍ଯ୍ୟର ଶୁଭାରମ୍ଭ କରିଥିଲେ।

ଅନ୍ୟ ଅତିଥିମାନଙ୍କ ମଧ୍ୟରେ ଫରେଷ୍ଟର ମୋହନ ଦେହୁରୀ, ଫରେଷ୍ଟ ଗାର୍ଡ ଧନେଶ୍ଵର ଭୁଜବଳ, ସରପଞ୍ଚ ବିନୋଦ ଚନ୍ଦ୍ର ପ୍ରଧାନ, ସମିତି ସଭ୍ୟ ଧୀରେନ୍ଦ୍ର ସାମନ୍ତରାୟ, ସାଧନ କେନ୍ଦ୍ର ସଂଯୋଜକ ଅକ୍ଷୟ କୁମାର ମହାପାତ୍ର, ସାଧନ କେନ୍ଦ୍ର ସଂଯୋଜକ ସୁଶୀଲ କୁମାର ରଣା, ବିଦ୍ୟାଳୟ ପରିଚାଳନା କମିଟି ସଭାପତି ପ୍ରଭାତ ରଂଜନ ପ୍ରଧାନ ପ୍ରମୁଖ ଉପସ୍ଥିତ ରହି ବୃକ୍ଷରୋପଣ କାର୍ଯ୍ୟରେ ସାମିଲ ହୋଇଥିଲେ।

ପରିଚାଳନା କମିଟିର ସମସ୍ତ ସଦସ୍ୟସଦସ୍ୟାଙ୍କ ସହ ସହକାରୀ ଶିକ୍ଷକ ସଞ୍ଜୟ କୁମାର ଦାସ, ଭାସ୍କର ସ୍ବାଇଁ, କଳ୍ପନା ଜେନା, ବିଦ୍ୟାଳୟର ସବୁଜ ବାହିନୀର ସଦସ୍ୟ ଏବଂ ସମସ୍ତ ଛାତ୍ର ଛାତ୍ରୀ ଯୋଗ ଦେଇ ନିଜେ ନିଜେ ଗୋଟିଏ ଗଛ ଲଗାଇଥିଲେ।

ରଣପୁର ବ୍ଲକ
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026
Latest News

ଖାଦ୍ୟ ବିଷାକ୍ତ କାରଣରୁ ୮୪ ସୀମା ସୁରକ୍ଷା ବଳ ଯବାନ ହସ୍ପିଟାଲରେ ଭର୍ତ୍ତି

October 15, 2026

ସର୍ବସାଧାରଣ ସ୍ଥାନରେ ଫୁଟିପାରିବ ନାହିଁ ବାଣ: ବମ୍ବେ ହାଇକୋର୍ଟ

October 15, 2026

ଆନ୍ତର୍ଜାତିକ ଫିଲ୍ମ ଉତ୍ସବ ଲାଗି ମିଡିଆ ଅଧିସ୍ୱୀକୃତି ସମୟ ସୀମା ବୃଦ୍ଧି

October 15, 2026

ଲୋକଭବନରେ ୧୪୪ଟି ଆବାସିକ କ୍ୱାର୍ଟର୍ସ ନିର୍ମାଣ ପାଇଁ ରାଜ୍ୟପାଳଙ୍କ ଭିତ୍ତିପ୍ରସ୍ତର ସ୍ଥାପନ

October 15, 2026

ରଣପୁର ବ୍ଲକର ବିଭିନ୍ନ କ୍ଲଷ୍ଟରରେ ‘ସୁରଭି-୨୦୨୬’ ଉଦଯାପିତ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.