Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରୁ ବ୍ରଜବିଳାସ ସାହିତ୍ୟ ଇ-ପତ୍ରିକା ପ୍ରକାଶିତ
ଆଞ୍ଚଳିକ

ବାଣପୁରରୁ ବ୍ରଜବିଳାସ ସାହିତ୍ୟ ଇ-ପତ୍ରିକା ପ୍ରକାଶିତ

July 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ମହାପ୍ରଭୁଙ୍କ ପବିତ୍ର ବାହୁଡା଼ ଯାତ୍ରା ଶୁଭ ଅବସରରେ ଯୁବ ସ୍ତମ୍ଭକାର ବିଶ୍ବବିଜୟୀ ଦାଶଙ୍କ ସମ୍ପାଦନାରେ କଳା, ସଂସ୍କୃତି ଓ ସାହିତ୍ୟର ମାଟି ବାଣପୁରରୁ ବ୍ରଜବିଳାସ ସାହିତ୍ୟ ଇ-ପତ୍ରିକା ପ୍ରକାଶିତ ହୋଇଅଛି। ଏହି ଇ-ପତ୍ରିକା ବାଣପୁର ଅଞ୍ଚଳର ବିଶିଷ୍ଟ ଶିକ୍ଷାବିଦ୍ ସ୍ବର୍ଗତ ବ୍ରଜବନ୍ଧୁ ଦାଶଙ୍କ ସ୍ମୃତି ଉଦ୍ଦେଶ୍ୟରେ ପ୍ରକାଶିତ।

ଏହି ସାହିତ୍ୟ ଇ-ପତ୍ରିକାକୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ, ଚ଼ିଲିକା ନିର୍ବାଚନ ମଣ୍ଡଳୀ ର ପୂର୍ବତନ ବିଧାୟକ ଡ଼ାଃ ବିଭୂତିଭୂଷଣ ହରିଚ଼ନ୍ଦନ, ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ ପ୍ରମୁଖ ଶୁଭେଚ୍ଛା ବାର୍ତ୍ତା ଦେଇ ଯୁବ ଲେଖକ ଓ ଲେଖିକା ମାନଙ୍କୁ ଉତ୍ସାହିତ କରିଛନ୍ତି। ଏହି ପତ୍ରିକାରେ ୭୦ ରୁ ଉର୍ଦ୍ଧ୍ବ ଲେଖକ ଓ ଲେଖିକା ମାନଙ୍କର ଗୀତ, ଗଳ୍ପ ଓ ପ୍ରବନ୍ଧ ଆଦି ସ୍ଥାନିତ ହୋଇଛି।ଓଡ଼ିଆ ଭାଷା ସାହିତ୍ୟ ର ପ୍ରଚ଼ାର ପ୍ରସାର ନିମନ୍ତେ ଏହି ପତ୍ରିକା ର ମୁଖ୍ୟ ଲକ୍ଷ୍ୟ ବୋଲି ସଂପାଦକ ଶ୍ରୀ ଦାଶ ମତବ୍ୟକ୍ତ କରିବା ସହ ବର୍ଷକୁ ୨ ଥର ପ୍ରକାଶିତ ହେବ ବୋଲି କହିଛନ୍ତି।

ସହ ସମ୍ପାଦିକା ପ୍ରବାଳ ମଞ୍ଜରୀ ଦାଶ ଓ ପ୍ରିୟମ୍ବଦା ସ୍ବାଇଁ ଆମ ମାଟିର ଯୁବ ଲେଖକ ଓ ଲେଖିକା ମାନଙ୍କର ସୃଜନଶୀଳତାକୁ ପରିପ୍ରକାଶ କରିବା ପାଇଁ ଏହି ପତ୍ରିକା ପ୍ରୟାସ କରିଛି ବୋଲି କହିଛନ୍ତି।

ଇ ପତ୍ରିକା ପୃଥ୍ୱୀରାଜ ହରିଚନ୍ଦନ ବାଣପୁର ବ୍ରଜବିଳାସ
Share. Facebook Twitter LinkedIn Email WhatsApp Copy Link

Related Posts

ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ ଅଭିଯୋଗ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026

ବନ୍ୟା ପ୍ରଭାବିତ ଅଞ୍ଚଳରେ ଓମ୍‌ଫେଡ୍‌ ପକ୍ଷରୁ ବ୍ୟାପକ ଗୋଖାଦ୍ୟ ବଣ୍ଟନ; ୪ ଦିନରେ ୫୦୪ ମେଟ୍ରିକ୍ ଟନ୍ ବିତରଣ, ଲକ୍ଷ୍ୟ ୧୦୦୦ ମେଟ୍ରିକ୍ ଟନ୍

August 1, 2026

ଲୋକାର୍ପିତ ହେଲା ‘ନରସିଂହପୁର କ୍ଲଷ୍ଟର ବୁଲେଟିନ’ କୁନି ରିପୋର୍ଟର ଚ୍ୟାନେଲ

August 1, 2026
Latest News

ଅଗଷ୍ଟରେ କମିବ ବର୍ଷା, ବଢ଼ିବ ତାତି; ଆଇଏମଡିର ପୂର୍ବାନୁମାନରେ ବଢ଼ିଲା ଚିନ୍ତା

August 2, 2026

ଶିକ୍ଷକଙ୍କ ମାଡ଼ରେ ତୃତୀୟ ଶ୍ରେଣୀ ଛାତ୍ରୀର ମୃତ୍ୟୁ ଅଭିଯୋଗ

August 2, 2026

ରାଶିଫଳ: ଅଗଷ୍ଠ ଦୁଇ ତାରିଖ ରବିବାର ଦିନ କଣ ରହିଛି ଆପଣଙ୍କ ଭାଗ୍ୟଫଳ

August 2, 2026

କ୍ୟାବିନେଟ୍ ବୈଠକ: ୬ ବିଭାଗର ୧୧ ପ୍ରସ୍ତାବକୁ ମଞ୍ଜୁରୀ

August 2, 2026

‘ବୃକ୍ଷ ହିଁ ଜୀବନ’ ପ୍ରବନ୍ଧ ପ୍ରତିଯୋଗିତା : ପରିବେଶ ସୁରକ୍ଷାର ବାର୍ତ୍ତା ଦେଲେ କୁନି ପ୍ରତିଭା

August 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.