Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଟାଙ୍ଗୀ ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ
ଆଞ୍ଚଳିକ

ଟାଙ୍ଗୀ ବ୍ଲକରେ ମିଳିତ ଜନ ଶୁଣାଣି ଅନୁଷ୍ଠିତ

July 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଖୋର୍ଦ୍ଧା: ଟାଙ୍ଗୀ ପଞ୍ଚାୟତ ସମିତି କାର୍ଯ୍ୟାଳୟ ପରିସରରେ ଆଜିର ପ୍ରତ୍ୟେକ୍ଷ ମିଳିତ ଜନଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଆଜି ମୋଟ ୨୭୧ ଗୋଟି ଆପତ୍ତି ଅଭିଯୋଗ ଦାଖଲ ହୋଇଥିବା ବେଳେ ସେଥିମଧ୍ୟରୁ ୨୬୧ ଟି ଅଭିଯୋଗ ବ୍ୟକ୍ତିଗତ ଥିଲା ଓ ବାକି ୦୫ ଟି ବିଭିନ୍ନ ଗ୍ରାମର ସାମୁହିକ ସମସ୍ୟା ଥିଲା। ଉକ୍ତ ଅଭିଯୋଗ ମାନଙ୍କ ମଧ୍ୟରୁ ସ୍ଥଳବିଶେଷରେ ୨ ଟି ଅଭିଯୋଗର ତତ୍କାଳ ସମାଧାନ କରାଯାଇଥିଲା ଜଣଙ୍କୁ ୧୦,୦୦୦/ଟଙ୍କା ଲେଖାଏଁ ‌ ୩ ଜଣ ହିତାଧିକାରୀଙ୍କୁ ୩୦,୦୦୦/- ଟଙ୍କା ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ଆର୍ଥିକ ସହାୟତା ରାଶି ପ୍ରଦାନ କରାଯାଇଛି।

ଆଜିର ମିଳିତ ଜନଶୁଣାଣି ଅବସରରେ ଜିଲ୍ଲାପାଳ ଚଞ୍ଚଳ ରାଣା ଅଧ୍ୟକ୍ଷତା କରିଥିବାବେଳେ/ ଆରକ୍ଷୀ ଅଧିକ୍ଷକ, ଅବିନାଶ କୁମାର/ଅତିରିକ୍ତ ଜିଲ୍ଲାପାଳ( ପ୍ରଶାସନ ) ପ୍ରତାପ ଚନ୍ଦ୍ର ବେଉରା/ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା କାର୍ଯ୍ୟ ନିର୍ବାହୀ ଅଧିକାରୀ ଡ଼ଃ ବାଦଲମହାନ୍ତି/ଉପ-ଜିଲ୍ଲାପାଳ, ଖୋର୍ଦ୍ଧା ଦୀପ୍ତି ରଞ୍ଜନସେଠୀ / ସି ଡ଼ି ଏମ୍ଓ, ଡଃ ରାଜଲକ୍ଷ୍ମୀ ପଟ୍ଟନାୟକ/ ଡେପୁଟି କଲେକ୍ଟର ଦେବଦତ୍ତ କର/ ବିଡିଓ, ଟାଙ୍ଗୀ ଓ ଜିଲ୍ଲା ଶିକ୍ଷା ଅଧିକାରୀ ବିଶ୍ଵନାଥ‌ ତରାଇ ଓ ଅନ୍ୟ ସମସ୍ତ ବିଭାଗୀୟ ଅଧିକାରୀ ପ୍ରମୁଖ ଉପସ୍ଥିତ ଥିଲେ।

ଟାଙ୍ଗୀ ବ୍ଲକ ମିଳିତ ଜନ ଶୁଣାଣି
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ

July 28, 2026

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026
Latest News

‘ପେପର ଲିକ୍ ଭଳି ଏକ ଗମ୍ଭୀର ରୋଗର ସ୍ଥାୟୀ ଚିକିତ୍ସା ଆବଶ୍ୟକ’: ରାଘବ ଚଢା

July 31, 2026

ଭୁବନେଶ୍ୱରରେ ଆରମ୍ଭ ହେଲା ଦୁଇ ଦିନିଆ ‘ପୂର୍ବୋଦୟ ମାଇଣ୍ଡ୍ କନକ୍ଲେଭ୍ ୨୦୨୬’

July 31, 2026

ଓଡ଼ିଶାରେ ସ୍ୱଚ୍ଛ ଶକ୍ତିର ପ୍ରସାର ଏବଂ ଚାଷୀଙ୍କ ବିକାଶ ପାଇଁ ବୁଝାମଣା ପତ୍ର ସ୍ୱାକ୍ଷରିତ

July 31, 2026

ଅତ୍ୟାଧୁନିକ ମେଗର R30 ଭ୍ୟାନ୍-ମାଉଣ୍ଟେଡ୍ କେବୁଲ୍ ଫଲ୍ଟ ଲୋକେସନ୍ ର  ଶୁଭାରମ୍ଭ

July 31, 2026

ରାଷ୍ଟ୍ରପତି ଭବନରେ ବସ୍ତରର ପରମ୍ପରାର ଝଲକ: ପାରମ୍ପରିକ ପୋଷାକରେ ପହଞ୍ଚିଲେ ବସ୍ତରବାସୀ

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.