Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ପରିସରରେ ଶିକ୍ଷା ଓ ବାଳ ଅପରାଧ ଆଇନ ସଚେତନତା
ଆଞ୍ଚଳିକ

ବାଣପୁର: ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ପରିସରରେ ଶିକ୍ଷା ଓ ବାଳ ଅପରାଧ ଆଇନ ସଚେତନତା

July 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ତାଲୁକ ଆଇନ ସେବା ସମିତିର ଅଧ୍ୟକ୍ଷ ତଥା ବାଣପୁର ଅଦାଲତର ବରିଷ୍ଠ ଦେୱାନି ବିଚାରପତି ଅମରେଶ ମହାପାତ୍ରଙ୍କ ଅଧ୍ୟକ୍ଷତାରେ ଆଜି ସ୍ଥାନୀୟ ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର ପରିସରରେ ଶିକ୍ଷା ଓ ବାଳ ଅପରାଧ ଆଇନ ସଚେତନତା ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ବିଚାରପତି ଶ୍ରୀ ମହାପାତ୍ର ବିଦ୍ୟାଳୟର ଛାତ୍ରଛାତ୍ରୀ ମାନଙ୍କୁ ଶିକ୍ଷା ଓ ବାଳ ଅପରାଧ ଆଇନ ସମ୍ପର୍କରେ ଅବଗତ କରାଇବା ସହ ସଚେତନ ମଧ୍ୟ କରାଇଥିଲେ। ଅନ୍ୟତମ ଅତିଥିଭାବେ ବାଣପୁର ଅଦାଲତର ପ୍ରଥମଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସ୍ନାତକୀ ଦାସ ଏବଂ ବାଣପୁର ତହସିଲଦାର ଟି. ପଦ୍ମନାଭ ଦୋରା ଛାତ୍ରଛାତ୍ରୀଙ୍କୁ ଉକ୍ତ ଆଇନ ସମ୍ପର୍କରେ ଅବଗତ କରାଇଥିଲେ।

ଉକ୍ତ କାର୍ଯ୍ୟକ୍ରମରେ ବାଣପୁର ଆଇଆଇସି ରମେଶ କୁମାର ଦେବତା, ବାଣପୁର ଓକିଲ ସଂଘ ସମ୍ପାଦକ ରଞ୍ଜନ କୁମାର ବେଦମତ୍ତା, ପୂର୍ବତନ ସମ୍ପାଦକ ଜଗନ୍ନାଥ ଭୋଳ, ଆଇନଜୀବୀ ଜଗଦୀଶ ପଟ୍ଟନାୟକ, ପ୍ରଦୀପ କୁମାର ପ୍ରଧାନ, ଶେଷଦେବ ମହାରଣା ଏବଂ ଏକାଧିକ ଓକିଲ ଯୋଗଦେଇଥିବା ବେଳେ ପିଏଲଭି ସନ୍ଧ୍ୟାରାଣୀ ଦେବୀ, ସନ୍ତୋଷ ଚୌଧୁରୀ ଏବଂ ବିଦ୍ୟାଳୟର ଅଧ୍ୟକ୍ଷ ସଞ୍ଜୟ କୁମାର ଦାସ ପ୍ରମୁଖ ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିବାରେ ସହଯୋଗ କରିଥିଲେ।

ଆଇନ ସଚେତନତା ତାଲୁକ ଆଇନ ସେବା ସମିତି ଶ୍ରୀ ଅରବିନ୍ଦ ପୂର୍ଣ୍ଣାଙ୍ଗ ଶିକ୍ଷା କେନ୍ଦ୍ର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026
Latest News

ରାସ୍ତାରେ ଧାନ ରୋପଣ କରି ଅଭିନବ ପ୍ରତିବାଦ: ଦାବି ନମାନିଲେ ଭୋଟ ବର୍ଜନ ନିଷ୍ପତ୍ତି

August 26, 2026

ଖୋର୍ଦ୍ଧା ରୋଡ୍ ଡିଭିଜନରେ ଆଧୁନିକୀକରଣ କାର୍ଯ୍ୟ ଯୋଗୁଁ ବାତିଲ ହେଲା ଏହି ଟ୍ରେନ୍

August 26, 2026

ଭାରତର ବିଜୟରେ ବାଧା ସୃଷ୍ଟି କରିବ କି ବର୍ଷା?: ଜାଣନ୍ତୁ କିପରି ରହିବ କଲମ୍ବୋରେ ପାଗ

August 26, 2026

ରାଜଧାନୀ ଏକ୍ସପ୍ରେସରେ ଚଢାଉ: ଜବତ ହେଲା ମିଆଦ ଶେଷ ହୋଇଥିବା ଖାଦ୍ୟ

August 26, 2026

ବର୍ଷା ଦିନେ ଏହି ପନିପରିବା ଖାଇବା ଠାରୁ ଦୂରେଇ ରୁହନ୍ତୁ, ହୋଇପାରେ କ୍ଷତି

August 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.