Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାଚୁଣୀ ବଜାରରେ ପଥ ପାର୍ଶ୍ଵରେ ଉଜ୍ବଳ ଆଲୋକ ବ୍ୟବସ୍ଥା ପାଇଁ ଦାବି
ଆଞ୍ଚଳିକ

ନାଚୁଣୀ ବଜାରରେ ପଥ ପାର୍ଶ୍ଵରେ ଉଜ୍ବଳ ଆଲୋକ ବ୍ୟବସ୍ଥା ପାଇଁ ଦାବି

July 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ନାଚୁଣୀ (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ପୁରୁଣା ଜାତୀୟ ରାଜପଥ ନଂ ୫ ଯାଇଥିବା ନାଚୁଣୀ ବଜାର ଦିନକୁ ଦିନ ପ୍ରସାରିତ ହୋଉଥିବା ବେଳେ ଦୈନିକ ହଜାର ହଜାର ସଂଖ୍ୟକ ଜନତା ଏହା ଉପରେ ନିର୍ଭର କରୁଛନ୍ତି। ଏହି ମାର୍କେଟ ସନ୍ନିକଟ ବିଭିନ୍ନ ସରକାରୀ ବେସରକାରୀ ବ୍ୟାଙ୍କ, ସରକାରୀ କାର୍ଯ୍ୟାଳୟ, ସ୍କୁଲ, କଲେଜ, ଛୋଟ ବଡ଼ ବ୍ୟବସାୟ ସଂସ୍ଥା ତଥା ଅତ୍ୟାବଶ୍ୟକ ସାମଗ୍ରୀ ଦୋକାନ ଇତ୍ୟାଦି ରହିଅଛି। ଯେଉଁଥିପାଇଁ ଦୈନିକ ୧୦ ରୁ ଉର୍ଦ୍ଧ୍ବ ପଞ୍ଚାୟତବାସି ଏହା ଉପରେ ନିର୍ଭର କରନ୍ତି।

ଏହା ସତ୍ତ୍ୱେ ଏଠାରେ ପଥ ପାର୍ଶ୍ୱରେ ଉଜ୍ବଳ ଆଲୋକ ବ୍ୟବସ୍ଥା ନାହିଁ ।ଯାହା ପାଇଁ ଅଞ୍ଚଳ ବାସି ନିଜକୁ ଯାତାୟାତ ସମୟରେ ସୁରକ୍ଷିତ ନ ମଣିବା ସହ ନାହିଁ ନଥିବା ଅସୁବିଧାର ସମ୍ମୁଖିନ ହେଉଛନ୍ତି। ବିଶେଷ କରି ସନ୍ଧ୍ୟା ପରେ ବୟସ୍କ ଲୋକ ଉପରେ ଏହା ର ଗଭୀର ପ୍ରଭାବ ପଡୁଛି। ପୂର୍ବରୁ ୯ ନଭେମ୍ବର ୨୦୦୬ ମସିହାରେ ପୂର୍ବତନ ମୁଖ୍ୟମନ୍ତ୍ରୀ ମାନ୍ୟବର ନବୀନ ପଟ୍ଟନାୟକ ଙ୍କ ଆଗମନରେ “ଗୋପବନ୍ଧୁ ଗ୍ରାମୀଣ ଯୋଜନା” ଦ୍ଵାରା ପଥ ପାର୍ଶ୍ବ ଉଜ୍ୱଳ ଆଲୋକ ବ୍ୟବସ୍ଥା କରାଯାଇଥିଲା, ଯାହାର ଏବେ ଦୀର୍ଘ ୧୮ ବର୍ଷ ପରେ ଅସ୍ତିତ୍ଵ ନାହିଁ। ତେଣୁ ଅଞ୍ଚଳ ବାସି ନାଚୁଣୀ ବଜାର ର ପଥ ପାର୍ଶ୍ଵରେ ଆଲୋକ ବ୍ୟବସ୍ଥା ପାଇଁ ଦାବି ଜଣାଇଛନ୍ତି।

ଖୋର୍ଦ୍ଧା ଜିଲ୍ଲା ନାଚୁଣୀ ବଜାର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ବିଧାନସଭା ବୁଲିଲେ ଖୋର୍ଦ୍ଧା ଜିଲ୍ଲାର ବିଭିନ୍ନ ପିଏମ୍ ଶ୍ରୀ ବିଦ୍ୟାଳୟର ଛାତ୍ରଛାତ୍ରୀ

April 2, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026
Latest News

ରାଜ୍ୟସଭାର ଏହି ପଦବୀରୁ ହଟିବେ ରାଘବ ଚଢା: ବଡ଼ ପଦକ୍ଷେପ ନେଲା ‘ଆପ’

April 2, 2026

ଡିଏଭି ପୋଖରୀପୁଟରେ ଉତ୍କଳ ଦିବସ ପାଳିତ

April 2, 2026

ଗୁରୁତ୍ୱପୂର୍ଣ୍ଣ ପେଟ୍ରୋକେମିକାଲ୍ ଉତ୍ପାଦଗୁଡ଼ିକ ଉପରେ ସମ୍ପୂର୍ଣ୍ଣ ସୀମା ଶୁଳ୍କ ଛାଡ଼ କଲେ ସରକାର

April 2, 2026

ପଶ୍ଚିମବଙ୍ଗରେ SIRରେ କାର୍ଯ୍ୟରତ ବିଚାରପତିଙ୍କ ଉପରେ ଆକ୍ରମଣ: କଡା ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

April 2, 2026

ଆଦିତ୍ୟ ଆଲୁମିନିୟମ୍, ଲପଙ୍ଗା ପକ୍ଷରୁ ଉଦଘାଟିତ ହେଲା  “ଜଳ ବାହିନୀ ପ୍ରକଳ୍ପ” 

April 2, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.