Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଆମ୍ବପୁଆ ରାମକୃଷ୍ଣ ଆଶ୍ରମ ନୂତନ କାର୍ଯ୍ୟକର୍ତ୍ତାଙ୍କ ପ୍ରଥମ ବୈଠକ
ଆଞ୍ଚଳିକ

ଆମ୍ବପୁଆ ରାମକୃଷ୍ଣ ଆଶ୍ରମ ନୂତନ କାର୍ଯ୍ୟକର୍ତ୍ତାଙ୍କ ପ୍ରଥମ ବୈଠକ

July 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ନବ ନିର୍ବାଚିତ ପରିଚାଳନା କମିଟି ଓ ସଭ୍ୟ ମାନଙ୍କ ପ୍ରଥମ ବୈଠକ ସଭାପତି ନଳିନୀ କାନ୍ତ ପାଣିଗ୍ରାହୀଙ୍କ ସଭାପତିତ୍ୱରେ ଆମ୍ବପୁଆ ସ୍ଥିତ ଶ୍ରୀରାମକୃଷ୍ଣ ଶାରଦା ସେବା ସଙ୍ଘ ଠାରେ ଅନୁଷ୍ଠିତ ହୋଇ ଥିଲା,ଏଥିରେ ସର୍ବସମ୍ମତି କ୍ରମେ ନିଷ୍ପତି ହେଲା ଯେ, ଆଶ୍ରମର ଠାକୁରଙ୍କ ପୂଜା ପାଠ ନୀତିନୀତି ସହ ଆଶ୍ରମର କିପରି ସୁ ପରିଚାଳନା ହେବ ଓ ଆଶ୍ରମ ଭିତରେ ଶାନ୍ତି ଶୃଙ୍ଖଳା ରକ୍ଷା କରାଯିବା ବିଷୟରେ ସମସ୍ତେ ସୁଚିନ୍ତିତ ମତ୍ତ ରଖିଥିଲେ।

ଆଜିର ଏହି କାର୍ଯ୍ୟକ୍ରମରେ ଉପସ୍ଥିତ ବ୍ୟକ୍ତିବିଶେଷ ଯଥା ନଳିନୀ କାନ୍ତ ପାଣିଗ୍ରାହୀ, ପଦ୍ମନାଭ ମହାରଣା, ଜଗବନ୍ଧୁ ରାୟ, ବଟକୃଷ୍ଣ ତ୍ରିପାଠୀ, ସୁଧୀର ସାହୁ, ଲକ୍ଷ୍ମୀ ନାରାୟଣ ଗୌଡ଼,ପଦ୍ମ ଚରଣ ସାହୁ, ଗୁପ୍ତେଶ୍ୱର ଷଡ଼ଙ୍ଗୀ, ଅମର କୁମାର ପାତ୍ର, ରଂଜିତକୁମାର ପାତ୍ର, ପ୍ରଫେସର ବୀଣାକୁମାରୀ ଶର୍ମା, ଆର୍ ସୁମତି, ଏବଂ ଶିବାନୀ ରାୟ ପ୍ରମୁଖ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ।

ଆମ୍ବପୁଆ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

“ଉପାସନା ମହାପାତ୍ରଙ୍କ ଭୋଟ ଆଚରଣ ବିଧି ଉଲ୍ଲଂଘନ କରେ’: ଅଭିଯୋଗ କଲେ ନବୀନ ପଟ୍ଟନାୟକ

March 16, 2026

ରାଜ୍ୟସଭା ନିର୍ବାଚନ: ଉପାସନା ମହାପାତ୍ରଙ୍କ ଭୋଟକୁ ବିରୋଧ କଲେ ବିରୋଧୀ

March 16, 2026

ସୋସିଆଲ ମିଡିଆରେ ନକଲି ଭିଡିଓ ସେୟାର କରିବା ମାମଲା: ୧୯ ଭାରତୀୟଙ୍କୁ ଗିରଫ କଲା ୟୁଏଇ 

March 16, 2026

ରାଜ୍ୟସଭା ନିର୍ବାଚନ: RJD ପାଇଁ ବଢିଲା ସମସ୍ୟା, ତିନି କଂଗ୍ରେସ ବିଧାୟକ ଗାଏବ

March 16, 2026

ବିହାରରେ କ୍ରସ୍ ଭୋଟିଂ କରିବେ ଚାରି ଏନଡିଏ ବିଧାୟକ?: ହଇଚଇ ସୃଷ୍ଟି କଲା ରାଜନୈତିକ ଦାବି 

March 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.