Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର ଥାନାର ନୂତନ ଥାନା ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ
ଆଞ୍ଚଳିକ

ରଣପୁର ଥାନାର ନୂତନ ଥାନା ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ

August 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଗତ ଜୁଲାଇ ୩୦ ତାରିଖରେ ନୟାଗଡ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାହୁଲ ଜୈନ ଆନ୍ତଃଜିଲ୍ଲା ସ୍ତରୀୟ ପୋଲିସମାନଙ୍କ ବଦଳି କରିଛନ୍ତି। ଏ ନେଇ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ଚିଠି ନମ୍ବର ୮୭୦ ପ୍ରକାଶ କରିଥିଲେ। ଏହି ଚିଠି ଅନୁଯାୟୀ ରଣପୁର ଥାନା ଅଧିକାରୀ ନିହାର ରଞ୍ଜନ ମହାନ୍ତିଙ୍କର ଖଣ୍ଡପଡା ଥାନା ଅଧିକାରୀ ଭାବେ ବଦଳି ହୋଇଥିବା ଜଣା ପଡିଛି। ସେହିପରି ଇଟାମାଟି ଥାନା ଅଧିକାରୀ ଦିଲ୍ଲୀପ କୁମାର ସ୍ୱାଇଁଙ୍କର ରଣପୁର ଥାନା ଅଧିକାରୀ ଭାବେ ବଦଳି ହୋଇଛି। ତେବେ ଶୁକ୍ରବାର ଦିନ ଦିଲ୍ଲୀପ କୁମାର ସ୍ୱାଇଁ ରଣପୁର ଥାନା ଅଧିକାରୀ ଭାବେ ଯୋଗ ଦେଇ ଥାନା ଦାୟିତ୍ୱ ଗ୍ରହଣ କରିଛନ୍ତି।

ସେହିପରି ଚାନ୍ଦପୁର ଥାନା ଉପ-ଆରକ୍ଷୀ କୃତିବାସ ହରିଚନ୍ଦନ ରଣପୁର ଥାନାରେ ନୂତନ ଭାବେ ଯୋଗ ଦେଇଥିବା ବେଳେ ନୟାଗଡ ଥାନା ଉପ-ନିରୀକ୍ଷକ ପ୍ରୀତି ପ୍ରକାଶ ମହାନ୍ତି ରାଜସୁନାଖଳା ଫାଣ୍ଡିରେ ନୂତନ ଭାବେ ଯୋଗ ଦାୟିତ୍ୱ ଗ୍ରହଣ କରିଛନ୍ତି।

ରଣପୁର ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ସିଜେପି ପ୍ରୋଟେଷ୍ଟକୁ ନେଇ ଆମେରିକାରେ ହଲଚଲ: ରୁବିଓଙ୍କୁ ଚିଠି ଲେଖିଲେ ୬ ଡେମୋକ୍ରାଟ୍ ସାଂସଦ

October 17, 2026

ଟ୍ରମ୍ପଙ୍କ ବଡ଼ ଘୋଷଣା: ରୁଷରୁ ତୈଳ ଏବଂ ଗ୍ୟାସ କ୍ରୟ ପାଇଁ ଭାରତ ଉପରେ ଲାଗୁ ହେବ ନାହିଁ ଶୁଳ୍କ

October 17, 2026

ମାନବିକ ଭାବନା ଓ ଅଭିବ୍ୟକ୍ତି ମଧ୍ୟରେ ଏକ ସୃଜନଶୀଳ ସେତୁର ଭୂମିକା ନିର୍ବାହ କରେ ସାହିତ୍ୟ

October 17, 2026

ଦଶହରାରେ ଏହି ଚାରିଟି ଜିନିଷ ଦେଖିଲେ ବର୍ଷ ସାରା ହୋଇଥାଏ ମଙ୍ଗଳ

October 17, 2026

ଏଫ୍‌ଆଇଏଚ୍ ପ୍ରୋ ଲିଗ୍ ୨୦୨୬-୨୭ କାର୍ଯ୍ୟସୂଚୀ ଘୋଷିତ: ଫେବୃଆରୀରେ ଭାରତର ଘରୋଇ ମ୍ୟାଚ୍‌

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.