Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବ୍ରହ୍ମପୁର ଲାୟନ୍ସ୍ କ୍ଲବ ସିଲ୍କ ସିଟି ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ଵ ବହନ
ଆଞ୍ଚଳିକ

ବ୍ରହ୍ମପୁର ଲାୟନ୍ସ୍ କ୍ଲବ ସିଲ୍କ ସିଟି ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ଵ ବହନ

August 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ବ୍ରହ୍ମପୁର ଲାୟନ୍ସ୍ କ୍ଲବ ସିଲ୍କ ସିଟି ମହିଳା ଅନୁଷ୍ଠାନର ନୂତନ କର୍ମକର୍ତ୍ତାଙ୍କ ଦାୟିତ୍ଵ ଗ୍ରହଣ ଉତ୍ସବ ଗିରି ରୋଡ୍ ସ୍ଥିତ ପାଢ଼ୀ ସେଲିବ୍ରେସନ୍ କଲ୍ୟାଣ ମଣ୍ଡପରେ ଅନୁଷ୍ଠିତ ହୋଇଛି। ଉକ୍ତ କାର୍ଯ୍ୟକ୍ରମରେ ପୁର୍ବତନ ଲାୟନ୍ସ୍ ଗଭର୍ଣ୍ଣର ସୁରେଶ ପାଢ଼ୀ ମୁଖ୍ୟ ଅତିଥି ଭାବେ ଯୋଗଦେଇ ସମ୍ମାନିତ କରିଥିଲେ ଓ ଲାୟନ୍ସ୍ ସରସ୍ବତୀ ପାତ୍ର ନୂତନ କର୍ମକର୍ତ୍ତା ମାନଙ୍କୁ ଉପଢ଼ୌକନ ପ୍ରଦାନ ଅଧିଷ୍ଠିତ କରିଥିଲେ। ଲାୟନ୍ସ୍ ଧର୍ମା ରାଓ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ଅଷ୍ଟମ ରାଜ୍ୟ ମହସଭା ପାଇଁ ପ୍ରସ୍ତୁତି ବୈଠକ

September 14, 2025

ବାଣପୁର କୋର୍ଟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

September 13, 2025

ଚିଲିକା- ବାଲୁଗାଁ ରୋଟାରୀ କ୍ଲବ୍ ର ୧୦ମ ଅଧିଷ୍ଠାନ ଦିବସ ସମାରୋହ

September 13, 2025

ବାଣପୁର ଗୋଦାବରୀଶ ବିଦ୍ୟାପୀଠର ବିଜ୍ଞାନ ଶିକ୍ଷୟିତ୍ରୀ ପାଇଲେ ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର

September 11, 2025
Latest News

ଜାତୀୟ ଇ-ପ୍ରଶାସନ ପୁରସ୍କାର ପାଇବାକୁ ମନୋନୀତ ହେଲା କେନ୍ଦୁଝରର ଶୁଆକାଟି ପଞ୍ଚାୟତ

September 16, 2025

ବିହାରରରେ ୪୦,୦୦୦ କୋଟିର ବିକାଶମୂଳକ କାର୍ଯ୍ୟର ଶିଳାନ୍ୟାସ ଏବଂ ଉଦଘାଟନ କଲେ ପ୍ରଧାନମନ୍ତ୍ରୀ

September 16, 2025

ନୂଆପଡ଼ା ଉପ-ନିର୍ବାଚନ ପାଇଁ ସମସ୍ତ ରାଜନୈତିକ ଦଳଙ୍କ ସହ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ବୈଠକ

September 16, 2025

ରାଶିଫଳ: ସେପ୍ଟମ୍ବର ୧୬ ତାରିଖ ମଙ୍ଗଳବାରରେ ଯାନ ଚାଳନାରେ ସାବଧାନ ରୁହନ୍ତୁ ଏହି ପାଞ୍ଚୋଟି ରାଶି

September 16, 2025

ପ୍ରଖ୍ୟାତ ସାହିତ୍ୟିକ ଦେବଦାସ ଛୋଟରାୟ ପାଇବେ ଶାରଳା ପୁରସ୍କାର, ଦୁଇଜଣଙ୍କୁ କଳା ସମ୍ମାନ

September 15, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.