Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟ ରେ ହର୍ ଘର୍ ତ୍ରିରଙ୍ଗା ପଦଯାତ୍ରା ଅନୁଷ୍ଠିତ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟ ରେ ହର୍ ଘର୍ ତ୍ରିରଙ୍ଗା ପଦଯାତ୍ରା ଅନୁଷ୍ଠିତ

August 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ସୋମବାର ସକାଳ ୧୦.୦୦ ଘଟିକା ସମୟରେ ଗୋଦାବରୀଶ ମହାବିଦ୍ୟାଳୟ ରେ ହର୍ ଘର୍ ତ୍ରିରଙ୍ଗା ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପଦଯାତ୍ରା ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତା, ପ୍ରଶାସନିକ ଅଧିକାରୀ ଡଃ.ଏସ୍.ପି.ଏନ୍.ଏସ୍ ବର୍ମା, ରୋଭର ଲିଡର ଆଦିତ୍ୟ ସାରଥୀ ବେଦମତ୍ତା, ଏନ୍.ସି.ସି ଅଫିସର୍ କ୍ୟାପ୍ଟେନ୍ ଗୁରୁ କିଶୋର ନାୟକ ଓ ମୁଖ୍ୟ କିରାଣୀ ଦୁର୍ଯ୍ୟୋଧନ ସାହୁଙ୍କ ତତ୍ତ୍ଵାବଧାନରେ ଅନୁଷ୍ଠିତ ହୋଇଯାଇଛି।

ଏହି ପଦଯାତ୍ରା ମହାବିଦ୍ୟାଳୟର ମୁଖ୍ୟ ଫାଟକରୁ ବାହାରି ଅଚ୍ୟୁତରାଜପୁର, ଶ୍ରୀନିବାସପୁର, ତୁଳସୀଦେଇପୁର ଇତ୍ୟାଦି ଗ୍ରାମ ଦେଇ ଫେରିଥିଲା। ଏଥିରେ ଏନ୍.ସି.ସି ଏବଂ ରୋଭର ଓ ରେଞ୍ଜର ଛାତ୍ରଛାତ୍ରୀ ଭାଗ ନେଇ ବିଭିନ୍ନ ସ୍ଳୋଗାନ ଦେଇ ଜନସାଧାରଣଙ୍କୁ ସଚେତନ କରାଇଥିଲେ।

ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର ହର୍ ଘର୍ ତ୍ରିରଙ୍ଗା
Share. Facebook Twitter LinkedIn Email WhatsApp Copy Link

Related Posts

ଦୁଇ ଆଦର୍ଶ ଶିକ୍ଷକଙ୍କୁ ଭାବବିହ୍ୱଳ ବିଦାୟ ବାଣ-ବାଜା ରୋଷଣୀରେ ଗ୍ରାମ ପରିକ୍ରମା

June 30, 2026

ଅଧ୍ୟାପକ ସଂଗ୍ରାମ ସାହୁଙ୍କ ଅକାଳ ବିୟୋଗ: ବାଣପୁର ଅଞ୍ଚଳରେ ଶୋକର ଛାୟା

June 30, 2026

ଶ୍ରୀରଙ୍କ ନାଥ ଦେବଙ୍କ ପୀଠରେ ରୁକ୍ମିଣୀ ବିବାହ ସମ୍ପନ୍ନ: ଗୁଆଲି ଯାତ୍ରାରେ ନଗର ପରିକ୍ରମା କରିବେ ଦେବଦମ୍ପତି

June 26, 2026

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026
Latest News

ଖୋର୍ଦ୍ଧା ଜିଲ୍ଲା ଶିକ୍ଷା ବିଭାଗରେ ଅବସରକାଳୀନ ସମ୍ବର୍ଦ୍ଧନା, ୧୪ ଜଣ ଶିକ୍ଷକ ଓ କର୍ମଚାରୀଙ୍କୁ ପୂର୍ଣ୍ଣାଙ୍ଗ ପେନସନ ପ୍ରଦାନ

July 2, 2026

ଆଇଏମ୍‌ଏସ୍ ଆଣ୍ଡ ସମ୍ ହସ୍ପିଟାଲ୍ ପକ୍ଷରୁ ଜାତୀୟ ଡାକ୍ତର ଦିବସ ପାଳିତ

July 2, 2026

ତାରାତାରିଣୀ ପୀଠ ନିକଟ ହୋଟେଲ ରୁ ଯୁବକର ଶବ ଉଦ୍ଧାର

July 2, 2026

ଦିଅରଙ୍କ ଆକ୍ରମଣରେ ଭାଉଜଙ୍କ ମୃତ୍ୟୁ, ପୁଅ ଗୁରୁତର

July 2, 2026

ଖୋର୍ଦ୍ଧାରେ ଜିଲ୍ଲା ସଡ଼କ ସୁରକ୍ଷା କମିଟି ବୈଠକ; ଘୋଷଯାତ୍ରା ପୂର୍ବରୁ କଡ଼ା ଯାଞ୍ଚ ଓ ପାଟ୍ରୋଲିଂ ପାଇଁ ନିର୍ଦ୍ଦେଶ

July 1, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.