Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା ବ୍ଲକରେ କିଶୋରୀମାନଙ୍କୁ ସ୍ବାବଲମ୍ବି କରିବା ପାଇଁ ଆୟୋଜିତ ହେଲା ନିଯୁକ୍ତି ମେଳା
ଆଞ୍ଚଳିକ

ଚିଲିକା ବ୍ଲକରେ କିଶୋରୀମାନଙ୍କୁ ସ୍ବାବଲମ୍ବି କରିବା ପାଇଁ ଆୟୋଜିତ ହେଲା ନିଯୁକ୍ତି ମେଳା

August 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ଚିଲିକା ବ୍ଲକରେ କିଶୋରୀ ନିଯୁକ୍ତି ମେଳା

ବାଲୁଗାଁ: ମଙ୍ଗଳବାର ପୂର୍ବାହ୍ନରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ସଭାଗୃହରେ ସିଡିପିଓ ଅନୁସ୍ଵୟା ମିଶ୍ରଙ୍କ ନେତୃତ୍ୱରେ କିଶୋରୀମାନଙ୍କୁ ସ୍ୱାବଲମ୍ବୀ କରିବାପାଇଁ ଏକ ନିଯୁକ୍ତି ମେଳା ଅନୁଷ୍ଠିତ ହୋଇଯାଇଛି।

ଓଡିଶା ସରକାରଙ୍କ ଦକ୍ଷତା ବିକାଶ ବିଭାଗ ଓ ସାହି ଏକ୍ସପୋର୍ଟସ ପ୍ରାଇଭେଟ ଲିମିଟେଡ଼ ତରଫରୁ ସୌମ୍ୟଶ୍ରୀ ମହାନ୍ତି,ସୁଭଦ୍ରା ମହାନ୍ତି କାଉନସେଲର ଭାବେ ଉପସ୍ଥିତ ରହି କିଶୋରୀ ବାଳିକାମାନଙ୍କୁ ନିଯୁକ୍ତି ସମ୍ପର୍କରେ ଅବଗତ କରିଥିଲେ।କମ ବୟସରୁ ବିବାହ ନକରି ଗୁଣାତ୍ମକ ଶିକ୍ଷାଦ୍ୱାରା କିପରି ଜଣେ ମହିଳା ସ୍ୱାବଲମ୍ବୀ ହୋଇ ସମାଜରେ ପ୍ରତିଷ୍ଠିତ ହୋଇପାରିବ ସେନେଇ ସିଡିପିଓ ଶ୍ରୀମତୀ ମିଶ୍ର ପରାମର୍ଶ ଦେଇଥିଲେ।

ଉକ୍ତ ଶିବିରରେ ଚିଲିକା ବ୍ଲକ ଅନ୍ତର୍ଗତ ଜରିପଡା,କଳକଳେଶ୍ୱର,ସିଙ୍ଗେଶ୍ୱର,ଚଣ୍ଡେଶ୍ୱର, ଆଙ୍କୁଲା ପଞ୍ଚୟତରୁ ୧୨୬ ଜଣ ବାଳିକା ଅଂଶଗ୍ରହଣ କରିଥିଲେ।ଏହି ନିଯୁକ୍ତି ପ୍ରକ୍ରିୟା ଆସନ୍ତା ଶନିବାର ପର୍ଯ୍ୟନ୍ତ ହେବାକୁ ଥିବାବେଳେ ଦକ୍ଷତା ଅନୁଯାଇ କିଶୋରୀ ବାଳିକାମାନଙ୍କୁ ନିଯୁକ୍ତି ଦିଆଯିବ ବୋଲି ବିଭିନ୍ନ ସଂସ୍ଥାର କାଉନସେଲର ମାନେ ପ୍ରକାଶ କରିଛନ୍ତି।ଏହି କାର୍ଯ୍ୟକ୍ରମରେ ଚିଲିକା ବିଡ଼ିଓ ହଳଧର ଶବର,ସିଡ଼ିପିଓ ଅନୁସ୍ଵୟା ମିଶ୍ର,ଏବିଇଓ ଗୀତାଞ୍ଜଳି ନାୟକ, ସୁପରଭାଇଜର, ଅଙ୍ଗନବାଡି କର୍ମୀ ପ୍ରମୁଖ ଉପସ୍ଥିତ ଥିଲେ।

ଚିଲିକା ବ୍ଲକ ନିଯୁକ୍ତି ମେଳା
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026

ନାକଟିଦେଉଳରେ ଯୁବକଙ୍କୁ ଧାରୁଆ ଅସ୍ତ୍ରରେ ଆକ୍ରମଣ ଅଭିଯୋଗ; ୮ ଜଣ ଅଟକ, ଗୁରୁତର ଆହତଙ୍କୁ ବୁର୍ଲା ସ୍ଥାନାନ୍ତର

August 2, 2026

ବିକଶିତ ଭାରତ ପାଇଁ ନିଶାମୁକ୍ତ ଯୁବ ସଂକଳ୍ପ ଅଭିଯାନ କାର୍ଯ୍ୟକ୍ରମ

August 2, 2026
Latest News

ଗୋମୁତ୍ରରୁ ରୋଜଗାର: ୧୫ ଟି ଗାଁରେ ଏକ ଅନନ୍ୟ ପ୍ରକଳ୍ପ ଆରମ୍ଭ

August 12, 2026

ପତନ ଦ୍ୱାରରେ ଆମେରିକୀୟ ଡଲାରର ପ୍ରାଧାନ୍ୟ!: କ’ଣ ଭାରତକୁ ମିଳିବ ଲାଭ?

August 12, 2026

କୋର୍ଟ ଚାଲାଣ ପାଇଁ ଏକ ନୂତନ ପଦ୍ଧତି: ୧୦ ଦିନ ମଧ୍ୟରେ ହେବ ସମାଧାନ

August 12, 2026

ବାଂଲାଦେଶ ଗସ୍ତ ବାତିଲ?: ଭାରତ-ଆଫଗାନିସ୍ତାନ ଟି-୨୦ ସିରିଜ ସୂଚୀ ଘୋଷଣା କଲା ବିସିସିଆଇ

August 12, 2026

“FCRA ବିଲ୍ ପ୍ରତ୍ୟାହାର କରାଯିବା ଉଚିତ”: କେନ୍ଦ୍ର ଉପରେ ଆକ୍ରମଣ କଲେ ଚିଦମ୍ବରମ୍

August 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.