Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାରହା ମାଂସ ଜବତ, ଜଣେ ଗିରଫ
ଆଞ୍ଚଳିକ

ବାରହା ମାଂସ ଜବତ, ଜଣେ ଗିରଫ

August 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ଆଜି ରେଢ଼ାଖୋଲ ବନଖଣ୍ଡ ଖୋଲଗଡ
ସଂରକ୍ଷିତ ଜଙ୍ଗଲର ଗୋଗୁଆ ଗ୍ରାମ ନିକଟରୁ ୧.୨ କେଜି ବାରହା ମାଂସ ଜବତ ସହ ଜଣଙ୍କୁ ବନବିଭାଗ ଗିରଫ କରିଛି। ଗିରଫ ଅଭିଯୁକ୍ତ ହେଲେ ଅନନ୍ତ ବାଘ। ଘର ଗୋଗୁଆ।

ବନ ବିଭାଗ ପାଟ୍ରୋଲିଂ କରୁଥିବା ସମୟରେ ଗୋଗୁଆ ଖେଳ ପଡିଆ ନିକଟରୁ ବାରହା ମାଂସଧରି ଆସୁ ଥିବା ବେଳେ ବନବିଭାଗ ଧରି ଥିଲା। ବନ ବିଭାଗର ଫରେଷ୍ଟର ଲବ ମେହେର, ଫରେଷ୍ଟ ଗାର୍ଡ ପୁଷ୍ପାଞ୍ଜଳି ବେହେରା ତଥା ବନ ବିଭାଗର କର୍ମଚାରୀ ମାନେ ସାମିଲ ହୋଇଥିଲେ।

ଜଣେ ଗିରଫ ବାରହା ମାଂସ ଜବତ ରେଢାଖୋଲ ବନଖଣ୍ଡ
Share. Facebook Twitter LinkedIn Email WhatsApp Copy Link

Related Posts

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026

ନାକଟିଦେଉଳ ବ୍ଲକରେ ଜିଲ୍ଲାପାଳଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ

February 2, 2026

ବାଲୁଗାଁ ମହାବିଦ୍ୟାଳୟ ଓଡ଼ିଆ ସାହିତ୍ୟ ପରିଷଦର ବାର୍ଷିକ ସାରସ୍ୱତ ସମାରୋହ ଓ କବିତା ପାଠୋତ୍ସବ

January 31, 2026

ଦୁର୍ଗା ଚରଣ ଚିଲିକା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ସଡ଼କ ସୁରକ୍ଷା ସଚେତନତା ଶୋଭାଯାତ୍ରା

January 31, 2026
Latest News

ସହରାଞ୍ଚଳ ପରିମଳ ବ୍ୟବସ୍ଥାର ସୁଦୃଢୀକରଣ ପାଇଁ ତ୍ରିପାକ୍ଷିକ ବୁଝାମଣା ସ୍ବାକ୍ଷରିତ

February 4, 2026

ମଣିପୁର ବିଜେପି ବିଧାୟକ ଦଳର ନେତା ହେଲେ ୟୁମନାମ୍ ଖେମଚାନ୍ଦ ସିଂହ

February 4, 2026

ଆଜି ଫେବୃୟାରୀ ୪ ତାରିଖ ବୁଧବାରରେ ଛଅଟି ରାଶିର ଧନ ବୃଦ୍ଧି

February 4, 2026

ସିଏସଆଇଆର-ଆଇଏମଏମଟି ପରିଦର୍ଶନ କଲେ ତେଲଙ୍ଗାନା ଗଣମାଧ୍ୟମ ପ୍ରତିନିଧି

February 3, 2026

କାର ସହ କେଜି ଗଂଜେଇ ଜବତ, ଜଣେ ଗିରଫ

February 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.