Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: କାନ୍ଥ ଭୁଶୁଡି ୮୭ ବର୍ଷୀୟା ବୃଦ୍ଧାଙ୍କ ମୃତ୍ୟୁ
ଆଞ୍ଚଳିକ

ବାଣପୁର: କାନ୍ଥ ଭୁଶୁଡି ୮୭ ବର୍ଷୀୟା ବୃଦ୍ଧାଙ୍କ ମୃତ୍ୟୁ

August 16, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଗୁରୁବାର ରାତିରେ ପ୍ରବଳ ବର୍ଷା ହେବାରୁ ନୀଳାଦ୍ରି ପ୍ରସାଦ ଅନ୍ତର୍ଗତ କସିପଡ଼ା ଗ୍ରାମର ଜଣେ ୮୭ବର୍ଷୀୟା ବୃଦ୍ଧାଙ୍କ ଉପରେ କାନ୍ଥ ଭୁଶୁଡି ପଡିବାରୁ ମୃତ୍ୟୁ ବରଣ ହୋଇଥିବା ଜଣାପଡିଛି। ଖବରରୁ ଜଣାପଡିଛି ଯେ, ଉକ୍ତ ଗ୍ରାମର ଶ୍ରୀମତୀ ଶବରଙ୍କର ତିନି ପୁଅ ମୃତ୍ୟୁ ବରଣ କରିଥିବାରୁ ବୃଦ୍ଧା ଜଣକ ଝିଅ ଘରେ ରହୁଥିଲେ। କିନ୍ତୁ ଝିଅଘର ଅତି ଗରିବ ପରିବାର ହୋଇଥିବାରୁ ମାଟି ଘରେ ରହୁଥିଲେ।

ଗତକାଲି ରାତିରେ ପ୍ରବଳ ବର୍ଷା ହେବା ଫଳରେ ବୃଦ୍ଧା ଜଣକ ଶୋଇଥିବା ବେଳେ କାନ୍ଥ ଭୁଶୁଡି ପଡିଥିଲା। ଯାହାଫଳରେ ବୃଦ୍ଧା ଜଣକ ରାତି ସାରା ଚାପି ହୋଇ ମୃତ୍ୟୁ ବରଣ କରିଥିଲେ। ସକାଳୁ ବାଣପୁର ପୋଲିସ ଖବର ପାଇ ବୃଦ୍ଧାଙ୍କୁ ଉଦ୍ଧାର କରି ବ୍ୟବଚ୍ଛେଦ କରି ପରିବାର ଲୋକଙ୍କୁ ହସ୍ତାନ୍ତର କରିଛି ।

ତେବେ ସେ ଜଣେ ଗରିବ ନିରାଶ୍ରୟା ବୃଦ୍ଧା ହୋଇଥିବାରୁ ସରକାରୀ ସାହାଯ୍ୟ ପାଇଁ ପରିବାର ଲୋକ ପ୍ରଶାସନକୁ ନିବେଦନ କରିଛନ୍ତି।

ନୀଳାଦ୍ରି ପ୍ରସାଦ ପ୍ରବଳ ବର୍ଷା ବୃଦ୍ଧାଙ୍କ ମୃତ୍ୟୁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ: ଜାତୀୟ ଯୁବ ଦିବସ ଅବସରରେ ସ୍ବାମୀ ବିବେକାନନ୍ଦଙ୍କ ଚିନ୍ତନ ଓ ଦର୍ଶନ ସମ୍ପର୍କରେ ଆଲୋଚନା ଚକ୍ର

January 13, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ଯୁବ ଦିବସ କାର୍ଯ୍ୟକ୍ରମ ଆୟୋଜିତ

January 12, 2026

ଭେଟିନାଥଦେବ ପିଏମ୍. ଶ୍ରୀ ବିଦ୍ୟାଳୟରେ ପିଏମ୍.ଶ୍ରୀ ଉତ୍ସବ ତଥା ବାର୍ଷିକ ଉତ୍ସବ ସମାରୋହ

January 12, 2026

ବାଣପୁର ବ୍ଲକ ସ୍ତରୀୟ ବନ୍ଦେମତରମ୍ ତାଲିମ ପ୍ରଶିକ୍ଷଣ

January 11, 2026
Latest News

ଷ୍ଟାର୍ଟଅପଗୁଡ଼ିକର ସାହସ, ଆତ୍ମବିଶ୍ୱାସ ଏବଂ ନବସୃଜନ ଭାରତର ଭବିଷ୍ୟତକୁ ଗଢ଼ି ତୋଳିଛି: ପ୍ରଧାନମନ୍ତ୍ରୀ

January 16, 2026

ଓଡ଼ିଶାରେ ନୂତନ ପାଠ୍ୟପୁସ୍ତକ ଏବଂ ଶିକ୍ଷକ ପ୍ରଶିକ୍ଷଣ ଉପରେ ମାଷ୍ଟ୍ରର ଟ୍ରେନରଙ୍କ ସହ ଆଲୋଚନା

January 16, 2026

ବିଶିଷ୍ଟ ଶିକ୍ଷାବିତ୍ ପ୍ରଫେସର ସରାପଙ୍କ ପରଲୋକ

January 16, 2026

ଗଞ୍ଜାମ ଜିଲ୍ଲାର ବିଭିନ୍ନ ସ୍ଥାନରେ ଇଡି ପକ୍ଷରୁ ଚଢାଉ: ବ୍ୟବସାୟୀଙ୍କ ଘରୁ ମିଳିଲା ବିଡ଼ା ବିଡ଼ା ଟଙ୍କା

January 16, 2026

ଚିଲିକାରେ ଆସନ୍ତା ୧୮ ରେ ପକ୍ଷୀ ଓ ୨୦ ରେ ଡ଼ଲଫିନ ଗଣନା

January 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.