Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କ୍ରାନ୍ତି, ବ୍ରହ୍ମପୁର ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ “ମା’ ତୁଝେ ସଲାମ୍‌- ୨୦୨୪” ରେ ଆହ୍ୱାନ
ଆଞ୍ଚଳିକ

କ୍ରାନ୍ତି, ବ୍ରହ୍ମପୁର ତରଫରୁ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ “ମା’ ତୁଝେ ସଲାମ୍‌- ୨୦୨୪” ରେ ଆହ୍ୱାନ

August 20, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ୭୮ତମ ସ୍ଵାଧୀନତା ଦିବସ ଅବସରରେ ସ୍ଥାନୀୟ ହିଲ୍‌ପାଟଣା ସ୍ଥିତ ବିଜୁ ପଟ୍ଟନାୟକ ସଂସ୍କୃତି ଭବନ ପରିସରରେ ରଙ୍ଗାରଙ୍ଗ ଦେଶାତ୍ମବୋଧକ ସାଂସ୍କୃତିକ କାର୍ଯ୍ୟକ୍ରମ “ମା’ ତୁଝେ ସାଲାମ୍‌ – ୨୦୨୪” ରେ ଆହ୍ୱାନ ଦିଆଯାଇଛି। ସମସ୍ତ ଅତିଥି ପ୍ରଥମେ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରଦୀପ ପ୍ରଜ୍ବଳନ କରି କାର୍ଯ୍ୟକ୍ରମକୁ ଶୁଭ ଉଦଘାଟନ କରିଥିଲେ।

କ୍ରାନ୍ତି ଅନୁଷ୍ଠାନର କାର୍ଯ୍ୟ ନିର୍ବାହୀ ନିର୍ଦ୍ଦେଶକ ଡ଼ଃ ଦେବାନନ୍ଦ ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥ ଭାବେ ବ୍ରହ୍ମପୁର ପୂର୍ବତନ ବିଧାୟକ ଡ଼ା ରମେଶଚନ୍ଦ୍ର ଚ୍ୟାଉପଟ୍ଟନାୟକ ଓ ଚିକିଟି ବିଧାୟକ ମନୋରଞ୍ଜନ ଦ୍ୟାନସାମନ୍ତରାୟ, ବି ଏମ୍ ସି ମେୟର ସଂଘମିତ୍ରା ଦଳେଇ, ଆଇଏସ୍‌ରଡି ଡାଇରେକ୍ଟର ସୁଧୀର କୁମାର ସାବତ, ବ୍ରହ୍ମପୁର ଅର୍ବାନ ବ୍ୟାଙ୍କ ସଭାପତି ଆର. ମୁରଲୀ ମୋହନ, ବି ଏମ୍ ସି କର୍ପୋରେଟର ଆର. ପାୱନି, ଟି. ତିରୁପତି ପାତ୍ର ଓ ସମାଜସେବି ନିରଞ୍ଜନ ବେହେରା ପ୍ରମୁଖ ଅତିଥି ଭାବେ ଯୋଗଦେଇ ସ୍ଵାଧୀନତା ଦିବସର ମହତ୍ବ ଉପରେ ଆଲୋକ ପାତ କରିଥିଲେ।

ଆଜି ର ଏହି କାର୍ଯ୍ୟକ୍ରମରେ ବଳରାମ ଆନାଙ୍କ ବାନ୍ଦିଦେ ରାକ୍ଷୀର ଆଲବମ ଭିଡିଓ ଉଦଘାଟନ କରାଯାଇ ସମସ୍ତ କଳାକାର ମାନଙ୍କୁ ସମ୍ମାନିତ କରା ଯାଇଥିଲା। ଏହି ଭିଡିଓ ଦେଖି ଉପସ୍ଥିତ ଦର୍ଶକଙ୍କ ଆଖିରେ ଲୁହ ଦେଖିବାକୁ ମିଳିଥିଲା।

ଏତଦବ୍ୟତୀତ ଜିଲ୍ଲାର ୧୦ ଟି ସ୍କୁଲର ଛାତ୍ରଛାତ୍ରୀ ମାନେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଇ ରଙ୍ଗାରଙ୍ଗ ଉତ୍ସବରେ ଅଭିନୟ କରି ଦର୍ଶକ ମାନଙ୍କର ମନମୁଗ୍ଧ କରିଥିଲେ।

ସାଂସ୍କୃତିକ କାର୍ଯ୍ୟକ୍ରମରେ ଯୋଗ ଦେଇଥିବା ପ୍ରାୟ ୧୨୦୦ ଛାତ୍ରଛାତ୍ରୀଙ୍କୁ ମାନପତ୍ର ଦେଇ ଉତ୍ସାହିତ କରାଯାଇଥିଲା।

ଏହି ଆନୁଷ୍ଠାନିକ କାର୍ଯ୍ୟକ୍ରମ ରେ “କ୍ରାନ୍ତି ” ଅନୁଷ୍ଠାନ ର ସମସ୍ତ କର୍ମଚାରୀ ସହଯୋଗ କରିବା ସହ ଶେଷରେ ଅନୁଷ୍ଠାନ ପକ୍ଷରୁ ବିମଳା ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

'କ୍ରାନ୍ତି' ଦେଶାତ୍ମବୋଧକ ବ୍ରହ୍ମପୁର ସାଂସ୍କୃତିକ କାର୍ଯ୍ୟକ୍ରମ
Share. Facebook Twitter LinkedIn Email WhatsApp Copy Link

Related Posts

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026

ପଣ୍ଡିତ ଦୀନଦୟାଲ ଉପାଧ୍ୟାୟ ପ୍ରଶିକ୍ଷଣ ମହାଅଭିଯାନ’ ର ସିଦ୍ଧେଶ୍ୱରୀ ମଣ୍ଡଳ ପ୍ରଶିକ୍ଷଣ ବର୍ଗ ଉଦଘାଟିତ

April 1, 2026

ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ: ନାବାଳକ ସହ ଦୁଇ ଅଭିଯୁକ୍ତଙ୍କୁ କୋର୍ଟ ଚାଲାଣ

March 31, 2026

ବାଣପୁରରେ ଖୋଲିଲା ଯୋଗ ଶିକ୍ଷା କେନ୍ଦ୍ର: କ୍ୟାରିଅର ଗଢିବା ପାଇଁ ପାଠ୍ୟକ୍ରମ ବ୍ୟବସ୍ଥା

March 31, 2026
Latest News

ରାଜ୍ୟସଭା ନିର୍ବାଚନ ପାଇଁ ବଢିବ ସମସ୍ୟା!: ହ୍ରାସ ପାଉଛି ମଧ୍ୟପ୍ରଦେଶରେ କଂଗ୍ରେସ ବିଧାୟକଙ୍କ ସଂଖ୍ୟା

April 3, 2026

କିପରି ମନୋନୀତ ହେବେ ବିହାରର ନୂତନ ମୁଖ୍ୟମନ୍ତ୍ରୀ?: ପୂର୍ବତନ ସାଂସଦଙ୍କ ଆଶ୍ଚର୍ଯ୍ୟଜନକ ବିବୃତ୍ତି

April 3, 2026

ଆଜି ଚେନ୍ନାଇ ଏବଂ ପଞ୍ଜାବ ମଧ୍ୟରେ ଲଢେଇ: ଜାଣନ୍ତୁ ପ୍ଲେଇଂ ଇଲେଭେନ୍, ପିଚ୍ ରିପୋର୍ଟ ଏବଂ ପାଣିପାଗ

April 3, 2026

ମଧୁମେହରେ ପଣସର ବ୍ୟବହାର କିପରି ଲାଭଦାୟକ? ଜାଣନ୍ତୁ…

April 3, 2026

‘ମୋର ନୀରବତାକୁ ପରାଜୟ ବୋଲି ଭାବନ୍ତୁ ନାହିଁ’: ଆଉ ଏକ ଭିଡିଓ ଜାରି କରି କହିଲେ ରାଘବ ଚଢା

April 3, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.