Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁରେ ଖାଦ୍ୟ ଓ ସୁରକ୍ଷା ବିଭାଗ ପକ୍ଷରୁ ସଚେତନତା
ଆଞ୍ଚଳିକ

ବାଲୁଗାଁରେ ଖାଦ୍ୟ ଓ ସୁରକ୍ଷା ବିଭାଗ ପକ୍ଷରୁ ସଚେତନତା

August 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ (ସୀତାରାମ ଅଗ୍ରୱାଲ): ଆଜି ପୂର୍ବାହ୍ନରେ ଖାଦ୍ୟ ଓ ସୁରକ୍ଷା ବିଭାଗ ପକ୍ଷରୁ ବାଲୁଗାଁରେ ଏକ ସଚେତନତା ଅଭିଯାନ ଅନୁଷ୍ଠିତ ହୋଇଛି। ଟାଙ୍ଗୀ ଖାଦ୍ୟ ଓ ସୁରକ୍ଷା ଅଧିକାରୀ ଦେବାଶିଷ ବଳଙ୍କ ନେତୃତ୍ୱରେ ଉକ୍ତ ଅଭିଯାନରେ ବିଭାଗ ପକ୍ଷରୁ ଖାଦ୍ୟ ପରୀକ୍ଷା ଲାବରୋଟରୀ ଯୁକ୍ତ ଭ୍ରାମ୍ୟମାଣ ଗାଡି ବୁଲିବା ସହ ୧୫ ଟି ହୋଟେଲରୁ ୨୫ ଗୋଟି ଖାଦ୍ୟ ନମୁନା ସଂଗ୍ରହ କରାଯାଇଥିଲା।

ବିଶେଷ କରି ହୋଟେଲ, ରେଷ୍ଟୁରାଣ୍ଟ, ଢାବା ମାନଙ୍କରେ ଖାଦ୍ୟରେ କେମିକାଲ, ରଙ୍ଗ ଆଦି ନିଷିଦ୍ଧ ଏବଂ ବାସି ଖାଦ୍ୟ ବିକ୍ରି ନକରିବା ନେଇ ତାଗିଦ କରିବାସହ ସଚେତନ କରାଯାଇଥିଲା।

ଏହି ପରିପ୍ରେକ୍ଷୀରେ ଆଜି ଖାଦ୍ୟ ନମୁନା ସଂଗ୍ରହ କରି ଉକ୍ତ ଭ୍ରାମ୍ୟମାଣ ଗାଡିରେ ଖାଦ୍ୟ ନିରୀକ୍ଷକଙ୍କ ଦ୍ୱାରା ପରୀକ୍ଷା କରାଯାଇଥିଲା। ତେବେ ପ୍ରାୟତଃ ହୋଟେଲରେ ଖାଦ୍ୟର ମାନ ଠିକ ରହିଥିବା ବେଳେ ଜନସାଧାରଣ ଓ ହୋଟେଲ ମାଲିକଙ୍କୁ ସଚେତନ କରିବା ମୂଳ ଲକ୍ଷ୍ୟ ବୋଲି ଖାଦ୍ୟ ଓ ସୁରକ୍ଷା ଅଧିକାରୀ ଶ୍ରୀ ବଳ କହିଛନ୍ତି।

ଖାଦ୍ୟ ଓ ସୁରକ୍ଷା ବିଭାଗ ବାଲୁଗାଁ ସଚେତନତା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

‘ଭାରତୀୟଙ୍କ ଜୀବନ ସହିତ ଖେଳୁଛନ୍ତି…’: ପାକିସ୍ତାନୀ ଖେଳାଳିଙ୍କୁ କିଣିବାରୁ ବର୍ଷିଲେ ଗାଭାସ୍କର

March 17, 2026

ଆଜି ଚୈତ୍ର ଦ୍ବିତୀୟ ମଙ୍ଗଳବାର: ପଢନ୍ତୁ ମା’ ମଙ୍ଗଳାଙ୍କର ନୀତିକାନ୍ତି

March 17, 2026

‘ଭୁଲ ପାଇଁ ମୋତେ ମଧ୍ୟ ଛାଡ ମିଳିବା ଉଚିତ୍’: ବିରାଟ ଓ ରୋହିତଙ୍କ ଉପରେ ଗମ୍ଭୀରଙ୍କ ବଡ଼ ବିବୃତ୍ତି

March 17, 2026

ଆଫଗାନିସ୍ତାନରେ ପାକିସ୍ତାନର ବିମାନ ଆକ୍ରମଣ: ୪୦୦ ମୃତ

March 17, 2026

ଜାତୀୟ ଓ ଓଡ଼ିଶା ରାଜ୍ୟ ମହିଳା ଆୟୋଗଙ୍କ ମିଳିତ ଜନଶୁଣାଣୀ ଶିବିର

March 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.