Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚିଲିକା: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନାର ଜନଶୁଣାଣୀ
ଆଞ୍ଚଳିକ

ଚିଲିକା: ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନାର ଜନଶୁଣାଣୀ

August 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚିଲିକା (ସୀତାରାମ ଅଗ୍ରୱାଲ): ବୁଧବାର ଅପରାହ୍ନ ୨.୩୦ ଟାରେ ଖୋର୍ଦ୍ଧା ଜିଲ୍ଲା ଚିଲିକା ବ୍ଲକ ସଭା ଗୃହରେ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିନ୍ତ କର୍ମ ନିଯୁକ୍ତି ଯୋଜନାର ଜନଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ଏଡିଏମ ସଭାପତିତ୍ଵ କରିଥିଲେ। ତତ୍ ସହିତ ବିଡିଓ, ଏଇଇ, ଡିଏସଏ, ଏପିଓ ଏବଂ ପଞ୍ଚାୟତର ସମସ୍ତ ଷ୍ଟାଫ, ସରପଞ୍ଚ ମାନେ ଉପସ୍ଥିତ ଥିଲେ।

କିପରି କେସ ରେକର୍ଡ ଗୁଡ଼ିକର ଠିକ ପରିଚାଳନା, ଗ୍ରାମ ସଭାକୁ ସୁନିଶ୍ଚିତ କରାଇବା, ପ୍ରକଳ୍ପ ଗୁଡ଼ିକୁ ସମୟରେ ସମାପ୍ତ କରିବା ଉପରେ ଏଡିଏମ (G) ନିର୍ଦ୍ଦେଶ ଦେଇଥିଲେ। ଏହା ସହିତ ଯୋଗ୍ୟ ହିତାଧିକାରୀକୁ କିପରି କାମ ଦିଆଯାଇପାରିବ ତାହା ଉପରେ ମତବ୍ୟକ୍ତ କରିଥିଲେ।

୨୦୨୩-୨୪ ଆର୍ଥିକ ବର୍ଷର ଦ୍ୱିତୀୟ ପର୍ଯ୍ୟାୟରେ କାମ କରାଯାଇଥିବା ପ୍ରକଳ୍ପର ଜନଶୁଣାଣୀ କରାଯାଇଥିଲା। ଏହି ବର୍ଷ ମୋଟ ଶ୍ରମ ଅଟକଳ ୧,୮୧,୧୧୧ ଶ୍ରମ ଦିବସ ସୃଷ୍ଟି ପାଇଁ ଥିବା ବେଳେ ଚିଲିକା ବ୍ଲକ ରେ ୨୦୪୩୬୫ ଶ୍ରମ ଦିବସ ସୃଷ୍ଟି କରି ପାରିଥିଲା ଓ ୪୨୬ ଟି ପରିବାର ୧୦୦ ଦିନ ର କାର୍ଯ୍ୟ ସମ୍ପୂର୍ଣ୍ଣ କରିଥିଲେ। ପରିଶେଷରେ BDO ଚିଲିକା ଧନ୍ୟବାଦ୍ ଦେଇ ସଭା ସମାପ୍ତ କରିଥିଲେ।

ଖୋର୍ଦ୍ଧା ଚିଲିକା ବ୍ଲକ ମନରେଗା
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ବ୍ଲକ ପରିସରରେ ମିଳିତ ଜନଶୁଣାଣି ଶିବିର

July 13, 2026

ଦିବଙ୍ଗତ କବି ସଂଗ୍ରାମ କେଶରୀ ସାହୁଙ୍କ ଦ୍ଵାଦଶାହ ଶ୍ରଦ୍ଧାଞ୍ଜଳି ସଭା

July 11, 2026

OBCC Tender: ଖୋର୍ଦ୍ଧା ଜିଲ୍ଲାର ପାଞ୍ଚଟି ଗୋଦାବରୀଶ ଆଦର୍ଶ ପ୍ରାଥମିକ ବିଦ୍ୟାଳୟ ପାଇଁ ବାହାରିଲା ଟେଣ୍ଡର

July 11, 2026

ବାଣପୁରରେ ଏବିଭିପିର ୭୮ ତମ ପ୍ରତିଷ୍ଠା ଦିବସ ପାଳନ

July 9, 2026
Latest News

ଜିଓହୋମ୍ ଟିଭି ପ୍ୟାକ୍ ଶୁଭାରମ୍ଭ; ମାସିକ ମାତ୍ର ୪୦୦ ଟଙ୍କାରେ ୧,୦୦୦+ ଲାଇଭ୍ ଟିଭି ଚ୍ୟାନେଲ୍

July 15, 2026

ଓଡ଼ିଶାରେ ବଢୁଥିବା ସଡ଼କ ଦୁର୍ଘଟଣା ଓ ମୃତ୍ୟୁହାରକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଚିଠି ଲେଖିଲେ ସାଂସଦ

July 15, 2026

ବାଙ୍କିପୁର ଉପନିର୍ବାଚନର ବିଜେପି ପ୍ରାର୍ଥୀଙ୍କ ବିରୋଧରେ କୋର୍ଟ ଯିବ ଆରଜେଡି: ବାତିଲ ହେବ କି ନାମାଙ୍କନ?

July 15, 2026

ଦ୍ୱିତୀୟ ଦିନିକିଆ ଖେଳିବେ ନାହିଁ କୋହଲି ଏବଂ ରୋହିତ?: ଭିନ୍ନ ଭିନ୍ନ କମ୍ବିନେସନ ଉପରେ କହିଲେ ଗିଲ୍

July 15, 2026

ଏବେ ୟୁକେରେ ଏହି ଫସଲକୁ ଟିକସମୁକ୍ତ ବିକ୍ରୟ କରିପାରିବେ ଚାଷୀ: ଜାଣନ୍ତୁ ତାଲିକା

July 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.