Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଦେଶିମଦ ସହ ତିନି ଗିରଫ, ମୋଟର ସାଇକେଲ ଜବତ
ଆଞ୍ଚଳିକ

ଦେଶିମଦ ସହ ତିନି ଗିରଫ, ମୋଟର ସାଇକେଲ ଜବତ

September 4, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ବାଣପୁର ଅଂଚଳର ବିଭିନ୍ନ ସ୍ଥାନରେ ଅବକାରୀ ବିଭାଗ ଚଢ଼ାଉ କରି ୯୦ ଲିଟର ଦେଶୀମଦ ଜବତ କରିବା ସହ ତିନିଜଣଙ୍କୁ ଗିରଫ କରିଛି। ଖବର ମୁତାବକ ଅବକାରୀ ମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ବାଣପୁର ଅଂଚଳରେ ଅବକାରୀ ବିଭାଗ ତପ୍ତର ହୋଇଛି।

ମଙ୍ଗଳବାର ଅବକାରୀ ଅଧିକାରୀ ସ୍ମିତା ପଣ୍ଡାଙ୍କ ନେତୃତ୍ୱରେ ବାଣପୁର ଅଂଚଳରେ ଚଢ଼ାଉ କରି ଝିଣ୍ଟିକାପଲ୍ଲୀ ଅଂଚଳର ନାରାୟଣ ସାହୁଙ୍କ ନିକଟରୁ ୪୦ଲିଟର, କନ୍ଧ ପୁଞ୍ଜିଆମା ଗ୍ରାମର କାର୍ତ୍ତିକ ଦାସଙ୍କ ନିକଟରୁ ୨୫ଲିଟର ଏବଂ ସରନଈ ସଞ୍ଜୟ ନାୟକଙ୍କ ଠାରୁ ୨୫ଲିଟର ଦେଶୀମଦ ସହ ଏକ ମୋଟର ସାଇକେଲ ଜବତ କରିଛି।

ଉପରୋକ୍ତ ତିନିଜଣ ଅଭିଯୁକ୍ତଙ୍କୁ ଗିରଫ କରି ବାଣପୁର କୋର୍ଟ ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ତେବେ ବାଣପୁର ଅଂଚଳରୁ ସମ୍ପୂର୍ଣ୍ଣ ଚୋରାମଦ ବନ୍ଦ କରିବାକୁ ସାଧାରଣ ଲୋକ ଦୃଢ ଦାବି କରିଛନ୍ତି।

ତିନି ଗିରଫ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026

ଶକ୍ତିପୀଠରେ ଗହ୍ମା ପର୍ବ: ମା’ ଭଗବତୀଙ୍କ ‘ଗହ୍ମାଡ଼ିଆଁ’ ନୀତି ନିଆରା ପରମ୍ପରା

August 29, 2026

ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟଠାରେ ସଂସ୍କୃତ ଶିକ୍ଷଣ କେନ୍ଦ୍ର ଉଦଘାଟିତ୍

August 28, 2026
Latest News

ଦିବ୍ୟାଙ୍ଗଙ୍କ ସମ୍ମାନାର୍ଥେ ‘ଆମକୁ କରନା ଥଟ୍ଟା ମଜା’ କାର୍ଯ୍ୟକ୍ରମ ଆୟୋଜିତ

August 30, 2026

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟରେ ବୁହାହେଲେ ଅସୁସ୍ଥ ମହିଳା

August 30, 2026

ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ: ସମନ୍ୱୟ ସମିତି

August 30, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ‘ପ୍ରୟାସ’ ବୈଠକ

August 30, 2026

ଭାରତଠାରୁ ୧୦ ଲକ୍ଷ ବ୍ୟାରେଲ ତେଲ ଆମଦାନୀ କଲା ରୁଷ: ଜାଣନ୍ତୁ କାରଣ

August 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.