Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»କୁଜଙ୍ଗ: ସେଣ୍ଟ ଜାଭିଅର ସ୍କୁଲ ଛାତ୍ରୀଛାତ୍ରମାନଙ୍କ ଦ୍ଵାରା ମଞ୍ଚସ୍ଥ ହେଲା ନାଟକ ‘ଦେଲୁ ମୋତେ ମହାଶିକ୍ଷା’
ଆଞ୍ଚଳିକ

କୁଜଙ୍ଗ: ସେଣ୍ଟ ଜାଭିଅର ସ୍କୁଲ ଛାତ୍ରୀଛାତ୍ରମାନଙ୍କ ଦ୍ଵାରା ମଞ୍ଚସ୍ଥ ହେଲା ନାଟକ ‘ଦେଲୁ ମୋତେ ମହାଶିକ୍ଷା’

September 5, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

କୁଜଙ୍ଗ: ପବିତ୍ର ଗୁରୁ ଦିବସ ଅବସରରେ ଗୁରୁବାର କୁଜଙ୍ଗ ସ୍ଥିତ ନ୍ୟାସନାଲ ସ୍କୁଲ ପରିସରରେ ନ୍ୟାସନାଲ ସ୍କୁଲ ଓ ସେଣ୍ଟ ଜାଭିଅର ଇଣ୍ଟରନେସନାଲ ସ୍କୁଲ ଛାତ୍ରୀଛାତ୍ରମାନଙ୍କ ଦ୍ୱାରା ନାଟକ ଦେଲୁ ମୋତେ ମହାଶିକ୍ଷା ମଞ୍ଚସ୍ଥ ହୋଇ ଯାଇଛି। ନାଟକରେ ପୂଜାରାଣୀ ତ୍ରିପାଠୀ, ନଜମିନ ଅକତର, ଶ୍ରୀପର୍ଣ୍ଣା ସୁତାର, ପ୍ରିୟଙ୍କା ଦାସ ଓ ଲକ୍ଷ୍ମୀପ୍ରିୟା ବେଉରା ପ୍ରମୁଖ ପିଲାଙ୍କ ଚମତ୍କାର ଅଭିନୟ ବେଶ ମନ ମୋହିଥିଲା।

ଶିକ୍ଷୟତ୍ରୀ ମୁଗ୍ଧାମୟୀ ରାଉତ ନାଟକ ରଚନା କରିଥିଲେ ଓ ନିର୍ଦ୍ଦେଶନା ମଧ୍ୟ ଦେଇଥିଲେ।  ଆୟୋଜିତ ଗୁରୁଦିବସ ଉତ୍ସବରେ ସ୍କୁଲ ଅଧ୍ୟକ୍ଷା ପ୍ରମିଳା ନନ୍ଦ ସଭାପତିତ୍ୱ କରିଥିଲେ।

ମୁଖ୍ୟଅତିଥି ଭାବେ ଡକ୍ଟର ରଘୁନାଥ ସାହୁ, ସମ୍ମାନିତ ଅତିଥି ଭାବେ ସେଣ୍ଟ ଜାଭିଅର ଇଣ୍ଟରନେସନାଲ ସ୍କୁଲ ପ୍ରିନସିପାଲ ସୁଧାକର ବିଶ୍ୱାଳ, ଶିକ୍ଷାବିତ ମହେଶ୍ୱର ମଲିକ, ଶୁଭେନ୍ଦୁ ନାରାୟଣ ଖଟୁଆ ଓ ସଞ୍ଜୟ ଓଝା ପ୍ରମୁଖ ଯୋଗଦେଇ ବକ୍ତବ୍ୟ ରଖିଥିଲେ।

ଶିକ୍ଷକ, ସରୋଜିନୀ ସାହୁ, ସରୋଜ ପରିଜା, ମମତା ତ୍ରିପାଠୀ, ପ୍ରକାଶ ସ୍ୱାଇଁ, ପବିତ୍ର ନାୟକ ଓ ରିଙ୍କୁ ପଲେଇ, କାହ୍ନା ବେହେରା ଓ ରତିକାନ୍ତ ମହାନ୍ତି ପ୍ରମୁଖ ଉତ୍ସବ ପରିଚାଳନା କରିଥିଲେ। ଛାତ୍ରଛାତ୍ରୀ ମାନେ ଗୁରୁ ବନ୍ଦନା ଓ ବକ୍ତୃତା ପ୍ରତିଯୋଗିତାରେ ଭାଗ ନେଇଥିଲେ।

କୁଜଙ୍ଗ ଗୁରୁ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଭଲ ଅମଳ ପାଇଁ ମା’ଙ୍କ ନିକଟରୁ ଆଜ୍ଞାମାଳ ଗ୍ରହଣ କଲେ ଶତାଧିକ କୃଷକ

September 14, 2026

ରଣପୁରରେ ଧୁମଧାମରେ ୭୭ତମ ବିଘ୍ନ ବିନାୟକ ଶ୍ରୀଗଣେଶ ପୂଜା ମହୋତ୍ସବ

September 14, 2026

କୁକୁଡାଖଣ୍ଡି ବ୍ଲକରେ ତୃତୀୟ ମାସିକ କ୍ଲଷ୍ଟର ବୈଠକ

September 12, 2026

ବାଣପୁର: ବ୍ଲକ ସ୍ତରୀୟ ଇଣ୍ଡୋର ସ୍ପୋର୍ଟ୍ସ ଉଦଯାପିତ

September 9, 2026
Latest News

ଭାରତକୁ UNSCରେ ସ୍ଥାୟୀ ସ୍ଥାନ କାହିଁକି ମିଳିବା ଉଚିତ?: ଜାଣନ୍ତୁ ୫ ଟି ବଡ଼ କାରଣ

September 16, 2026

ଡିସେମ୍ବର ୪ରେ ରିଙ୍କୁ ସିଂହ ଓ ସାଂସଦ ପ୍ରିୟା ସରୋଜଙ୍କ ବିବାହ

September 16, 2026

ଘୋଡ଼ାହାଡ଼ ନଦୀରେ ଗଣେଶ ମୂର୍ତ୍ତି ବିସର୍ଜନ ବେଳେ ବୁଡ଼ି ୨ ନାବାଳକ ଛାତ୍ରଙ୍କ ମୃତ୍ୟୁ

September 16, 2026

ଭାରତ ସହିତ ବାଣିଜ୍ୟ ଚୁକ୍ତିକୁ ମଞ୍ଜୁରୀ ଦେଲା ନ୍ୟୁଜିଲ୍ୟାଣ୍ଡ: ୯୫% ରପ୍ତାନି ଉପରେ ଉଚ୍ଛେଦ ହେବ ଶୁଳ୍କ!

September 16, 2026

UPI ଶୁଳ୍କ ଲାଗୁ କରିବାର ନିଷ୍ପତ୍ତି ଉପରେ କ୍ଷୁବ୍ଧ ମନ୍ତ୍ରୀ ସଞ୍ଜୟ ନିଷାଦ: ନିଜ ସରକାରଙ୍କୁ କଲେ ପ୍ରଶ୍ନ

September 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.