Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ବିଷାକ୍ତ ଜୀବ କାମୁଡ଼ି ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ
ଆଞ୍ଚଳିକ

ବାଣପୁର: ବିଷାକ୍ତ ଜୀବ କାମୁଡ଼ି ନବମ ଶ୍ରେଣୀ ଛାତ୍ରଙ୍କ ମୃତ୍ୟୁ

September 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ବାଣପୁର ଥାନା ଅନ୍ତର୍ଗତ ବେତୁଲି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ରାତିରେ ଶୋଇଥିବା ବେଳେ ଜଣେ ନବମ ଶ୍ରେଣୀ ଛାତ୍ରଙ୍କୁ କୌଣସି ଏକ ବିଷାକ୍ତ ଜୀବ କାମୁଡି ଦେଇଛି। ଯାହାଫଳରେ ତାଙ୍କର ମୃତ୍ୟୁ ଘଟିଛି।

ଛାତ୍ର ଜଣକ ବେତୁଲି ଗ୍ରାମର ପାଣ୍ଡଵ ସ୍ୱାଇଁଙ୍କ ପୁତ୍ର ତ୍ରୈଲୋକ୍ୟ ସ୍ୱାଇଁ ବୋଲି ଜଣାପଡିଥିବା ବେଳେ ସେ ବାଣପୁର ସରସ୍ବତୀ ଶିଶୁ ମନ୍ଦିରରେ ନବମ ଶ୍ରେଣୀର ଛାତ୍ର ଅଟେ। ଗତକାଲି ରାତିରେ ବିଷାକ୍ତ ଜୀବ କାମୁଡ଼ିଥିବା ପରିବାର ଲୋକ କହିଥିବା ବେଳେ ଛାତ୍ର ଜଣଙ୍କର ଜଙ୍ଘରେ କାମୁଡ଼ା ଦାଗ ଥିବା ଜଣାପଡିଛି।

ତେବେ ସକାଳେ ତାଙ୍କୁ ଭୁବନେଶ୍ୱର ସ୍ଥାନାନ୍ତର କରିଥିବା ବେଳେ ରାସ୍ତାରେ ସେ ମୃତ୍ୟୁ ବରଣ କରିଛନ୍ତି। ମୃତ୍ୟୁ ଖବର ପାଇବା ପରେ ସ୍କୁଲରେ ଶୋକ ସଭା କରାଯାଇ ଅଧାରୁ ବିଦ୍ୟାଳୟ ବନ୍ଦ କରିଦିଆଯାଇଥିଲା। ସେପଟେ ମୃତଦେହ ପହଁଚିଲା ପରେ ଗ୍ରାମରେ ଶୋକକୁଳ ପରିବେଶ ସୃଷ୍ଟି ହୋଇଛି। ଛାତ୍ର ଜଣଙ୍କର ବାପା ଦୀର୍ଘ ବର୍ଷ ଧରି ବିଦେଶରେ ଥିବାବେଳେ ତ୍ରୈଲୋକ୍ୟ ତାଙ୍କର ଏକମାତ୍ର ପୁଅଥିଲେ।

ସରପଞ୍ଚ ସାବିତ୍ରୀ ଭୋଳ ପହଂଚି ପରିବାରକୁ ସାନ୍ତ୍ୱନା ପ୍ରଦାନ କରିଛନ୍ତି।

banpur
Share. Facebook Twitter LinkedIn Email WhatsApp Copy Link

Related Posts

ରଣପୁର ବ୍ଲକରେ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଣପୁର ଓ ବାଲୁଗାଁରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ଶ୍ରୀ ମହିଳା ସଂଘ ପକ୍ଷରୁ ଆନ୍ତର୍ଜାତୀୟ ଯୋଗ ଦିବସ ପାଳିତ

June 21, 2026

ବାଲୁଗାଁ ମହାବିଦ୍ୟାଳୟ ପରିସରରେ ସ୍ୱଚ୍ଛତା ଅଭିଯାନ ଓ ବୃକ୍ଷରୋପଣ କାର୍ଯ୍ୟକ୍ରମ

June 20, 2026
Latest News

କେବେ ପ୍ରକାଶ ପାଇବ CBSE ଫଳାଫଳ: ବଡ଼ ସୂଚନା ଦେଲେ ଧର୍ମେନ୍ଦ୍ର ପ୍ରଧାନ

June 22, 2026

ଚାକିରି ପାଇଁ ଯୋଗ ବାଧ୍ୟତାମୂଳକ!: HSSC ଏବଂ HPSC ପରୀକ୍ଷାରେ ବଡ଼ ହେବ ପରିବର୍ତ୍ତନ

June 22, 2026

ଭାରତ ପାଇଁ ବଢିଲା ଟି-୨୦ ବିଶ୍ୱକପ୍ ରୁ ବାଦ ପଡ଼ିବାର ଆଶଙ୍କା: ବୁଝନ୍ତୁ ସମ୍ପୂର୍ଣ୍ଣ ସମୀକରଣ

June 22, 2026

ବିଜେଡିକୁ ବଡ଼ ଝଟକା: କ୍ରସ୍ ଭୋଟିଂ ମାମଲାରେ ୮ ବିଧାୟକଙ୍କ ବିରୋଧରେ ଅଯୋଗ୍ୟତା ଆବେଦନ ଖାରଜ

June 22, 2026

ଉଦ୍ଧବ ଠାକରେଙ୍କୁ ବଡ଼ ଝଟକା!: ବିଜେପିରେ ଯୋଗ ଦେଲେ ୫୦ ରୁ ଅଧିକ ପଦାଧିକାରୀ

June 22, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.