Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରୁ ୪୨୦ ଲିଟର ଦେଶୀମଦ ଓ ୪.୮ କେଜି ଗଞ୍ଜେଇ ଜବତ, ଦୁଇ ଗିରଫ
ଆଞ୍ଚଳିକ

ବାଣପୁରରୁ ୪୨୦ ଲିଟର ଦେଶୀମଦ ଓ ୪.୮ କେଜି ଗଞ୍ଜେଇ ଜବତ, ଦୁଇ ଗିରଫ

September 11, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ବୁଧବାର ପୂର୍ବାହ୍ନରେ ଅବକାରୀ କମିଶନର ନରସିଂହ ଭୋଳ ଓ ଖୋର୍ଦ୍ଧା ଜିଲ୍ଲା ଅବକାରୀ ଅଧିକ୍ଷକ ସୁମତି ତ୍ରିପାଠୀଙ୍କ ନିର୍ଦ୍ଦେଶକ୍ରମେ ବାଣପୁର ଥାନା ଅନ୍ତର୍ଗତ କୋଷରଡ଼ା ଜଙ୍ଗଲ ଅଞ୍ଚଳରୁ ୬୨୦୦ ଲିଟର ମହୁଲ ପୋଚ ନଷ୍ଟ କରାଯିବାସହ ୪୨୦ ଲିଟର ଦେଶୀମଦ ଜବତ କରାଯାଇଛି। ଅନୁରୂପ ଭାବେ ଅଲାଇଡ଼ିହ ଛକ ନିକଟରୁ ୪.୮ କେଜି ଗଞ୍ଜେଇ ଜବତ କରିବାସହ ଦୁଇ ଜଣ ଅଭିଯୁକ୍ତକୁ ଗିରଫ କରିଛି ବାଲୁଗାଁ ଅବକାରୀ ବିଭାଗ।

ଅଭିଯୁକ୍ତ ଦ୍ବୟ ହେଲେ ବାସୁଦେବ ପ୍ରଧାନ ଓ ଶୁଭେନ୍ଦୁ ଜେନା। ଅଭିଯୁକ୍ତଙ୍କ ବିରୁଦ୍ଧରେ କେଶ ନଂ ୧୩୦/୨୪ ରେ ମାମଲା ରୁଜୁ କରି କୋର୍ଟ ଚାଲାଣ କରାଯାଇଥିବା ଅବକାରୀ ଅଧିକାରିଣୀ ସ୍ମିତା ପଣ୍ଡା କହିଛନ୍ତି।

ଉକ୍ତ ଚଢ଼ାଉରେ ଜିଲ୍ଲା ମୋବାଇଲ ୟୁନିଟ ଅଧିକାରୀ ଥ୍ରାପା ମାରାଣ୍ଡି, ଖୋର୍ଦ୍ଧା ରେଞ୍ଜ ଅବକାରୀ ଅଧିକାରିଣୀ ତପସ୍ୱିନୀ ବରାଳ, ଏପିଆର ଫୋର୍ସ, ବାଣପୁର ପୋଲିସ ଏବଂ ବାଲୁଗାଁ ଅବକାରୀ ଅଧିକାରିଣୀ ସ୍ମିତା ପଣ୍ଡା ଓ ଟିମ ସାମିଲ ଥିଲେ।

ଗଞ୍ଜେଇ ଜବତ ଦୁଇ ଗିରଫ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026

ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସାତସମାରେ ସ୍ୱଚ୍ଛତା ପକ୍ଷ ପାଳିତ

September 23, 2026

୩ କିଲୋମିଟର ଭାରରେ ବୋହିବା ପରେ ଆମ୍ବୁଲାନ୍ସରେ ଜନ୍ମ ନେଲା ଶିଶୁକନ୍ୟା

September 22, 2026

ବ୍ରହ୍ମପୁର ବ୍ୟାଙ୍କ କଲୋନୀ ଉନ୍ନୟନ କମିଟି ବୈଠକ

September 21, 2026
Latest News

ଖୋର୍ଦ୍ଧା ଜିଲ୍ଲାପାଳଙ୍କୁ ଭେଟିଲେ ରାଜ୍ୟସ୍ତରୀୟ ବରିଷ୍ଠ ନାଗରିକ ମହାସଙ୍ଘର ସଦସ୍ୟ

September 24, 2026

କୁଆଖାଇ ନଦୀକୁ ଡେଇଁ ଯୁବକ ନିଖୋଜ

September 24, 2026

ସମ୍ବଲପୁରରେ ନକଲି ସିମ୍‌ କାରବାର ଠାବ: ୩ ଅଭିଯୁକ୍ତ ଗିରଫ

September 24, 2026

ଜିଲ୍ଲାପାଳଙ୍କ ଘୋଷଣା: ପ୍ରଥମ ଥର ପାଇଁ ସିଧା ପ୍ରସାରଣ ହେବ କଟକ ଦଶହରା ଭସାଣି

September 24, 2026

ବିଜେଡି ବିଧାୟକଙ୍କ ସଭ୍ୟପଦ ରଦ୍ଦ ମାମଲା: ବାଚସ୍ପତି ଓ ବିଧାନସଭା ସଚିବଙ୍କୁ ହାଇକୋର୍ଟଙ୍କ ନୋଟିସ୍, ୨୯ରେ ପରବର୍ତ୍ତୀ ଶୁଣାଣି

September 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.