Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନାର ପ୍ରବର୍ତ୍ତନ ଉତ୍ସବ
ଆଞ୍ଚଳିକ

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନାର ପ୍ରବର୍ତ୍ତନ ଉତ୍ସବ

September 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା ଏହାର ନୂତନ ସ୍ବେଛାସେବୀମାନଙ୍କ ପାଇଁ ଏକ ପ୍ରବର୍ତ୍ତନ କାର୍ଯକ୍ରମ ଆୟୋଜନ କରିଛି।ଚଳିତ ବର୍ଷ ଡିଗ୍ରୀ ସ୍ତରରେ ଅଧ୍ୟାପିକା ଲକ୍ଷ୍ମୀ ପ୍ରିୟା ପଲେଇ ଓ ଉଚ୍ଚମାଧ୍ୟମିକ ସ୍ତରରେ ଅଧ୍ୟାପକ ଜୟନ୍ତ କୁମାର ବିହାରୀ କ୍ରାର୍ଯ୍ୟକ୍ରମ୍ ଅଧିକାରୀ ଭାବରେ ଦାୟିତ୍ଵ ବହନ କରିବାପରେ ଏହାର ପୁନର୍ବିନ୍ୟାସ କରିବା ପାଇଁ ଉଦ୍ୟମ କରିଛନ୍ତି।

ଆଜି ଛାତ୍ରଛାତ୍ରୀ ମାନଙ୍କ ନିମନ୍ତେ ଆୟୋଜିତ ଏହି ଉତ୍ସବରେ ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତା ସଭାପତିତ୍ବ କରି ଚରିତ୍ର ଗଠନ ଓ ରାଷ୍ଟ୍ର ନିର୍ମାଣ ଉଭୟ ପାଇଁ ଛାତ୍ର ଛାତ୍ରୀ ମାନଙ୍କୁ ଏହି ଯୋଜନା ମାଧ୍ୟମରେ ସେବା କରିବା ପାଇଁ ଉପଦେଶ ଦେଇଥିଲେ।

ମହାବିଦ୍ୟାଳୟର ପ୍ରଶାସନିକ ଅଧିକାରୀ ଡ ଶୁର ପ୍ରତାପ ନରେନ୍ଦ୍ର ସିଂ ବର୍ମା,ସହ ଅଧିକାରୀ ଡ ସୁଜାତା ମିଶ୍ର, ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଭାରପ୍ରାପ୍ତ ଅଧ୍ୟକ୍ଷ ଲକ୍ଷ୍ମୀ ପ୍ରସାଦ ମିଶ୍ର ଯୋଗଦେଇ ସ୍ୱେଚ୍ଛାସେବୀ ମାନଙ୍କୁ ସେବା ମାଧ୍ୟମରେ ସମାଜ ଗଠନ ଓ ବିକାଶ ନିମନ୍ତେ ଉପଦେଶ ଦେଇଥିଲେ।

ଉଭୟ ପ୍ରୋଗ୍ରାମ ଅଫିସରଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ସମ୍ପାଦିତ ଏହି କାର୍ଯ୍ୟକ୍ରମର ଦିତୀୟ ଭାଗରେ ସ୍ୱେଚ୍ଛସେଵୀ ମାନଙ୍କୁ power point ମାଧ୍ୟମରେ ଯୋଜନାର ବିଭିନ୍ନ କାର୍ଯ୍ୟାବଳୀ ସମ୍ପର୍କରେ ସୂଚନା ପ୍ରଦାନ କରାଯାଇ ସୁଯୋଗ ପାଇଲେ ଏଗୁଡ଼ିକୁ ପାଳନ କରିବାପାଇଁ ପ୍ରଶିକ୍ଷଣ ଦିଆଯାଇଥିଲା।

ପରିଶେଷରେ ଯୋଜନା ଅଧିକାରୀ ଶ୍ରୀ ଜୟନ୍ତ କୁମାର ବିହାରୀ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।

ଗୋଦାବରୀଶ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ମାତ୍ର ₹୨୦ରେ ସ୍ୱାଦଯୁକ୍ତ କ୍ଷୀର, ତାମିଲନାଡୁରେ ଲଞ୍ଚ କଲା ରିଲାଏନ୍ସ

October 15, 2026

ସିଏସ୍ଆଇଆର୍-ଆଇଏମ୍ଏମଟିରେ “୮୫ ତମ ସିଏସ୍ଆଇଆର୍ ପ୍ରତିଷ୍ଠା ଦିବସ” ପାଳିତ

October 15, 2026

ଇଣ୍ଡିଆସ୍କିଲ୍ସ ୨୦୨୬-୨୭ ପଞ୍ଜୀକରଣ ଅବଧି ଅକ୍ଟୋବର ୧୯ ପର୍ଯ୍ୟନ୍ତ ବୃଦ୍ଧି

October 15, 2026

ରେଳ କର୍ମଚାରୀଙ୍କ ପାଇଁ ୭୮ ଦିନର ଉତ୍ପାଦକତା ଆଧାରିତ ବୋନସ ମଞ୍ଜୁର କଲା କେନ୍ଦ୍ର କ୍ୟାବିନେଟ

October 15, 2026

ଆଜି ଅକ୍ଟୋବର ୧୫ ତାରିଖରେ ଏହି ତିନୋଟି ରାଶିର ବ୍ୟକ୍ତି ହେବେ ଭାଗ୍ୟଶାଳୀ

October 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.