Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚ଼ିଲିକା: ଭାଜପା ବୁଥ୍ ସ୍ତରୀୟ ସଦସ୍ୟତା ଅଭିଯାନ କର୍ମଶାଳା
ଆଞ୍ଚଳିକ

ଚ଼ିଲିକା: ଭାଜପା ବୁଥ୍ ସ୍ତରୀୟ ସଦସ୍ୟତା ଅଭିଯାନ କର୍ମଶାଳା

September 12, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ଚ଼ିଲିକା (ସୀତାରାମ ଅଗ୍ରୱାଲ): ଆଜି ଗମ୍ଭାରୀମୁଣ୍ଡା ଠାରେ ଚ଼ିଲିକା ନିର୍ବାଚ଼ନ ମଣ୍ଡଳୀ‌‌ ସ୍ଥିତ ସିଦ୍ଧେଶ୍ବରୀ ମଣ୍ଡଳ ଅନ୍ତର୍ଗତ ଆୟତପୁର, ଦେଓଗାଁ, ଗମ୍ଭାରୀମୁଣ୍ଡା, ତୋରସିଂହ, କୁଲେଇ, ନାଚୁଣୀ ଓ ମୋରାମୋରୀ‌ ପଞ୍ଚାୟତ ର ସମସ୍ତ ବୁଥ୍ ସଭାପତି ମାନଙ୍କୁ ନେଇ ସଦସ୍ୟତା ଗ୍ରହଣ ଅଭିଯାନ ବୈଠକ ଅନୁଷ୍ଠିତ ହୋଇଥିଲା।

ଏହି ବୈଠକରେ ଜିଲ୍ଲା ଭାଜପା ସାଧାରଣ ସମ୍ପାଦକ ଦୁଷ୍ମନ୍ତ ହରିଚ଼ନ୍ଦନ, ବରିଷ୍ଠ ନେତା ଗୋଲକ ବିହାରୀ ପଟ୍ଟନାୟକ,ମଣ୍ଡଳ ସଭାପତି ସୌମ୍ୟରଞ୍ଜନ ସାମନ୍ତରାୟ, ବରିଷ୍ଠ ନେତା ରମେଶ ଚ଼ନ୍ଦ୍ର ସାମନ୍ତସିଂହାର, ମଣ୍ଡଳ ସାଧାରଣ ସମ୍ପାଦକ ତପନ ପ୍ରଧାନ, ପ୍ରଭାଶିଷ ପ୍ରଧାନ, ଗମ୍ଭାରୀମୁଣ୍ଡା ପଞ୍ଚାୟତର‌ ସମିତିସଭ୍ୟା‌ ଅନିତା ପ୍ରଧାନ, ମୋରାମୋରୀ ସରପଞ୍ଚ ବସନ୍ତ ମାଳି, ନାଚୁଣୀ ପଞ୍ଚାୟତ ଭାଜପା ସଭାପତି ଦୟାନିଧି ପଲାଇ, ଦେଓଗାଁ ପଞ୍ଚାୟତ ସଭାପତି ସୁରେଶ ବିଷୋୟୀ, ଆୟତପୁର ପଞ୍ଚାୟତ ସଭାପତି ଦୀପ୍ତିରଞ୍ଜନ ଦାସ, ବରିଷ୍ଠ କାର୍ଯ୍ୟକର୍ତ୍ତା ଦେବେନ୍ଦ୍ର ହରିଚ଼ନ୍ଦନ, ସିଦ୍ଧେଶ୍ୱର ସୁବୁଦ୍ଧି, ମନୋଜ ପ୍ରଧାନ ପ୍ରମୁଖ ଯୋଗଦେଇ ସମସ୍ତ ଦେବଦୁଲ୍ଲର୍ଭ କାର୍ଯ୍ୟକର୍ତ୍ତାଙ୍କୁ ନୂତନ ସଦସ୍ୟତା ଗ୍ରହଣ ଅଭିଯାନ ସମ୍ପର୍କରେ ମାର୍ଗଦର୍ଶନ କରାଇବା ସହ ସଂଗଠନର ଆତ୍ମା ସଦସ୍ୟତା ବୋଲି ମତପ୍ରକାଶ କରିବା ସହ ବିକଶିତ ଓଡ଼ିଶା ଓ ବିକଶିତ ଭାରତ ଗଠନ ନିମନ୍ତେ ରାଷ୍ଟ୍ରବାଦୀ ତଥା ଜାତୀୟତାବାଦୀ ଦଳ ଭାରତୀୟ ଜନତା ପାର୍ଟି ପରିବାରରେ ଅଧିକରୁ ଅଧିକ‌ ସଦସ୍ୟତା କରାଇବା ପାଇଁ କାର୍ଯ୍ୟକର୍ତ୍ତା ମାନଙ୍କୁ କହିଥିଲେ।

ଚିଲିକା ଭାଜପା
Share. Facebook Twitter LinkedIn Email WhatsApp Copy Link

Related Posts

ଚିଲିକାକୁ ବିଶ୍ୱସ୍ତରୀୟ ପର୍ଯ୍ୟଟନ କ୍ଷେତ୍ର ଭାବେ ଗଢ଼ିବା ଲକ୍ଷ୍ୟ: ବିସ୍ତୃତ ଆଲୋଚନା କଲେ ଆଇନ ମନ୍ତ୍ରୀ

July 31, 2026

ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ

July 28, 2026

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026
Latest News

କେବଳ ୬ ଖେଳାଳି ନିଶ୍ଚିତ!: ୨୦୨୭ ବିଶ୍ୱକପ ପାଇଁ ଟିମ୍ ଇଣ୍ଡିଆରେ ମିଳିବ ସୁଯୋଗ

July 31, 2026

‘ଖେଲୋ ଇଣ୍ଡିଆ’: ଜାତୀୟ କ୍ରୀଡ଼ା ମହାସଂଘଗୁଡ଼ିକ ପାଇଁ ବର୍ଦ୍ଧିତ ସହାୟତାକୁ କ୍ୟାବିନେଟ୍ ମଞ୍ଜୁରୀ

July 31, 2026

ରାଜସ୍ବ ମନ୍ତ୍ରୀଙ୍କ ବନ୍ୟା ସମୀକ୍ଷା: ଚାଷୀଙ୍କୁ ମିଳିବ କୃଷି ଓ ରାଜସ୍ୱ ବିଭାଗର ମିଳିତ ପ୍ୟାକେଜ୍

July 31, 2026

୮୪,୦୮୪ କୋଟିର ବ୍ୟୟ ଅଟକଳ ସହ ‘ସମୁଦ୍ର ମନ୍ଥନ’ କୁ କ୍ୟାବିନେଟ ମଞ୍ଜୁରି

July 31, 2026

ପ୍ରଧାନମନ୍ତ୍ରୀଙ୍କ ବିରୋଧରେ ଅଶାଳୀନ ମନ୍ତବ୍ୟ ମାମଲା: କ୍ଷମା ମାଗିଲେ ନାବାଳିକା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.