Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରରେ ରାଷ୍ଟ୍ରୀୟ ଲୋକ ଅଦାଲତ, ୧୧୭ ମାମଲାର ହେଲା ଫଇସଲା
ଆଞ୍ଚଳିକ

ବାଣପୁରରେ ରାଷ୍ଟ୍ରୀୟ ଲୋକ ଅଦାଲତ, ୧୧୭ ମାମଲାର ହେଲା ଫଇସଲା

September 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ବାଣପୁର ତାଲୁକ ଆଇନ ସେବା ସମିତି ଆନୁକୂଲ୍ୟରେ ଆଜି ବାଣପୁର କୋର୍ଟ ପରିସରରେ ତୃତୀୟ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ତାଲୁକ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଏବଂ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସ୍ନାତକୀ ଦାସ ମିଳିତ ଭାବେ ଏହି ରାଷ୍ଟ୍ରୀୟ ଲୋକ ଅଦାଲତରେ ଯୋଗଦେଇ ବିଭିନ୍ନ ବିଚାରଧୀନ ମାମଲାର ଫଇସଲା କରିଥିଲେ।

ତତସହିତ ବିଭିନ୍ନ ବ୍ୟାଙ୍କର ପ୍ରାକ ବିବାଦୀୟ ମକଦ୍ଦମା ଗୁଡିକୁ ମଧ୍ୟ ଆପୋଷ ବୁଝାମଣା ମାଧ୍ୟମରେ ସମାଧାନ କରାଯାଇଥିଲା। ଉକ୍ତ ଲୋକ ଅଦାଲତରେ ସମୁଦାୟ ୧୧୭ ଗୋଟି ମାମଲାର ଫଇସଲା ହୋଇଥିବାବେଳେ ଏଥିରୁ ୨୪ ଲକ୍ଷ ୧୯ ହଜାର ୨୧୬ ଟଙ୍କା ଆଦାୟ କରାଯାଇଥଲା।

ଉକ୍ତ ଲୋକ ଅଦାଲତରେ ବାଣପୁର ଓ ବାଲୁଗାଁର ବିଭିନ୍ନ ବ୍ୟାଙ୍କର ଅଧିକାରୀମାନେ ଅନାଦେୟ ଋଣ ଆଦାୟ ଲାଗି ମାମଲା ପରିଚାଳନାରେ ସହଯୋଗ କରିଥିଲେ। ବାଣପୁର ଓକିଲ ସଂଘର ସମସ୍ତ ସଦସ୍ୟ ଏବଂ ଅଦାଲତ କର୍ମଚାରୀମାନେ ଲୋକ ଅଦାଲତ ପରିଚାଳନାରେ ସହାୟତା କରିଥିଲେ।

ତାଲୁକ ଆଇନ ସେବା ସମିତି ବାଣପୁର ରାଷ୍ଟ୍ରୀୟ ଲୋକ ଅଦାଲତ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଜନଶୁଣାଣି ଓ ସାମାଜିକ ସମୀକ୍ଷା 

July 24, 2025

ଗୋଦାବରୀଶ ମହାବିଦ୍ୟାଳୟରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା

July 23, 2025

ପୋଖରୀରେ ବୁଡି ବରିଷ୍ଠ ନାଗରିକଙ୍କ ମୃତ୍ୟୁ

July 21, 2025

ନରସିଂହପୁର କ୍ଲଷ୍ଟରରେ ଅନୁଷ୍ଠିତ ହେଲା ପ୍ରଥମ ମାସିକ କ୍ଲଷ୍ଟର ବୈଠକ

July 19, 2025
Latest News

ଚିତାଲାଗି ଅମାବାସ୍ୟା ଓ ଚିତଉ ଭୋଗ

July 24, 2025

ଆକର୍ଷଣୀୟ ଡିଜାଇନ୍‌ ଏବଂ ସର୍ବୋତ୍ତମ କାର୍ଯ୍ୟଦକ୍ଷତା ସହିତ ମହିନ୍ଦ୍ରା XUV 3XO “REVX” ସିରିଜ୍ ଲଞ୍ଚ୍: ଜାଣନ୍ତୁ ମୂଲ୍ୟ 

July 24, 2025

ପରବର୍ତ୍ତୀ ଉପରାଷ୍ଟ୍ରପତି ବିଜେପିରୁ ହେବେ!, ସହଯୋଗୀ ଦେଲେ ସମର୍ଥନ: ଜାଣନ୍ତୁ ଅପଡେଟ୍

July 24, 2025

ବାଣପୁର: ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନାର ଜନଶୁଣାଣି ଓ ସାମାଜିକ ସମୀକ୍ଷା 

July 24, 2025

ସାବଧାନ!: ନିୟନ୍ତ୍ରଣ ବାହାରେ ଭାରତରେ ସାଇବର ଠକେଇ, ୨୦୨୪ ରେ ୨୨,୮୪୫ କୋଟି ଲୁଟ୍

July 24, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.