Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ବ୍ଲକ ପରିସରରୁ ସୁଭଦ୍ରା ସ୍ୱାଗତ ପଦଯାତ୍ରାର ଶୁଭାରମ୍ଭ
ଆଞ୍ଚଳିକ

ବାଣପୁର ବ୍ଲକ ପରିସରରୁ ସୁଭଦ୍ରା ସ୍ୱାଗତ ପଦଯାତ୍ରାର ଶୁଭାରମ୍ଭ

September 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଆଜି ଖୋର୍ଦ୍ଧା ଜିଲ୍ଲା ବାଣପୁର ବ୍ଲକ ପରିସରରୁ ସୁଭଦ୍ରା ସ୍ୱାଗତ ପଦଯାତ୍ରାର ଶୁଭାରମ୍ଭ ହୋଇଅଛି। ଉକ୍ତ ପଦଯାତ୍ରାକୁ ପୁରୀ ସାଂସଦ ସମ୍ବିତ ପାତ୍ର, ଓଡ଼ିଶା କ୍ୟାବିନେଟ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ ଏବଂ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ ମିଳିତ ଭାବେ ପତାକା ଦେଖାଇ ଉଦଘାଟନ କରିଛନ୍ତି।

ଉକ୍ତ ପଦଯାତ୍ରାରେ ଶତାଧିକ ମହିଳା ମାନେ ସାମିଲ ହୋଇଥିଲେ। ପଦଯାତ୍ରା ଟି ବ୍ଲକ ସମ୍ମୁଖରୁ ବାହାରି ସହର ପରିକ୍ରମା କରି କୃତିବାସ ଭବନ ଠାରେ ଶେଷ ହୋଇଥିଲା।  ଏହାପରେ କୃତିବାସ ଭବନ ଠାରେ ଏକ ମେଗା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା।

ଉକ୍ତ କାର୍ଯ୍ୟକ୍ରମରେ ବାଣପୁର ବିଡିଓ ଶୀତଲ ଅଗ୍ରୱାଲ, ତହସିଲଦାର ଟି ପଦ୍ମନାଭ ଦୋରା ଏବଂ ଅନ୍ୟ ସରକାରୀ ଅଧିକାରୀମାନେ ଯୋଗ ଦେଇଥିଲେ।

ଅନୁରୂପ ଭାବେ ଚିଲିକା ବ୍ଲକ କାର୍ଯ୍ୟାଳୟ ସମ୍ମୁଖରେ ମଧ୍ୟ ସମାନ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଉକ୍ତ ପଦଯାତ୍ରାକୁ ପୂର୍ବତନ ବିଧାୟକ ଡା ବିଭୁତିଭୂଷଣ ହରିଚନ୍ଦନ ପତାକା ଦେଖାଇ ଉଦଘାଟନ କରିଥିଲେ। ଏହି ସମୟରେ ଚିଲିକା ବିଡ଼ିଓ ହଳଧର ଶବର ଏବଂ ଅନ୍ୟ ସରକାରୀ ଅଧିକାରମାନେ ଉପସ୍ଥିତ ଥିଲେ।

ଅମରେନ୍ଦ୍ର ରଣସିଂହ ପୃଥ୍ୱୀରାଜ ହରିଚନ୍ଦନ ବାଣପୁର ବ୍ଲକ ସମ୍ବିତ ପାତ୍ର ସୁଭଦ୍ରା
Share. Facebook Twitter LinkedIn Email WhatsApp Copy Link

Related Posts

‘ରାଷ୍ଟ୍ର ପ୍ରଥମ’ ନୀତିକୁ ଆପଣାଇ ରାଷ୍ଟ୍ର ନିର୍ମାଣ ଦିଗରେ ଅବିରତ କାର୍ଯ୍ୟ କରୁଛି ବିଜେପି: ପୃଥ୍ୱୀରାଜ ହରିଚ଼ନ୍ଦନ

March 30, 2026

ଚିଲିକାରାଣୀ ଇଂରାଜୀ ମାଧ୍ୟମିକ ବିଦ୍ୟାଳୟର ୪୪ ତମ ବାର୍ଷିକ ଉତ୍ସବ

March 30, 2026

ଶ୍ରୀ ସତ୍ୟସାଇ ବିଦ୍ୟାମନ୍ଦିରର ରଜତ ଜୟନ୍ତୀ ଉତ୍ସବ

March 30, 2026

ବାଣପୁର: ବରିଷ୍ଠ ନାଗରିକ ସଂଘର ବିଭିନ୍ନ ଦାବି ପୂରଣ କରିବା ଲାଗି ପ୍ରତିଶ୍ରୁତି ଦେଲେ ଆଇନ ମନ୍ତ୍ରୀ

March 25, 2026
Latest News

କୋରାପୁଟ ସ୍ଥିତ ସୀମା ସୁରକ୍ଷା ବଳର ହୀରକ ଜୟନ୍ତୀ ପାଳିତ

March 31, 2026

ହୋଟେଲ ଲାଇଫ୍ ଠାରେ ‘ବ୍ୟାମ୍ବୁ ଫରୱାର୍ଡ ସମିଟ୍- ଫ୍ରମ୍ ଗ୍ରାଉଣ୍ଡ ଟୁ ଗ୍ରୋଥ୍’ ଅନୁଷ୍ଠିତ

March 31, 2026

ଗତି ଶକ୍ତି ବିଶ୍ୱବିଦ୍ୟାଳୟ ଏବଂ ଡିଜିସିଏ ମଧ୍ୟରେ ରାଜିନାମା ସ୍ବାକ୍ଷରିତ

March 31, 2026

ଜନଗଣନା-୨୦୨୭: ଦୁଇ ପର୍ଯ୍ୟାୟରେ ହେବ ଭାରତର ବୃହତ୍ତମ ଜନଗଣନା, ଏପ୍ରିଲ ୧ ରୁ ପ୍ରଥମ ପର୍ଯ୍ୟାୟ

March 31, 2026

ଆଜି ମାର୍ଚ୍ଚ ୩୧ ତାରିଖ ମଙ୍ଗଳବାରରେ ଏହି ଆଠଟି ରାଶିର ବ୍ୟକ୍ତିମାନେ ରୁହନ୍ତୁ ସାବଧାନ

March 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.