Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସୁଭଦ୍ରା ଯୋଜନାର ଶୁଭାରମ୍ଭ: ବାଣପୁରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଦେଖିଲେ ହଜାର ହଜାର ମହିଳା
ଆଞ୍ଚଳିକ

ସୁଭଦ୍ରା ଯୋଜନାର ଶୁଭାରମ୍ଭ: ବାଣପୁରରେ ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟକ୍ରମ ଦେଖିଲେ ହଜାର ହଜାର ମହିଳା

September 17, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ଓଡିଶା ଆସି ରାଜ୍ୟ ବିଜେପି ସରକାରର ବହୁ ପ୍ରତିକ୍ଷୀତ ସୁଭଦ୍ରା ଯୋଜନାର ଶୁଭାରମ୍ଭ କରିଥିବା ବେଳେ ବାଣପୁର ବ୍ଲକରେ ୨୦୦୦ ମହିଳା ତାହାର ସିଧା ପ୍ରସାରଣ ଦେଖିଥିଲେ। ବାଣପୁର ପଲଟନ ପଡିଆ ସହିଦ କୃତିବାସ ଭବନ ପଡିଆରେ ବାଣପୁର ବ୍ଲକ ତରଫରୁ ସୁଭଦ୍ରା ଯୋଜନାର ସୁଫଳ ସମ୍ପର୍କରେ ଅବଗତ ପାଇଁ ପ୍ରାୟ ୨୦୦୦ ମହିଳାଙ୍କର ଏକ ସମାବେଶ ହୋଇଥିଲା। ମହିଳ ମାନେ ପ୍ରଧାନମନ୍ତ୍ରୀ ଯୋଜନାର ଶୁଭାରମ୍ଭ କାର୍ଯ୍ୟକ୍ରମକୁ ଏଲଇଡ଼ି ମାଧ୍ୟମରେ ଦେଖିଥିବା ବେଳେ ସୁଭଦ୍ରା ଯୋଜନାର ରୂପରେଖ, ସୁଫଳ ଏବଂ କାର୍ଯ୍ୟକାରିତା ସମ୍ପର୍କରେ ବିଭିନ୍ନ କଳା ପରିଷଦର କଳାକାରମାନଙ୍କ ଦ୍ୱାରା ଓଡିଶୀ ଓ ପାଲା ମାଧ୍ୟମରେ ମହିଳାମାନଙ୍କୁ ଅବଗତ କରାଯାଇଥିଲା।

ଉକ୍ତ ସମାବେଶରେ ବାଣପୁର ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ବିଡିଓ ଶୀତଲ ଅଗ୍ରୱାଲ,ଏନଏସି କାର୍ଯ୍ୟନିର୍ବାହୀ ଅଧିକାରୀ, ଏନଏସି ଅଧ୍ୟକ୍ଷ, ସମସ୍ତ ସରପଞ୍ଚ ଓ ମହିଳା ନେତ୍ରୀମାନେ ଯୋଗ ଦେଇଥିଲେ।

ନରେନ୍ଦ୍ର ମୋଦୀ ବାଣପୁର ସୁଭଦ୍ରା ଯୋଜନା
Share. Facebook Twitter LinkedIn Email WhatsApp Copy Link

Related Posts

ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ସଚେତନତା ଶିବିର

February 10, 2026

ପାଠପଢ଼ାର ଚାପ ଏବଂ ଥକାପଣ ଦୂର କରିବା ପାଇଁ ଆପଣ କଳାକୁ ବ୍ୟବହାର କରିପାରିବେ: ପ୍ରଧାନମନ୍ତ୍ରୀ

February 10, 2026

ଭାରତ-ସେଶେଲ୍ସ ଭାଗିଦାରୀ: ଦ୍ୱିପାକ୍ଷିକ ସହଭାଗୀତାକୁ ମଜବୁତ କରିବା ଉପରେ ଗୁରୁତ୍ଵ

February 10, 2026

କିସିଣ୍ଡାରେ ବନାଗ୍ନୀ ସଚେତନତା ଓ ନିରାକରଣ ସଚେତନତା ସଭା

February 9, 2026
Latest News

୨୦୨୬ ଟି-୨୦ ବିଶ୍ୱକପ: IND vs PAK ମ୍ୟାଚ୍ ପୂର୍ବରୁ ଭାରତକୁ ଚେତାବନୀ ଦେଲେ ପାକିସ୍ତାନୀ ଖେଳାଳି

February 11, 2026

ଜାତୀୟ ସଙ୍ଗୀତ ପୂର୍ବରୁ ବାଜିବ “ବନ୍ଦେ ମାତରମ୍”: ଗୃହ ମନ୍ତ୍ରଣାଳୟ ଜାରି କଲା ନିର୍ଦ୍ଦେଶ

February 11, 2026

ପୋଲ ତଳୁ ନବଜାତ ଶିଶୁ କନ୍ୟାର ମୃତଦେହ ଉଦ୍ଧାର

February 11, 2026

‘ଆମକୁ ଟଏଲେଟ୍ ପେପର୍ ପରି ବ୍ୟବହାର କଲା ଆମେରିକା’: ପାକିସ୍ତାନର ପ୍ରତିରକ୍ଷା ମନ୍ତ୍ରୀ

February 11, 2026

ଆଇଆଇଟି ଭୁବନେଶ୍ୱରରେ କେନ୍ଦ୍ରୀୟ ତଦାରଖ ବ୍ୟବସ୍ଥା ସହିତ ସ୍ୱଦେଶୀ ଡିଜିଟାଲ୍ ସବଷ୍ଟେସନ ସ୍ଥାପନ

February 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.