Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ସ୍ବାଗତ ସମାରୋହ
ଆଞ୍ଚଳିକ

ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟରେ ସ୍ବାଗତ ସମାରୋହ

September 19, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ଆନୁକୁଲ୍ୟରେ ଗୁରୁବାର ଦିନ ସ୍ବାଗତ ସମାରୋହ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୨ୟ ଓ ୩ୟ ବର୍ଷର ଛାତ୍ର ଛାତ୍ରୀ ମାନେ ୧ମ ବର୍ଷ ର ଛାତ୍ରଛାତ୍ରୀ ମାନଙ୍କୁ ସ୍ବାଗତ କରିଥିଲେ। ଅନୁଷ୍ଠାନର ଅଧ୍ୟକ୍ଷ ସୁଧୀର କୁମାର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସ୍ବାଗତ ସଭାରେ ଅଧ୍ୟାପକ ଦେବେଶ୍ ବିଶ୍ବାଳ, ଶେଷଦେବ ବିଶ୍ବାଳ, ବିନୋଦ ବିହାରୀ ପ୍ରଧାନ, ଭଜମୋହନ ପ୍ରଧାନ, ବିଭୁତି ଭୁଷଣ ସାହୁ, ଜୟନ୍ତୀ ସାହୁ, ହିମାଂଶୁ ବାରିକ୍ ଓ ସୁଦାମ ସାହୁ ଅନୁଶାସନ, ଶ୍ରୁଙ୍ଖଳା, ସଞ୍ଜମତା ସମୟାନୁବର୍ତ୍ତିତା ସମ୍ପର୍କରେ ଆଲୋକପାତ କରିଥିଲେ।

୧ମ ବର୍ଷ ର ଛାତ୍ରଛାତ୍ରୀ ମାନେ ପରିଚୟ ପ୍ରଦାନ କରିଥିବାବେଳେ ୨ୟ ଓ ୩ୟ ବର୍ଷର ଛାତ୍ର ଛାତ୍ରୀ ମାନେ ଅନୁଷ୍ଠାନରେ ଭାଇ ଭଉଣୀ ସମ୍ପର୍କର ଆବଶ୍ୟକତା ବିଷୟରେ ବକ୍ତବ୍ୟ ରଖିଥିଲେ। ଅଧ୍ୟାପିକା ଡକ୍ଟର୍ ପୁଷ୍ପାଞ୍ଜଳି ରବନାଙ୍କ ପରିଚାଳନାରେ ବିଚିତ୍ରା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ସୁମିତ୍ରା ବେହେରା, ବର୍ଷାରାଣୀ ସାହୁ ଓ ସିକି ପ୍ରଧାନ ସ୍ବାଗତ ନ୍ରୁତ୍ୟ ପରିବେଷଣ କରିଥିବାବେଳେ ଶିବାନୀ ସମ୍ବଲପୁରୀ ନ୍ରୁତ୍ୟ ପ୍ରଦର୍ଶନ କରିଥିଲେ।

BJP Ads
ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାପୁଜୀ ସରକାରୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ତରଫରୁ ସଫେଇ ଓ ବୃକ୍ଷ ରୋପଣ

November 3, 2025

ବାଲୁଗାଁ କଲେଜରେ ସାଇବର ସଚେତନତା କାର୍ଯ୍ୟକ୍ରମ

November 3, 2025

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ ପ୍ରତିଷ୍ଠା ଦିବସରେ ଯୋଗଦେଲେ ଆଇନମନ୍ତ୍ରୀ

October 31, 2025

ଭୀମ ଭୋଇ ମହାବିଦ୍ୟାଳୟର ପ୍ରାଧ୍ୟାପିକାଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା

October 30, 2025
BJP Ads
Latest News

ବିହାରର ଐତିହାସିକ ସ୍ଥଳୀ ପରିଦର୍ଶନ କଲେ ୨୪ ବିଦେଶୀ ପର୍ଯ୍ୟଟକ

November 4, 2025

କାର୍ତ୍ତିକ ପୂର୍ଣ୍ଣିମା ଅବସରରେ ବ୍ରହ୍ମପୁର ଓ ପୁରୀ ମଧ୍ୟରେ ବିଶେଷ ପାସେଞ୍ଜର ଟ୍ରେନ, ଜାଣନ୍ତୁ ସମୟ

November 4, 2025

ଚିଲିକା ନିର୍ବାଚନ ମଣ୍ଡଳିର ବିଭିନ୍ନ କାର୍ଯ୍ୟକ୍ରମରେ ଯୋଗଦେଲେ ମନ୍ତ୍ରୀ ପୃଥୀରାଜ ହରିଚନ୍ଦନ

November 4, 2025

ଟିଭିଏସ୍ ମୋଟର୍ସ ସହିତ ବୁଝାମଣାପତ୍ର ସ୍ୱାକ୍ଷର କଲେ ଉତ୍ତରାଖଣ୍ଡ ସରକାର: ନିଯୁକ୍ତି ସୃଷ୍ଟି ଲକ୍ଷ୍ୟ

November 4, 2025

୩୫ ତମ ଦିନରେ ପହଞ୍ଚିଲା ଆମେରିକା ବନ୍ଦ: ରିପବ୍ଲିକାନ ଏବଂ ଡେମୋକ୍ରାଟଙ୍କ ମଧ୍ୟରେ ଗତିରୋଧ ଜାରି

November 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.