Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର କୋର୍ଟ ପରିସରରେ ‘ସ୍ୱଛତା ହିଁ ସେବା’ କାର୍ଯ୍ୟକ୍ରମ ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର କୋର୍ଟ ପରିସରରେ ‘ସ୍ୱଛତା ହିଁ ସେବା’ କାର୍ଯ୍ୟକ୍ରମ ଅନୁଷ୍ଠିତ

September 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଣପୁର କୋର୍ଟ ପରିସରରେ 'ସ୍ୱଛତା ହିଁ ସେବା' କାର୍ଯ୍ୟକ୍ରମ ଅନୁଷ୍ଠିତ

ବାଣପୁର( ସୀତାରାମ ଅଗ୍ରୱାଲ): ଆଜି ବାଣପୁର କୋର୍ଟ ପରିସରରେ ‘ସ୍ୱଛତା ହିଁ ସେବା’ ଅଭିଯାନ ଅନ୍ତର୍ଗତ ଏକ ସଫେଇ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଏବଂ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସ୍ନାତକୀ ଦାସ ମିଳିତ ଭାବେ ଉକ୍ତ କାର୍ଯ୍ୟକ୍ରମକୁ ପରିଚାଳନା କରିବା ସହ ଉଭୟ ବିଚାରପତି କୋର୍ଟ ପରିସରକୁ ସଫା ମଧ୍ୟ କରିଥିଲେଷ

ପ୍ରତ୍ୟେକ ଙ୍କ ପାଇଁ ସ୍ୱଛତା ଜରୁରୀ। ପ୍ରତ୍ୟେକ ଅନୁଷ୍ଠାନ କିମ୍ବା ଗୃହ ପାଇଁ ସ୍ୱଛତା ନିତାନ୍ତ ଜରୁରୀ l ନିଜେ,ନିଜ ପରିବାର, ନିଜ ପରିସର ସ୍ୱଛ ରଖିଲେ ସମାଜ, ରାଜ୍ୟ ଓ ଦେଶ ମଧ୍ୟ ସ୍ୱଛ ଓ ସୁନ୍ଦର ହୋଇ ପାରିବ ବୋଲି ବିଚାରପତି ଶ୍ରୀ ମହାପାତ୍ର ମତ ପ୍ରକାଶ କରିଥିଲେ। ଏହି ଅବସରରେ ସ୍ୱଛତା ହିଁ ସେବା ଶପଥ ପାଠ କରାଯାଇଥିଲା। ଉକ୍ତ ସଫେଇ କାର୍ଯ୍ୟକ୍ରମରେ ବାଣପୁର କୋର୍ଟର ସମସ୍ତ କର୍ମଚାରୀ ମାନେ ଭାଗ ନେଇଥିଲେ।

ବାଣପୁର ବାଣପୁର କୋର୍ଟ
Share. Facebook Twitter LinkedIn Email WhatsApp Copy Link

Related Posts

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ଟିମ୍ ଇଣ୍ଡିଆକୁ ଫେରିଲେ ଭୁବନେଶ୍ୱର କୁମାର: ପଞ୍ଚମ ଟି-୨୦ରେ ମିଳିବ ସୁଯୋଗ?

October 16, 2026

ଷ୍ଟାରଲିଙ୍କ୍ ବିବାଦ: ମସ୍କଙ୍କ ଉପରେ ବର୍ଷିଲେ ଓୱେସି, ବିଜେପିକୁ ମଧ୍ୟ କଲେ ଟାର୍ଗେଟ

October 16, 2026

ନବୀନଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ

October 16, 2026

ଆଜି ୱାର୍ଲ୍ଡ ଚାମ୍ପିଅନସିପ୍ ଅଫ୍ ଲିଜେଣ୍ଡସ୍‌ର ସେମିଫାଇନାଲ୍ ମ୍ୟାଚ: ଜାଣନ୍ତୁ ସମୟ

October 16, 2026

‘SSR କୁ ଓଲଟାଇଲେ RSS…’: ଇସିଆଇର ନିଷ୍ପତ୍ତି ଉପରେ ପ୍ରଶ୍ନ ଉଠାଇଲେ ଅଖିଳେଶ ଯାଦବ

October 16, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.