Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ସୁସ୍ଥ ହୃଦୟ ପାଇଁ ସଚେତନା, ସ୍ଵାସ୍ଥ୍ୟ ଶିବିର ଓ ଔଷଧ ବଣ୍ଟନ
ଆଞ୍ଚଳିକ

ସୁସ୍ଥ ହୃଦୟ ପାଇଁ ସଚେତନା, ସ୍ଵାସ୍ଥ୍ୟ ଶିବିର ଓ ଔଷଧ ବଣ୍ଟନ

September 30, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଆଜି ପ୍ରାତଃ ସମୟରେ ବ୍ରହ୍ମପୁର ସହର ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ସୁସ୍ଥ ହୃଦୟ ପାଇଁ ସଚେତନା ତଥା ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି। ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ କହିଲେ କ୍ରୋଧ,ଚିନ୍ତା, ଅଶାନ୍ତି ଆମିଷ, ତେଲ, ବନସ୍ପତି ଘୃତ,ପନିର, ଅଜୀର୍ଣ୍ଣ କାରକ ଖାଦ୍ୟ,ପୋଡ଼ା ତେଲ ଛଣା ଖାଦ୍ୟ ଇତ୍ୟାଦି ହୃଦ୍ ରୋଗର କାରଣ ଅଟେ। ଏହି ସବୁକୁ ଛାଡି ଯୋଗାସନ, ପ୍ରାଣାୟାମ କରନ୍ତୁ, ପେଟ ପରିଷ୍କାର ରଖନ୍ତୁ, ଅର୍ଜୁନଛାଲି,ପଦ୍ମମଞ୍ଜି, ଅଁଳା ସେବନ କରନ୍ତୁ।ହୃଦୟ ସଦା ସୁସ୍ଥ ରହିବ।

ଏହି ଅବସରରେ ରୋଗୀଙ୍କ ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା ।ଡି ଶ୍ରୀନିବାସ ଶିବିର ପରିଚାଳନାରେ ସହଯୋଗ କରିଥିଲେ। ଏହି ଶିବିର ପ୍ରତି ସୋମବାରେ ଅନୁଷ୍ଠିତ ହୁଏ ଏହାର ସୁଯୋଗ ନେବାକୁ ପ୍ରତିଷ୍ଠାନ ପକ୍ଷରୁ ଡଃ ସାହୁ ଅନୁରୋଧ କରିଛନ୍ତିl

ବ୍ରହ୍ମପୁର ଭରଦ୍ବାଜ ପ୍ରତିଷ୍ଠାନ ମାଗଣା ସ୍ବାସ୍ଥ୍ୟ ଶିବିର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରେସକ୍ରିପସନ୍ ଔଷଧ ବିଜ୍ଞାପନ ଉପରେ କେନ୍ଦ୍ରର କଟକଣା! ଅନୁମତି ବିନା ପ୍ରଚାର କଲେ ଅଡୁଆରେ ପଡ଼ିପାରନ୍ତି ଔଷଧ ବ୍ୟବସାୟୀ

October 11, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026

୧୬ ଦାଦନ ଶ୍ରମିକ ଉଦ୍ଧାର

October 9, 2026
Latest News

RBI ର ବଡ଼ ପଦକ୍ଷେପ: ଡଲାର ତୁଳନାରେ ମଜବୁତ ହେବ କି ଟଙ୍କା?

October 11, 2026

ASSOCHAM’s O-LEAD 2026: କୃତ୍ରିମ ବୁଦ୍ଧିମତ୍ତା ଆଧାରିତ ଶିକ୍ଷା, ଶିଳ୍ପ ଓ ଷ୍ଟାର୍ଟଅପ୍ ଉପରେ ଗୁରୁତ୍ବ

October 11, 2026

ଶସ୍ତା ହେବ କି ଡିଜେଲ?: ଅନ୍ତର୍ଜାତୀୟ ବଜାରରେ ହଇଚଇ ସୃଷ୍ଟି ରୁଷର ନୂତନ ନିଷ୍ପତ୍ତି

October 11, 2026

ପାରାଦୀପ ବନ୍ଦରର ନୂଆ ରେକର୍ଡ: ଗୋଟିଏ ଦିନରେ ସର୍ବାଧିକ କୋଇଲା ଲୋଡିଂ

October 11, 2026

ଆସନ୍ତାକାଲି ସିଜେଆଇଙ୍କ ଦ୍ୱାରସ୍ଥ ହେବେ ବିରୋଧୀ

October 11, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.