Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରଣପୁର: ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ
ଆଞ୍ଚଳିକ

ରଣପୁର: ବିଦ୍ୟାଳୟରେ ଗାନ୍ଧୀ ଜୟନ୍ତୀ ପାଳିତ

October 2, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରଣପୁର: ଜଣେ ଜାତିର ଜନକ, ଅଂହିସାର ପୂଜାରୀ ତ ଆଉ ଜଣେ ଶାନ୍ତିଦୂତ। ଆମ ଦେଶ ପାଇଁ ଅକ୍ଟୋବର ୨ ତାରିଖ ଅବିସ୍ମରଣୀୟ ହୋଇ ରହିଛି। ସେହି ମହାପୁରୁଷ ହେଉଛନ୍ତି ସତ୍ୟର ସାଧକ ଅଂହିସାର ପୂଜାରୀ ମହାତ୍ମାଗାନ୍ଧୀ ଓ ଶାନ୍ତିଦୂତ ତଥା ଦେଶର ପୂର୍ବତନ ପ୍ରଧାନମନ୍ତ୍ରୀ ଲାଲ ବାହାଦୂର ଶାସ୍ତ୍ରୀ। ସତ୍ୟାଗ୍ରହ ସଂଗ୍ରାମର ସେନାପତି ତଥା ସତ୍ୟ ଅଂହିସାର ପଥ ପ୍ରଦର୍ଶକ ମହାତ୍ମାଗାନ୍ଧୀଙ୍କର ଆଜି ୧୫୫ ତମ ଜନ୍ମ ଜୟନ୍ତୀ। ସେହିପରି ଲାଲ ବାହାଦୂର ଶାସ୍ତ୍ରୀଙ୍କର ମଧ୍ୟ ଜନ୍ମ ଜୟନ୍ତୀ ଆଜି ସାରା ଦେଶରେ ପାଳନ କରାଯାଇଛି।

ଏହି ଅବସରରେ ରଣପୁର ବ୍ଲକ ବଜ୍ରକୋଟ ପ୍ରାଥମିକ ବିଦ୍ୟାଳୟରେ ପ୍ରଧାନ ଶିକ୍ଷକ ସୁଶୀଲ କୁମାର ରଣାଙ୍କ ସଭାପତିତ୍ବରେ ଏହି ଦିବସକୁ ପାଳନ କରାଯାଇଛି। ସହକାରୀ ଶିକ୍ଷକ ଦିଲ୍ଲୀପ କୁମାର ସାହୁ, ଶିକ୍ଷୟତ୍ରୀ ପଦ୍ମାବତୀ ବେହେରା, ଅଙ୍ଗନବାଡି କର୍ମୀ ପୁଷ୍ପମଞ୍ଜରୀ ଦେଇ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ମହାତ୍ମାଗାନ୍ଧୀ ଓ ଶାସ୍ତ୍ରୀଙ୍କ ବିଷୟରେ ପିଲାମାନଙ୍କୁ କହିଥିଲେ। ପ୍ରଧାନ ଶିକ୍ଷକ ପିଲାମାନଙ୍କୁ ଗାନ୍ଧିଜୀଙ୍କ ଆଦର୍ଶ ଓ ନୀତି ଅନୁସରଣ କରିବା ପାଇଁ ଉପଦେଶ ଦେଇଥିଲେ। ଛାତ୍ରଛାତ୍ରୀମାନଙ୍କ ମଧ୍ୟରେ ଭାଷଣ, ନୃତ୍ୟ ଆଦି ପ୍ରତିଯୋଗିତା କରାଯାଇଥିଲା। ସହକାରୀ ଶିକ୍ଷକ ଦିଲ୍ଲୀପ କୁମାର ସାହୁ ଧନ୍ୟବାଦ ଦେଇଥିଲେ।  ନରସିଂହପୁର କ୍ଲଷ୍ଟର, ରଣପୁର କ୍ଲଷ୍ଟର, ମଝିଆଖଣ୍ଡ ଗୌରାଙ୍ଗପୁର କ୍ଲଷ୍ଟରର ବିଭିନ୍ନ ବିଦ୍ୟାଳୟରେ ଏହି ଦିବସ ପାଳିତ ହୋଇଯାଇଛି।

ଗାନ୍ଧୀ ଜୟନ୍ତୀ ମହାତ୍ମାଗାନ୍ଧୀ ରଣପୁର ଲାଲ ବାହାଦୂର ଶାସ୍ତ୍ରୀ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026

ଡାଲିର ଗୁଣ ଜ୍ଞାନ ଓ ମାଗଣା ସ୍ଵାସ୍ଥ୍ୟ ଶିବିର ଅନୁଷ୍ଠିତ

March 9, 2026

ସଡ଼କ ଦୁର୍ଘଟଣାରେ ଯୁବକଙ୍କ ମୃତ୍ୟୁ

March 5, 2026
Latest News

“ଦୁଇ ଦିନ ମଧ୍ୟରେ ପର୍ଦ୍ଦାଫାସ କରିବି”: ରାହୁଲଙ୍କୁ ଭେଟି ବିମାନ ଦୁର୍ଘଟଣା ସମ୍ପର୍କରେ କହିଲେ ରୋହିତ ପାୱାର

March 12, 2026

ମୁଖ୍ୟମନ୍ତ୍ରୀଙ୍କ ଚିଠିର ପ୍ରଭାବ: ନୂଆ ଅମୃତ ଭାରତ ଟ୍ରେନକୁ ଅନୁମୋଦନ କଲେ ରେଳମନ୍ତ୍ରୀ

March 12, 2026

ବଡ଼ କୂଟନୈତିକ ସଫଳତା!: ଭାରତୀୟ ତୈଳ ଜାହାଜକୁ ଅନୁମତି ଦେଲା ଇରାନ

March 12, 2026

ଟିମ୍ ଇଣ୍ଡିଆକୁ ୧୩୧ କୋଟି ପ୍ରଦାନ କଲା ବିସିସିଆଇ: ଜାଣନ୍ତୁ ଏହି ଟଙ୍କା କିଏ ପାଇବ? 

March 12, 2026

ମହାରାଷ୍ଟ୍ର ବଜେଟ ଅଧିବେଶନ ମଧ୍ୟରେ ବିଧାନ ଭବନକୁ ବୋମା ଧମକ!: ତଲାସୀ ଅଭିଯାନ ଆରମ୍ଭ

March 12, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.