Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ବିପୁଳ ପରିମାଣରେ ଜିଞ୍ଜର ବୋତଲ ଜବତ, ଅଭିଯୁକ୍ତ ଗିରଫ
ଆଞ୍ଚଳିକ

ବାଣପୁର: ବିପୁଳ ପରିମାଣରେ ଜିଞ୍ଜର ବୋତଲ ଜବତ, ଅଭିଯୁକ୍ତ ଗିରଫ

October 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ନୂତନ ଖୋର୍ଦ୍ଧା ଏସପି ସାଗରିକା ନାଥ କାର୍ଯ୍ୟରେ ଯୋଗ ଦେଉ ଦେଉ ଜିଲ୍ଲାରେ ନିଶା କାରବାର ବନ୍ଦ କରିବା ପାଇଁ ବିଭିନ୍ନ ପଦକ୍ଷେପ ଗ୍ରହଣ କରିଛନ୍ତି। ଆଜି ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ଥାନା ପୋଲିସ ଦାମିଆ ବରବରା ଅଞ୍ଚଳରେ ଚଢ଼ାଉ କରି ବିପୁଳ ପରିମାଣରେ ଜିଞ୍ଜର ବୋତଲ ଜବତ କରିବା ସହ ଜଣେ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟଚାଲାଣ କରିଛି। ଅଭିଯୁକ୍ତ ଜଣକ ମନ୍ଦାର ଗ୍ରାମର ସୁରେନ୍ଦ୍ର ଶବର (୪୨) ବୋଲି ଜଣାପଡିଛି।

ସୂଚନା ମୁତବକ ଉକ୍ତ ଅଞ୍ଚଳରେ ବେଆଇନ ଭାବେ ଜିଞ୍ଜର କାରବାର ହେଉଥିବାର ଖବର ପାଇ ବାଲୁଗାଁ ଏସଡିପିଓଙ୍କ ନିର୍ଦେଶକ୍ରମେ ବାଣପୁର ଆଇଆଇସି ରମେଶ କୁମାର ଦେବତା ଏକ ଟିମ ଗଠନ କରି ଉକ୍ତ ସ୍ଥାନରେ ଚଢ଼ାଉ କରିଥିଲେ। ଚଢ଼ାଉ ବେଳେ ଅଭିଯୁକ୍ତଙ୍କ ନିକଟରୁ ୩୩୦ ବୋତଲ ଜିଞ୍ଜର ଏବଂ ୧୦ ଲିଟର ଦେଶୀ ମଦ ଜବତ ହୋଇଛି।

ଅଭିଯୁକ୍ତ ଗିରଫ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର-ବାଲୁଗାଁରେ ଏବିଭିପିର ବିଜୟ ଉତ୍ସବ

October 16, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

ହିଞ୍ଜିଳି ବସଷ୍ଟାଣ୍ଡରୁ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 12, 2026
Latest News

ପୂଜା ପେଣ୍ଡାଲରେ ଦଳଚକଟା: ୧୭ ଜଣଙ୍କ ମୃତ୍ୟୁ

October 17, 2026

ରଣପୁରରେ ଧୁମ୍‌ଧାମ୍‌ରେ ପାଳିତ ହେଲା ମହାସପ୍ତମୀ

October 17, 2026

ଗିଲଙ୍କ ସ୍ଥାନରେ ଶ୍ରେୟସ ହେବେ ଭାରତର ଏକଦିବସୀୟ ଅଧିନାୟକ: ଇଶାନ ହେଲେ ଉପ-ଅଧିନାୟକ

October 17, 2026

ଓଡ଼ିଶା ଆସିବେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

October 17, 2026

ରାହୁଲ ଗାନ୍ଧୀଙ୍କ ବିରୋଧରେ ମହିଳା ସାମ୍ବାଦିକଙ୍କ ଅଭିଯୋଗ: ତୁରନ୍ତ FIR ଦାବି

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.