Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଗାଁ ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ
ଆଞ୍ଚଳିକ

ଗାଁ ପୋଖରୀରେ ବୁଡି ଯୁବକଙ୍କ ମୃତ୍ୟୁ

October 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କୋଦଳା ଥାନା ଅନ୍ତର୍ଗତ ଭାଟପଡା ଗ୍ରାମର ନରେନ୍ଦ୍ର ଗୌଡ଼ ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ମୃତ ନରେନ୍ଦ୍ର ଉକ୍ତ ଗ୍ରାମର ମାଢିଆ ଗୌଡ଼ର ପୁଅ ଓ ସେ ସକାଳୁ ବିଲକୁ ଯାଇ ଜମିର ଫସଲ କାର୍ଯ୍ୟ ଅନୁଧ୍ୟାନ କରିବା ପରେ ନିକଟସ୍ଥ ବନ୍ଧକୁ ଗାଧୋଇବା ପାଇଁ ଯାଇଥିଲା ଓ ଅସାବଧାନତା ବଶତଃ ବନ୍ଧ ଭିତରେ ବୁଡ଼ି ଯାଇଥିଲା। ଏହା ଦେଖିବା ଲୋକେ ଦମକଳ ବାହିନୀ କୁ ଖବର ଦେଇଥିଲେ। ଦ

ମକଳ ବାହିନୀ ବନ୍ଧ ଭିତରୁ ମୃତ ନରେନ୍ଦ୍ର କୁ ଉଦ୍ଧାର କରି ପୋଲିସକୁ ହସ୍ତାନ୍ତର କରିଥିଲା। ପୋଲିସ ମୃତ ନରେନ୍ଦ୍ରଙ୍କ ଶବକୁ ବ୍ୟବଚ୍ଛେଦ ପାଇଁ ପଠାଇ ଏକ ଅପମୃତ୍ୟୁ ମାମଲା ରୁଜୁ ହୋଇଛି ବୋଲି ଥାନା ଅଧିକାରୀଙ୍କ ଠାରୁ ପ୍ରକାଶ।

କୋଦଳା ଥାନା
Share. Facebook Twitter LinkedIn Email WhatsApp Copy Link

Related Posts

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ଜିଲ୍ଳାପାଳ ଏବଂ ଏସ୍ ପିଙ୍କ ନାଲିପଡା ଅର୍ଜୁନପୁର ଗ୍ରାମ ପଂଚାୟତରେ ପଲ୍ଲୀରେ ପ୍ରଶାସନ ଜନଶୁଣାଣି

February 16, 2026

ରଙ୍କନାଥ ମନ୍ଦିରରେ ନୂତନ ପ୍ରବଚନ ମଣ୍ଡପକୁ ଉଦଘାଟନ କଲେ ଆଇନ ମନ୍ତ୍ରୀ

February 15, 2026

ଚିଲିକା ସାମ୍ବାଦିକଙ୍କ ମାତୃ ବିୟୋଗ

February 14, 2026
Latest News

ବେଆଇନ ମୋରମ୍ ଚାଲାଣ ଅଭିଯୋଗରେ ହାଇୱା ଗାଡ଼ି ଜବତ

February 19, 2026

ସୁନା ୨ ହଜାରରୁ ଅଧିକ ଏବଂ ରୂପା ମଧ୍ୟ ୧୦ ହଜାରକୁ ବୃଦ୍ଧି: ଜାଣନ୍ତୁ ଆଜିର ମୂଲ୍ୟ

February 19, 2026

ପରାଜୟ ପରେ ଭାରତ ସମ୍ପର୍କରେ ବଡ ବିବୃତ୍ତି ଦେଲେ ନେଦରଲ୍ୟାଣ୍ଡସ୍ ଅଧିନାୟକ: କହିଲେ…..

February 19, 2026

ବାରବାଟି ଷ୍ଟାଡିୟମରେ ଆଜିଠାରୁ ଟି-୨୦ ଏସିଆ ବଧିର କ୍ରିକେଟ କପ୍ ପ୍ରତିଯୋଗିତା

February 19, 2026

ଭାରତର ବୃହତ୍ ଟେକ୍ନୋଲୋଜି ସଫଳତା ଉପରେ ଧ୍ୟାନ ଦେଇଛି ବିଶ୍ୱ ଗଣମାଧ୍ୟମ

February 19, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.