Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଓଏଏସ ପାଇଥିବା ଦୁଇ ଜଣଙ୍କୁ ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ତରଫରୁ ସମ୍ବର୍ଦ୍ଧନା
ଆଞ୍ଚଳିକ

ଓଏଏସ ପାଇଥିବା ଦୁଇ ଜଣଙ୍କୁ ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ତରଫରୁ ସମ୍ବର୍ଦ୍ଧନା

October 25, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢାଖୋଲ (କନ୍ଦର୍ପ ବେହେରା): ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ ସଫଳତା ହାସଲ କରିଥିବା ସରାପାଲି ଗ୍ରାମର ବିଶ୍ବକଶେନ ପୁରୋହିତ ଓ ଟାଙ୍ଗିଆନିଶାର ନରହରି ବେହେରାଙ୍କୁ ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ ତରଫ ସମ୍ବର୍ଦ୍ଧନା ଦିଆଯାଇଥିଲା।  ସଫଳତା ହାସଲ କରିଥିବା କୁଟାସିଂହା ଗ୍ରାମର ବର୍ଷାରାଣୀ ମୁଣ୍ଡା ବ୍ୟକ୍ତିଗତ ଅସୁବିଧା ହେତୁ ଆସିପାରିନଥିଲେ।

ଅନୁଷ୍ଠାନର ଅଧ୍ୟକ୍ଷ ସୁଧୀର କୁମାର ସାହୁଙ୍କ ସଭାପତିତ୍ବରେ ଅନୁଷ୍ଠିତ ସମ୍ବର୍ଦ୍ଧନା ସଭାରେ ଅଧ୍ୟାପକ ଦେବେଶ କୁମାର ବିଶ୍ବାଳ, ବିନୋଦ ବିହାରୀ ପ୍ରଧାନ, ଶେଷଦେବ ବିଶ୍ବାଳ, ଭଜମୋହନ ପ୍ରଧାନ, ଅଧ୍ୟାପିକା ଲିଟିନା ପ୍ରିୟଦର୍ଶନୀ, ଜୟନ୍ତୀ ସାହୁ, ଶ୍ବେତାଶ୍ରୀ ପ୍ରଧାନ ଓ ଗ୍ରନ୍ଥଗାରିକ ବିଭୁତି ଭୁଷଣ ସାହୁ ଯୋଗଦେଇ ବିଶ୍ବକେଶନ ଓ ନରହରି ଙ୍କୁ ଅଭିନନ୍ଦନ ଜଣାଇବା ସହିତ ସେମାନଙ୍କର ଉଦ୍ୟମକୁ ପ୍ରଶଂସା କରିଥିଲେ। ସମ୍ବର୍ଦ୍ଧନାର ଉତ୍ତରରେ ବିଶ୍ବକେଶନ ଓ ନରହରି ସେମାନଙ୍କ ସଫଳତା ପଛରେ ଶିକ୍ଷକ ଶିକ୍ଷୟତ୍ରୀ ତଥା ଅଞ୍ଚଳ ବାସୀ ଶୁଭେଛୁ ମାନଙ୍କର ଭୁମିକା ବିଷୟରେ ଆଲୋକପାତ କରିବା ସହିତ ଛାତ୍ରୀ ମାନଙ୍କୁ ଶ୍ରୁଙ୍ଖଳା ସଞ୍ଜମତା ସହିତ ପରିଶ୍ରମ କରି ଆଗକୁ ବଢିବା ପାଇଁ ପରାମର୍ଶ ଦେଇଥିଲେ। ବିଶ୍ବକେଶନ ନାକଟିଦେଉଳ ମହାବିଦ୍ୟାଳୟ ର ପୁର୍ବତନ ଛାତ୍ର ଭାବେ ଗର୍ବ ଅନୁଭବ କରିଥିଲେ।  ଅଧ୍ୟାପିକା ଡକ୍ଟର ପୁଷ୍ପାଞଳି ରବନା ଧନ୍ୟବାଦ ଅର୍ପଣ କରିଥିଲେ।

ଏହି ସମାରୋହ ରେ ଅନୁଷ୍ଠାନ ର ସମସ୍ତ କର୍ମଚାରୀ ତଥା ଛାତ୍ର ଛାତ୍ରୀ ଭାଗ ନେଇଥିଲେ।

ଓଏଏସ ଓଡିଶା ପ୍ରଶାସନିକ ସେବା ନାକଟିଦେଉଳ ସ୍ନାତକ ମହାବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରକୋଟ ବିଦ୍ୟାଳୟରେ ଧୂମଧାମରେ ପ୍ରବେଶ ଉତ୍ସବ ଓ ଖଡ଼ିଛୁଆଁ କାର୍ଯ୍ୟକ୍ରମ ପାଳିତ

April 5, 2026

ବାଣପୁର ଶିକ୍ଷା ମଣ୍ଡଳ ସ୍ତରୀୟ ଖଡ଼ିଛୁଆଁ ପର୍ବ ପାଳିତ

April 5, 2026

ବାଣପୁର: ଭଗବତୀ ମଣ୍ଡଳ ଭାଜପା କାର୍ଯ୍ୟକର୍ତ୍ତାମାନଙ୍କୁ ଗୁରୁମନ୍ତ୍ର ଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

April 3, 2026

ଉତ୍କଳ ଦିବସ ଉପଲକ୍ଷେ ବରପୁତ୍ରମାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ବାଣପୁରବାସୀ

April 2, 2026
Latest News

୨୦୨୫-୨୬ରେ ରେକର୍ଡ ମାଲ ପରିବହନ ସହ ରେଳବାଇର ଉଲ୍ଲେଖନୀୟ ସଫଳତା

April 5, 2026

ଏସଆଇଆର କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ ସହକାରୀ ଶିକ୍ଷକ ନିଲମ୍ବିତ

April 5, 2026

ସୁବର୍ଣ୍ଣପୁର ଜିଲ୍ଲାର ହାଇଟେକ୍ ସର୍ଭେ ସମ୍ପର୍କରେ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ

April 5, 2026

୩୯୮.୩୬ କୋଟିର ଅପ୍ଟିକାଲ ଫାଇବର କେବୁଲ ପ୍ରକଳ୍ପକୁ ଭାରତୀୟ ରେଳବାଇର ମଞ୍ଜୁରୀ

April 5, 2026

ପୁଣେସ୍ଥିତ ଏଫଟିଆଇଆଇ ଏବଂ ଦୂରଦର୍ଶନ କେନ୍ଦ୍ର ପରିଦର୍ଶନ କଲେ ଚଞ୍ଚଲ କୁମାର 

April 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.