Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଅନ୍ଧକାରମୟ ପ୍ରସିଦ୍ଧ ଶକ୍ତିପିଠ ମା’ ଭଗବତୀ ମନ୍ଦିର, ବଢୁଛି ଜନ ଅସନ୍ତୋଷ
ଆଞ୍ଚଳିକ

ଅନ୍ଧକାରମୟ ପ୍ରସିଦ୍ଧ ଶକ୍ତିପିଠ ମା’ ଭଗବତୀ ମନ୍ଦିର, ବଢୁଛି ଜନ ଅସନ୍ତୋଷ

October 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଅଞ୍ଚଳର ପ୍ରସିଦ୍ଧ ଶକ୍ତିପିଠ ମା’ ଭଗବତୀ ମନ୍ଦିର ସମ୍ମୁଖ ସମ୍ପୂର୍ଣ୍ଣ ଅନ୍ଧକାରମୟ ହୋଇଛି। ପୁର୍ବରୁ ମନ୍ଦିର ସମ୍ମୁଖ ଷ୍ଟ୍ରିଟ ଲାଇଟ ଅଚଳ ଥିବା ବେଳେ ବର୍ତ୍ତମାନ ଏଠାରେ ଏନଏସି ପକ୍ଷରୁ ବାତ୍ୟା ଉପଲକ୍ଷେ ହାଇମାଷ୍ଟ ଲାଇଟକୁ ତଳକୁ ଖସାଇ ଦିଆଯାଇଛି।

ତେବେ ବାତ୍ୟାର ପ୍ରଭାବ ବାଣପୁର ଅଞ୍ଚଳରେ ପଡ଼ିନଥିବା ବେଳେ ଅଦ୍ୟାବଧି ଉକ୍ତ ହାଇମାଷ୍ଟ ଲାଇଟକୁ କାର୍ଯ୍ୟକ୍ଷମ କରାଯାଉନାହିଁ। ଫଳରେ ସ୍ଥାନୀୟ ଏବଂ ରାଜ୍ୟରୁ ଆସୁଥିବା ଶ୍ରଦ୍ଧାଳୁମାନେ ସଂନ୍ଧ୍ୟାରେ ନାହିଁନଥିବା ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ଏପରିକି ଅନ୍ଧାରର ସୁଯୋଗ ନେଇ କିଛି ମଦ୍ୟପ ଓ ଅସାମାଜିକ ବ୍ୟକ୍ତିମାନେ ମନ୍ଦିର ନିକଟରେ ଆଡ୍ଡା ଜମାଉଛନ୍ତି।

ଫଳରେ ଶ୍ରଦ୍ଧାଳୁମାନେ ସଂନ୍ଧ୍ୟାରେ ମନ୍ଦିରକୁ ଯିବାକୁ ସୁରକ୍ଷିତ ମଣୁନାହାନ୍ତି। ମା’ ଭଗବତୀ ମନ୍ଦିର ଓଡିଶାର ଏକ ପ୍ରମୁଖ ଶକ୍ତିପିଠ ହୋଇଥିବା ବେଳେ ମାସ ମାସ ଧରି ଅଚଳ ହୋଇ ପଡ଼ିଥିବା ସାମାନ୍ୟ ଷ୍ଟ୍ରିଟ ଲାଇଟକୁ ଏନଏସି ମଧ୍ୟ ମରାମତି କରିପାରୁନାହିଁ।

ଏଣ୍ଡାଉମେଣ୍ଟ ସଭାପତି ତଥା ବାଣପୁର ତହସିଲଦାର ଏ ଦିଗରେ ବିହିତ ପଦକ୍ଷେପ ଗ୍ରହଣ କରିବାକୁ ସାଧାରଣରେ ଦୃଢ ଦାବି ହେଉଛି।

ବାଣପୁର ମା’ ଭଗବତୀ ମନ୍ଦିର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ତୋରସିଂ ଗ୍ରାମରେ ପାରମ୍ପରିକ କ୍ରୀଡା ପ୍ରତିଯୋଗିତା

June 15, 2026

ବଡ଼କୁଳ ଓଟିଡିସି ପାନ୍ଥନିବାସ ଠାରେ ଗଣପର୍ବ ରଜ ଉତ୍ସବ ପାଳିତ

June 14, 2026

ପହିଲି ରଜରେ ସମଗ୍ର ବାଣପୁର ଅଞ୍ଚଳ ଚଳଚଞ୍ଚଳ: ରଜ ପାଳିଲେ ମା’ ଭଗବତୀ

June 14, 2026

ବାଣପୁରରେ ମିଶ୍ରଣ ପର୍ବ: ମନ୍ତ୍ରୀଙ୍କ ଉପସ୍ଥିତିରେ ବିଜେପିରେ ଯୋଗଦେଲେ ବହୁ ବିଜେଡ଼ି କାଉନସିଲର

June 10, 2026
Latest News

ସ୍ଲୋଭାକ ଗଣରାଜ୍ୟର ପ୍ରଧାନମନ୍ତ୍ରୀଙ୍କୁ ସାକ୍ଷାତ କଲେ ପ୍ରଧାନମନ୍ତ୍ରୀ

June 16, 2026

ବିସ୍ତୃତ ରାଶିଫଳ: ଜୁନ ୧୬ ତାରିଖ ମଙ୍ଗଳବାରରେ ପାଞ୍ଚୋଟି ରାଶିର ଲୋକେ ରୁହନ୍ତୁ ସାବଧାନ

June 16, 2026

ଭାରତ-ସ୍ଲୋଭାକିଆ ମିଳିତ ବିବୃତ୍ତି

June 15, 2026

ଯୁଦ୍ଧବିରତି ନା ଆତ୍ମସମର୍ପଣ? ଟ୍ରମ୍ପ-ଇରାନ ଚୁକ୍ତିକୁ ନେଇ ବଢ଼ୁଛି ଚର୍ଚ୍ଚା

June 15, 2026

ପଶ୍ଚିମବଂଗ ଦିଘା ରୁ ‘ଧାମ’ ଶବ୍ଦ ଉଠିବା ପରେ ପୁରୀରେ ମୁଖ୍ୟମନ୍ତ୍ରୀଙ୍କୁ ଭବ୍ୟ ଗଣସମ୍ବର୍ଦ୍ଧନା

June 15, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.