Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁରର ଦୋଳମୁଣ୍ଡାଇ ଗ୍ରାମରେ ଶ୍ରୀମଦ ଭାଗବତ କଥା ମହୋତ୍ସବ ଉଦଯାପିତ
ଆଞ୍ଚଳିକ

ବାଣପୁରର ଦୋଳମୁଣ୍ଡାଇ ଗ୍ରାମରେ ଶ୍ରୀମଦ ଭାଗବତ କଥା ମହୋତ୍ସବ ଉଦଯାପିତ

October 27, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ଦୋଳମୁଣ୍ଡାଇ ଗ୍ରାମରେ ଗତ ରବିବାର ଠାରୁ ସାତଦିନ ବ୍ୟାପି ଚାଲିଥିବା ଭାଗବତ କଥା ମହୋତ୍ସବ ଶନିବାର ଉଦଯାପିତ ହୋଇଯାଇଛି। ଉକ୍ତ ମହୋତ୍ସବରେ ଭୁବନେଶ୍ୱର ଇସ୍କନ ପୀଠର ବ୍ରହ୍ମଚାରୀ ଶ୍ରୀପାଦ ଅକ୍ଷୟ ହରି ଦାଶ ପ୍ରତ୍ୟେହ ଯୋଗଦେଇ ଶ୍ରଦ୍ଧାଳୁ ମାନଙ୍କୁ ପ୍ରଭୁ ଶ୍ରୀକୃଷ୍ଣଙ୍କ ଲୀଳା ଏବଂ ଭାଗବତ ପ୍ରବଚନ ଦେଇଥିଲେ।

ଭାଗବତ ପ୍ରବଚନ କାର୍ଯ୍ୟକ୍ରମରେ ହଜାର ହାଜର ଦୀକ୍ଷା ଗ୍ରହଣ କରିଥିବା ଶ୍ରଦ୍ଧାଳୁ ଯୋଗ ଦେଇ ପ୍ରଭୁକୃପା ଲାଭ କରିଥିଲେ।

ଉଦଯାପନୀ ଉତ୍ସବରେ ଶ୍ରୀପାଦ ଦାଶ ଶ୍ରଦ୍ଧାଳୁ ମାନଙ୍କୁ କଳି ଯୁଗରେ ମାନବ ଜାତି ମୋକ୍ଷ ପ୍ରାପ୍ତି ହେବା ନେଇ ମାର୍ଗ ଦର୍ଶନ କରିଥିଲେ। ପ୍ରତ୍ୟେହ ଶ୍ରଦ୍ଧାଳୁ ମାନଙ୍କ ପାଇଁ ଅଞ୍ଚଳର ବଦାନ୍ୟ ବ୍ୟକ୍ତି ମାନଙ୍କ ଦ୍ୱାରା ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା।

ଉକ୍ତ ଉତ୍ସବକୁ ଗ୍ରାମର ଦୀକ୍ଷାଦି ରବୀନ୍ଦ୍ର ପ୍ରଧାନ, ଉଲ୍ଲାସ ପ୍ରଧାନ, ଆଲୋକ ପ୍ରଧାନଙ୍କ ସହ ସମ୍ପୂର୍ଣ୍ଣ ଦୋଳମୁଣ୍ଡାଇ ଗ୍ରାମବାସୀ ସହଯୋଗ କରିଥିବା ଜଣାପଡିଛି।

ନନ୍ଦପୁର ପଞ୍ଚାୟତ ବାଣପୁର ଭୁବନେଶ୍ୱର
Share. Facebook Twitter LinkedIn Email WhatsApp Copy Link

Related Posts

ଭୁବନେଶ୍ୱରରେ ନିଜର ସର୍ବବୃହତ ଜୁଏଲାରୀ ଶୋ’ରୁମ ଉଦ୍‌ଘାଟନ କଲା କିସ୍‌ନା

October 17, 2026

ବାଣପୁର-ବାଲୁଗାଁରେ ଏବିଭିପିର ବିଜୟ ଉତ୍ସବ

October 16, 2026

ଆଞ୍ଚଳିକ ବିଜ୍ଞାନ କେନ୍ଦ୍ରଠାରେ ରାଜ୍ୟସ୍ତରୀୟ ବିଜ୍ଞାନ ନାଟକ ପ୍ରତିଯୋଗିତା ୨୦୨୬ ଆୟୋଜିତ

October 16, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026
Latest News

ପୂଜା ପେଣ୍ଡାଲରେ ଦଳଚକଟା: ୧୭ ଜଣଙ୍କ ମୃତ୍ୟୁ

October 17, 2026

ରଣପୁରରେ ଧୁମ୍‌ଧାମ୍‌ରେ ପାଳିତ ହେଲା ମହାସପ୍ତମୀ

October 17, 2026

ଗିଲଙ୍କ ସ୍ଥାନରେ ଶ୍ରେୟସ ହେବେ ଭାରତର ଏକଦିବସୀୟ ଅଧିନାୟକ: ଇଶାନ ହେଲେ ଉପ-ଅଧିନାୟକ

October 17, 2026

ଓଡ଼ିଶା ଆସିବେ ରାଷ୍ଟ୍ରପତି-ପ୍ରଧାନମନ୍ତ୍ରୀ

October 17, 2026

ରାହୁଲ ଗାନ୍ଧୀଙ୍କ ବିରୋଧରେ ମହିଳା ସାମ୍ବାଦିକଙ୍କ ଅଭିଯୋଗ: ତୁରନ୍ତ FIR ଦାବି

October 17, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.