Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଜୁଆ ଅଡ୍ଡା ଉପରେ ବାଣପୁର ପୋଲିସର ଚଢ଼ାଉ: ଆଠ ଜୁଆଡ଼ି ଗିରଫ
ଆଞ୍ଚଳିକ

ଜୁଆ ଅଡ୍ଡା ଉପରେ ବାଣପୁର ପୋଲିସର ଚଢ଼ାଉ: ଆଠ ଜୁଆଡ଼ି ଗିରଫ

October 29, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର (ସୀତାରାମ ଅଗ୍ରୱାଲ): ଖୋର୍ଦ୍ଧା ଜିଲ୍ଲା ବାଣପୁର ଥାନା ଅନ୍ତର୍ଗତ ନାରଣଦେଇପୁର ଗ୍ରାମରେ ଚାଲିଥିବା ଜୁଆ ଅଡ୍ଡା ଉପରେ ପୋଲିସ ଚଢ଼ାଉ କରି ଆଠ ଜଣ ଜୁଆଡ଼ିଙ୍କୁ ଗିରଫ କରିଛି। ସୂଚନା ମୁତାବକ ଉକ୍ତ ଗ୍ରାମରେ ଜୁଆ ଆଡ୍ଡା ଚାଲିଥିବାର ସୂଚନା ପାଇ ବାଣପୁର ଆଇଆଇସି ରମେଶ କୁମାର ଦେବତାଙ୍କ ନିର୍ଦ୍ଦେଶକ୍ରମେ ଏକ ଟିମ ଉକ୍ତ ଗ୍ରାମରେ ଚଢ଼ାଉ କରିଥିଲେ।

ଚଢ଼ାଉ ବେଳେ ୮ ଜୁଆଡ଼ି ଗିରଫ ହୋଇଥିବା ବେଳେ ସେମାନଙ୍କ ନିକଟରୁ ୧୫ ହଜାର ଟଙ୍କା ଜବତ ହୋଇଛି। ଅଭିଯୁକ୍ତ ମାନଙ୍କୁ ଆଜି କୋର୍ଟଚାଲାଣ କରାଯିବ ବୋଲି ସୂଚନା ମିଳିଛି।

ଜୁଆଡ଼ି ଗିରଫ ବାଣପୁର ପୋଲିସ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବରୀଶ ମହାବିଦ୍ୟାଳୟର ୬୩ ତମ ପ୍ରତିଷ୍ଠାର ଉଦଯାପନ ଦିବସ

July 28, 2026

ବାଲୁଗାଁ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ପ୍ରବେଶ ଉତ୍ସବ

July 23, 2026

ବାଣପୁର: ଉତ୍ତରାୟଣୀ ପୀଠରେ ଭାଜପାର ବନ୍ଧୁ ମିଳନ କାର୍ଯ୍ୟକ୍ରମ

July 20, 2026

ବାଣପୁର-ବାଲୁଗାଁ ରୋଟାରୀ କ୍ଲବର ଗଠନମୂଳକ ସଭା

July 20, 2026
Latest News

ବିଜେପିରୁ ଇସ୍ତଫା ଦେଲେ ଶହଜାଦ ପୁନାୱାଲା?: ପରିବର୍ତ୍ତନ କଲେ ‘X’ ଆକାଉଣ୍ଟ

July 31, 2026

ଅମିତ ଶାହଙ୍କ ଇସ୍ତଫା ଦାବି କଲା ସିଜେପି: ସରକାରକୁ କଡ଼ା ଆକ୍ରମଣ କଲେ ଅଭିଜିତ ଦୀପକେ

July 31, 2026

ଫାଇନାଲରେ ମୁହାଁମୁହିଁ ହେବେ ନୀରଜ ଚୋପ୍ରା ଏବଂ ଅରଶଦ ନଦୀମ: ଜାଣନ୍ତୁ କାର୍ଯ୍ୟସୂଚୀ

July 31, 2026

୧୧୨ ବର୍ଷ ପରେ ପ୍ରଥମ ଥର: ଭାରତ-ବ୍ରାଜିଲ ମଧ୍ୟରେ ହେବ ଐତିହାସିକ ମ୍ୟାଚ୍, ଜାଣନ୍ତୁ ତାରିଖ

July 31, 2026

‘ପେପର ଲିକ୍ ଭଳି ଏକ ଗମ୍ଭୀର ରୋଗର ସ୍ଥାୟୀ ଚିକିତ୍ସା ଆବଶ୍ୟକ’: ରାଘବ ଚଢା

July 31, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.