Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟର ୭୬ ତମ ପ୍ରତିଷ୍ଠା ଦିବସ: ଯୋଗଦେଲେ ଆଇନ ମନ୍ତ୍ରୀ, ପୁରୀ ସାଂସଦ
ଆଞ୍ଚଳିକ

ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟର ୭୬ ତମ ପ୍ରତିଷ୍ଠା ଦିବସ: ଯୋଗଦେଲେ ଆଇନ ମନ୍ତ୍ରୀ, ପୁରୀ ସାଂସଦ

October 31, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ଆଜି ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟର ୭୬ ତମ ପ୍ରତିଷ୍ଠା ଦିବସ ମହାସମାରୋହରେ ପାଳିତ ହୋଇଯାଇଛି। ପ୍ରଧାନ ଶିକ୍ଷୟତ୍ରୀ ସ୍ୱାଧିନା ମଞ୍ଜରୀ ବେହେରାଙ୍କ ସଭାପତିତ୍ୱରେ ବିଦ୍ୟାଳୟ ପରିସରରେ ଏକ ସାଧାରଣ ସଭା ଅନୁଷ୍ଠିତ ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଓଡିଶା ଆଇନ,ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ, ସାଂସଦ ଡାଃ ସମ୍ବିତ ପାତ୍ର, ଏନଏସି ଅଧ୍ୟକ୍ଷା ସୁକାନ୍ତି ପାଇକରାୟ, ଚିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋଷ୍ଣା ବେହେରା, ପଞ୍ଚସଖା ଶିକ୍ଷା ସେତୁ ସଭାପତି ବିଜୟ କୁମାର ନାୟକ ଓ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବିଘ୍ନେଶ୍ବର ପ୍ରଧାନ ପ୍ରମୁଖ ଯୋଗ ଦେଇଥିଲେ।

ଆଦର୍ଶ ଶିକ୍ଷକଙ୍କ ଗୁଣାତ୍ମକ ଶିକ୍ଷା ଶୈକ୍ଷିକ ପରିବେଶକୁ ବିକଶିତ କରିଥାଏ।ଖୋର୍ଦ୍ଧା ଜିଲ୍ଲାରେ ଏହି ବିଦ୍ୟାଳୟ ସର୍ବାଗେ ରହିଥିବା ବେଳେ ଏହି ବିଦ୍ୟାଳୟର ପୁରାତନ ଛାତ୍ରଛାତ୍ରୀ ବହୁ ଉଚ୍ଚ ପଦାଧିକାରୀ ଦେଶ ବିଦେଶରେ ଅନେକ ଖ୍ୟାତି ଅର୍ଜନ କରିପାରିଛନ୍ତି।ଯାହାକି ଉତ୍ତମ ଶିକ୍ଷା,ପରିଶ୍ରମ ହିଁ ପ୍ରତିଟି କ୍ଷେତ୍ରରେ ଆଗକୁ ବଢ଼ିବାରେ ସହାୟକ ହୋଇପାରିବ ବୋଲି ଅତିଥିମାନେ ଛାତ୍ରଛାତ୍ରୀଙ୍କୁ ଦିଗଦର୍ଶନ ଦେଇଥିଲେ।ଅପରାହ୍ନରେ ଛାତ୍ରଛାତ୍ରୀ ମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା। ବିଭିନ୍ନ ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରଛାତ୍ରୀଙ୍କୁ ଅତିଥି ମାନଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା।ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟମାନେ ପୂର୍ଣ୍ଣ ସହଯୋଗ କରିଥିବା ବେଳେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଅଭିଭାବକ, ଶିକ୍ଷକ ଶିକ୍ଷୟିତ୍ରୀ, କର୍ମଚାରୀମାନେ ଉପସ୍ଥିତ ଥିଲେ।

ଆଇନ ମନ୍ତ୍ରୀ ଡ଼ା ସମ୍ବିତ ପାତ୍ର ପୁରୀ ସାଂସଦ ପୃଥ୍ବୀରାଜ ହରିଚନ୍ଦନ ପ୍ରତିଷ୍ଠା ଦିବସ ବାଲୁଗାଁ ସରକାରୀ ଉଚ୍ଚ ବିଦ୍ୟାଳୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ଅଗ୍ନିକାଣ୍ଡ କ୍ଷତିଗସ୍ତ ପରିବାରଙ୍କୁ ସାକ୍ଷାତ କଲେ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ

May 29, 2026

ମହାଭାରତ ବେଳେ ଦୁଇ ଗୋଷ୍ଠୀ ମୁହାଁମୁହିଁ

May 28, 2026

ଆଜି ୧୨ ଘଣ୍ଟିଆ ଜୟପୁର ବନ୍ଦ

May 28, 2026

ବାଣପୁର ବ୍ଲକ ପରିସରରେ ଆଇନ ସଚେତନତା ଶିବିର

May 27, 2026
Latest News

ପୁଣି ଥରେ ବଢିଲା ସିଏନଜି ଦର 

May 30, 2026

ଆଜି ଠାରୁ ରାଜ୍ୟରେ ଏସ୍‌ଆଇଆର୍‌

May 30, 2026

କାରକୁ ୫୦୦ ମିଟର ଘୋଷାଡ଼ି ନେଲା ହାଇୱା

May 30, 2026

ଝାରସୁଗୁଡାରେ ପୋଲିସ ଏନକାଉଣ୍ଟର

May 30, 2026

ହିନ୍ଦୀ ପରାମର୍ଶଦାତା ସମିତି ବୈଠକରେ ଅଧ୍ୟକ୍ଷତା କଲେ ଅର୍ଜୁନ ରାମ ମେଘୱାଲ

May 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.