Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବରିଷ୍ଠ କଳାକାରଙ୍କୁ ସମ୍ବର୍ଦ୍ଧନା
ଆଞ୍ଚଳିକ

ବରିଷ୍ଠ କଳାକାରଙ୍କୁ ସମ୍ବର୍ଦ୍ଧନା

November 6, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): କଳା ଓ କଳାକାର ହିତୈଷୀ ମହାମଞ୍ଚ “ନିଖିଳ ଓଡ଼ିଶା ବରିଷ୍ଠ କଳାକାର ମହାସଂଘ” ମହାସଚିବ ସୁବାସ ଚନ୍ଦ୍ର ସାହୁ ରୋଶଙ୍କୁ ବ୍ରାହ୍ମଣଛାଇ ଗ୍ରାମସ୍ଥ ଶ୍ରୀଶ୍ରୀଶ୍ରୀ ଗୋପୀନାଥ ସଂକୀର୍ତ୍ତନ ମଣ୍ଡଳୀର ଆଖଡା ଆତ୍ମ ପ୍ରକାଶ ମହୋତ୍ସବରେ ଯୋଗଦେଇ କଳାକାରମାନଙ୍କୁ ସମାଜର ମୋକ୍ଷ ମାର୍ଗ ଦର୍ଶକ ଭାବେ ଅଭିହୀତ କରିବା ସହିତ କଳାକାରମାନେ ସଂଘ ମନସ୍କ ହେବା ନିମନ୍ତେ ପରାମର୍ଶ ଦେଇଥିଲେ।

ଏହି ଅବସରରେ ମହାସଚିବ ରୋଶନ୍ ଙ୍କ ସମେତ ବରିଷ୍ଠ କଳାକାର ପ୍ରଦୀପ କୁମାର ସାହୁ ଏବଂ ମହେନ୍ଦ୍ର କୁମାର ସାହୁଙ୍କୁ ସଂକୀର୍ତ୍ତନ ମଣ୍ଡଳୀ ତରଫରୁ ଗ୍ରାମସ୍ଥ ଗ୍ରାମଦେବତୀ ମନ୍ଦିର ପରିସରରେ ଉତ୍ତରୀୟ ପ୍ରଦାନ ପୂର୍ବକ ସମ୍ବର୍ଦ୍ଧିତ କରାଯାଇଥିଲା। ଆଜି ପ୍ରତ୍ୟୁଷରେ ସୁନାମଧନ୍ୟ ମ୍ରୁଦଙ୍ଗ ବାୟକ ଗୁରୁ ଡ୍ରାଇଭର ପ୍ରଧାନଙ୍କ ପ୍ରତ୍ୟକ୍ଷ ତତ୍ତ୍ବାବଧାନରେ ସଂକୀର୍ତ୍ତନ ମଣ୍ଡଳୀର ନୁତନ ଶିକ୍ଷାର୍ଥୀମାନଙ୍କ ପ୍ରଥମ ପ୍ରଦର୍ଶନ ଗୁରୁ ବରଣୀ ଓ ମନ୍ଦିର ଭ୍ରମଣ କାର୍ଯ୍ୟକ୍ରମ ମହାସମାରୋହରେ ଅନୁଷ୍ଠିତ ହୋଇଯାଇଛି।

ସନ୍ଧ୍ୟାରେ ସଂକୀର୍ତ୍ତନ ସମାବେଶର ଆୟୋଜନ ରହିଛି। କାର୍ଯ୍ୟକ୍ରମ ପରିଚାଳନା କ୍ଷେତ୍ରରେ ସଂକୀର୍ତ୍ତନ ମଣ୍ଡଳୀ ଅଧିକାରୀ ଜୀତେନ୍ଦ୍ର ପ୍ରୁଷ୍ଟି, ପରିଚାଳକ ହଜାରୀ ପ୍ରୁଷ୍ଟି, ମ୍ରୁଦଙ୍ଗ ଗୁରୁ କିଶୋର ମହାରଣା ପ୍ରମୁଖ ସହଯୋଗ କରିଥିଲେ।

Share. Facebook Twitter LinkedIn Email WhatsApp Copy Link

Related Posts

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026

ଆରଏସଏସ ତରଫରୁ ବାଣପୁରରେ ରକ୍ଷା ବନ୍ଧନ ଉତ୍ସବ ପାଳିତ

August 27, 2026

ଧର୍ମପରାୟଣ ସମାଜସେବୀ ମହିଳାଙ୍କ ପରଲୋକ

August 26, 2026
Latest News

ଗାଁକୁ ଆସି ପାରିଲାନି ଆମ୍ବୁଲାନ୍ସ: ଖଟରେ ବୁହାହେଲେ ଅସୁସ୍ଥ ମହିଳା

August 30, 2026

ସରକାର ଶିକ୍ଷାର କଣ୍ଠରୋଧ ନ କରି ସମସ୍ୟା ସମାଧାନରେ ସହାୟକ ହୁଅନ୍ତୁ: ସମନ୍ୱୟ ସମିତି

August 30, 2026

ମୁଖ୍ୟ ଶାସନ ସଚିବ ଅନୁ ଗର୍ଗଙ୍କ ଅଧ୍ୟକ୍ଷତାରେ ‘ପ୍ରୟାସ’ ବୈଠକ

August 30, 2026

ଭାରତଠାରୁ ୧୦ ଲକ୍ଷ ବ୍ୟାରେଲ ତେଲ ଆମଦାନୀ କଲା ରୁଷ: ଜାଣନ୍ତୁ କାରଣ

August 30, 2026

ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ରାଜନେତା ଡମ୍ବରୁ ମାଝୀଙ୍କର ୮୬ ବର୍ଷ ବୟସରେ ପରଲୋକ

August 30, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.