Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଚ଼ିଲିକାରେ ପଞ୍ଚାୟତ ସ୍ତରୀୟ ସମୀକ୍ଷା ବୈଠକ
ଆଞ୍ଚଳିକ

ଚ଼ିଲିକାରେ ପଞ୍ଚାୟତ ସ୍ତରୀୟ ସମୀକ୍ଷା ବୈଠକ

November 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଲୁଗାଁ: ବୁଧବାର ପୂର୍ବାହ୍ନରେ ଚ଼ିଲିକା ବ୍ଲକ ସମ୍ମିଳନୀ କକ୍ଷ ଠାରେ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନଙ୍କ ଅଧ୍ୟକ୍ଷତାରେ ଚ଼ିଲିକା ବ୍ଲକ ଅନ୍ତର୍ଗତ ସମସ୍ତ ପଞ୍ଚାୟତର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ, କନିଷ୍ଠ ଯନ୍ତ୍ରୀ, ଜିଆରଏସ ମାନଙ୍କ ସହ ଗ୍ରାମପଞ୍ଚାୟତରେ ଚ଼ାଲୁଥିବା ସମସ୍ତ କାର୍ଯ୍ୟ ସମ୍ପର୍କରେ ସମୀକ୍ଷା କରିଥିଲେ। ଏଥିସହିତ ଆବଶ୍ୟକ ଗୁଣବତ୍ତା ବଜାୟ ରଖି କାର୍ଯ୍ୟର‌ ଅଗ୍ରଗତିକୁ ତ୍ବରାନ୍ବିତ କରିବା ଏବଂ ସମସ୍ତ ପ୍ରକଳ୍ପ ଗୁଡିକୁ ଡ଼ିସେମ୍ବର ୩୧ ସୁଦ୍ଧା ଶେଷ କରିବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ମନ୍ତ୍ରୀ ଶ୍ରୀ ହରିଚନ୍ଦନ ନିର୍ଦ୍ଦେଶ ଦେଇଥିଲେ।

ଉକ୍ତ ବୈଠକରେ ଚ଼ିଲିକା ବ୍ଲକ ଅଧ୍ୟକ୍ଷା ଜ୍ୟୋସ୍ନା ରାଣୀ ବେହେରା, ଉପାଧ୍ୟକ୍ଷ ଅରୁଣ ପଟ୍ଟନାୟକ, ବିଡ଼ିଓ ହଳଧର ଶବର, ନିର୍ବାହୀ ଯନ୍ତ୍ରୀ ପ୍ରମୁଖ ଉପସ୍ଥିତ ଥିଲେ।

ଓଡିଶା ସରକାର ଚିଲିକା ପୃଥ୍ୱୀରାଜ ହରିଚନ୍ଦନ
Share. Facebook Twitter LinkedIn Email WhatsApp Copy Link

Related Posts

‘୨୦କ ପଣିକିଆରେ ବୃଦ୍ଧାଶ୍ରମ’ ଶୀର୍ଷକ ଏକ ସଚେତନତାଧର୍ମୀ ଭିଡ଼ିଓ ଉନ୍ମୋଚନ କଲେ ମନ୍ତ୍ରୀ ପୃଥ୍ୱୀରାଜ

October 17, 2026

ତାମିଲନାଡୁରେ ଆଉ ଜଣେ ଓଡ଼ିଆ ଦାଦନ ଶ୍ରମିକଙ୍କ ମୃତ୍ୟୁ

October 14, 2026

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

ବ୍ରଜମୋହନ ରାମ ହେଲେ ଓଡ଼ିଶା ରାଜ୍ୟପାଳ

October 12, 2026
Latest News

ଟାଇଗର ଶ୍ରଫଙ୍କୁ ଗୁଳିମାଡ଼

October 18, 2026

ଟିଭି କେବୁଲ୍‌ ମରାମତି ବେଳେ ଅଘଟଣ, ଦୁଇ କର୍ମଚାରୀଙ୍କ ମୃତ୍ୟୁ

October 18, 2026

ଭକ୍ତଙ୍କ ଉପରେ ମାଡ଼ିଗଲା ଟ୍ରକ୍, ୧୫ ମୃତ

October 18, 2026

IDBI Bank Sale Controversy: ଆଡିବିଆଇ ବ୍ୟାଙ୍କ ବିକିବା ପ୍ରସ୍ତାବକୁ ବିରୋଧ କରି କର୍ମଚାରୀ ସଂଘର ଧର୍ମଘଟ ଆହ୍ବାନ

October 18, 2026

ପ୍ରାଚୀନ ଅଷ୍ଟଶମ୍ଭୁ ମନ୍ଦିରରୁ ଐତିହାସିକ ପୁରାତନ ବୀରଶିଳା ଆବିଷ୍କୃତ

October 18, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.