Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଭି.ଭି ଗିରି ସରକାରୀ ମହିଳା ମାଧ୍ୟମିକ ପ୍ରଶିକ୍ଷଣ ବିଦ୍ୟାଳୟର ପରିଚାଳନା କମିଟି ଗଠନ
ଆଞ୍ଚଳିକ

ଭି.ଭି ଗିରି ସରକାରୀ ମହିଳା ମାଧ୍ୟମିକ ପ୍ରଶିକ୍ଷଣ ବିଦ୍ୟାଳୟର ପରିଚାଳନା କମିଟି ଗଠନ

November 7, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବ୍ରହ୍ମପୁର (କୈଳାଶ ଚନ୍ଦ୍ର ଚୌଧୁରୀ): ଗିରି ରୋଡ୍ ସ୍ଥିତ ଭି.ଭି ଗିରି ସରକାରୀ ମହିଳା ମାଧ୍ୟମିକ ପ୍ରଶିକ୍ଷଣ ବିଦ୍ୟାଳୟରେ ପ୍ରଧାନ ଶିକ୍ଷୟିତ୍ରୀ ଚାନ୍ଦିନୀ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏବଂ ପୁରାତନ ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଏଲ. କଳ୍ପନା ଙ୍କ ସହଯୋଗ ରେ ଅଭିଭାବକ ଶିକ୍ଷକ/ଶିକ୍ଷୟିତ୍ରୀ ତଥା ବିଦ୍ୟାଳୟ ପରିଚାଳନା ଓ ଉନ୍ନୟନ ବୈଠକ ଅନୁଷ୍ଠିତ ହୋଇଛି।

ଉକ୍ତ ବୈଠକରେ ଅଭିଭାବକମାନେ ଯୋଗଦାନ କରି ନୂତନ ବିଦ୍ୟାଳୟ ପରିଚାଳନା କମିଟି ନିର୍ବାଚନରେ ଅଂଶଗ୍ରହଣ କରି ନବନିର୍ବାଚିତ କର୍ମକର୍ତ୍ତାଙ୍କୁ ନିର୍ବାଚିତ କରିଥିଲେ।

ଏହି ଅବସର ରେ ବିଦ୍ୟାଳୟ ରେ ୫୦୦ରୁ ଉର୍ଦ୍ଧ୍ୱ ଅଭିଭାବକମାନେ ଯୋଗଦେଇ ନୂତନ ବିଦ୍ୟାଳୟ ପରିଚାଳନା କମିଟି ଗଠନ ନିମନ୍ତେ ନୂତନ ସଭାପତି ଭାବରେ ସ୍ଵପ୍ନଲତା ସାହୁ ଏବଂ ଉପ ସଭାପତି ଭାବରେ ସନ୍ତୋଷ କୁମାର ପଣ୍ଡା ମହୋଦୟଙ୍କୁ ଏବଂ ୧୦ ଜଣ ଅନ୍ୟାନ୍ୟ ସଭ୍ୟବୃନ୍ଦଙ୍କୁ ଚୟନ କରିଥିଲେ।

ପରିଶେଷ ରେ ପିଲାମାନଙ୍କର ବିଭିନ୍ନ ସମସ୍ୟା ଏବଂ ସମାଧାନ ସମ୍ପର୍କରେ ଶିକ୍ଷକ ଓ ଅଭିଭାବକଙ୍କ ମଧ୍ୟରେ ଆଲୋଚନା ହୋଇଥିଲା।

Share. Facebook Twitter LinkedIn Email WhatsApp Copy Link

Related Posts

ମହତପଲ୍ଲାରେ ବାର୍ଷିକ ଉତ୍ସବ: ନାଟକ, କବିତା ଓ ନୃତ୍ୟରେ ମନମୁଗ୍ଧ ଦର୍ଶକ

March 3, 2026

ଗୋଦାବରୀଶ ମହାବିଦ୍ୟାଳୟରେ ବିଜ୍ଞାନ ଦିବସ ଉପଲକ୍ଷେ ସଭା

February 28, 2026

ଛତ୍ରପୁର ଆଶ୍ରମ ବିଦ୍ୟାଳୟର ପ୍ରଧାନ ଶିକ୍ଷକଙ୍କ ଅବସରକାଳୀନ ସମ୍ବର୍ଦ୍ଧନା ସଭା

February 28, 2026

ବାଣପୁର: ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ “ଜାତୀୟ ବିଜ୍ଞାନ ଦିବସ”

February 28, 2026
Latest News

ବାହାରିନରେ ଫସି ରହିଛନ୍ତି ୧୦୦ ରୁ ଅଧିକ ଭାରତୀୟ: ସାହାଯ୍ୟ ପାଇଁ ନିବେଦନ କଲେ ପରିବାର

March 4, 2026

ଟି-୨୦ ବିଶ୍ୱକପରେ ଖରାପ ପ୍ରଦର୍ଶନର ପ୍ରଭାବ: ପାକିସ୍ତାନ ଦଳରୁ ବାଦ ପଡ଼ିଲେ ବାବର ଆଜମ

March 4, 2026

ଶରଦ ପାୱାରଙ୍କ ଯୋଗୁଁ ମହାରଷ୍ଟ୍ରର ସମସ୍ତ ରାଜ୍ୟସଭା ଆସନ ନିର୍ବିରୋଧୀ ହେବ କି?: ଜାଣନ୍ତୁ ଗଣତି

March 4, 2026

ଐତିହାସିକ ବାଣପୁର ପଞ୍ଚୁଦୋଳ ଯାତ୍ରାର ଶୁଭାରମ୍ଭ: ଶୁଭ ମୁହୂର୍ତ୍ତରେ ପଡ଼ିଲା ଶୁଭ ଖୁଣ୍ଟି

March 4, 2026

ସେମିଫାଇନାଲ ଲଢେଇ ପୂର୍ବରୁ ଭାରତୀୟ ଦଳକୁ ଚେତାବନୀ ଦେଲେ ଇଂଲଣ୍ଡ ଖେଳାଳି: ଜାଣନ୍ତୁ କ’ଣ?

March 4, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.