Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ରେଢ଼ାଖୋଲ ପ୍ରେସ କ୍ଲବର କାର୍ଯ୍ୟକାରିଣୀ ବୈଠକ: ସଭାପତି ହେଲେ ରମାକାନ୍ତ ମହାନନ୍ଦ
ଆଞ୍ଚଳିକ

ରେଢ଼ାଖୋଲ ପ୍ରେସ କ୍ଲବର କାର୍ଯ୍ୟକାରିଣୀ ବୈଠକ: ସଭାପତି ହେଲେ ରମାକାନ୍ତ ମହାନନ୍ଦ

November 10, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ: ସମ୍ବଲପୁର ଜିଲ୍ଲା ରେଢ଼ାଖୋଲ ପ୍ରେସ କ୍ଲବର କାର୍ଯ୍ୟକାରିଣୀ ବୈଠକ ନାକଟିଦେଉଳ ବ୍ଲକ ଅନ୍ତର୍ଗତ ଚମ୍ପାଳୀ ବନବିଭାଗ ନର୍ସରୀ ଠାରେ ରବିବାର ଦିନ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ରେଢ଼ାଖୋଲ ଉପଖଣ୍ଡ ଅଞ୍ଚଳର ପ୍ରେସ କ୍ଲବର ସାମ୍ବାଦିକ ସଦସ୍ୟ ମାନେ ଯୋଗ ଦେଇ ବିଭିନ୍ନ ପ୍ରସଙ୍ଗ ଉପରେ ଆଲୋଚନା କରିଥିଲେ। ଏହି କାର୍ଯ୍ୟକାରିଣୀ ବୈଠକରେ ସଂଗଠନ କୁ ସୁଦୃଢ କରିବା ସହ ଆଗକୁ ସଂଗଠିତ ହୋଇ କାର୍ଯ୍ୟ କରିବାକୁ ଆହ୍ବାନ ଦେଇଥିଲେ।

ଏହି ପରିପ୍ରେକ୍ଷୀରେ ପ୍ରେସ କ୍ଲବ୍ ର ନୃତନ କାର୍ଯ୍ୟକର୍ତ୍ତା ଚୟନ କରାଯାଇଥିଲା। ଏଥିରେ ପ୍ରେସ କ୍ଲବ୍ ର ସଭାପତି ରମାକାନ୍ତ ମହାନନ୍ଦ, ଉପସଭାପତି ପ୍ରସନ୍ନ ପ୍ରଧାନ, ସମ୍ପାଦକ ତପନ କୁମାର ବିଶ୍ବାଳ, ସହ ସମ୍ପାଦକ ଶଙ୍କର ପୃଷ୍ଟି, କୋଷାଧ୍ୟକ୍ଷ ଯଶବନ୍ତ ନାରାୟଣ ସାହୁ ପ୍ରମୁଖ ଙ୍କୁ ମନୋନିତ କରାଯାଇଥିଲା।

ଏହି ବୈଠକରେ ବରିଷ୍ଟ ସାମ୍ବାଦିକ ରବିନ୍ଦ୍ର ପ୍ରଧାନ, ଜୟନ୍ତ ଖଡିରତ୍ନ, ରୋହିତ ଭୋଇ, ଶରତ ପ୍ରଧାନ, ସୁଶାନ୍ତ କୁମାର ନାଗ, ସୁଧୀର ସୁନା, କନ୍ଦର୍ପ ବେହେରା, ଅରୁଣ କୁମାର ପ୍ରଧାନ,ଅନିଲ ପୃଷ୍ଟି, ସରୋଜ ସାହୁ, ବିଦ୍ୟାଧର ମାଝୀ, ଲିଙ୍ଗରାଜ ପ୍ରଧାନ, ଗଜାନନ ଭେସରା, ମଦନ ବେହେରା ପ୍ରମୁଖ ସହ ନୂତନ ଭାବେ ରଶ୍ମି ରଞ୍ଜନ ଖଡ଼ିରତ୍ନ ଓ ସନ୍ତୋଷ ବଘାର ଯୋଗ ଦେଇଥିଲେ।

ରେଢାଖୋଲ ସମ୍ବଲପୁର ଜିଲ୍ଲା
Share. Facebook Twitter LinkedIn Email WhatsApp Copy Link

Related Posts

ବିରଳ ବଜ୍ରକାପ୍ତା ଉଦ୍ଧାର

October 13, 2026

କାର ସହ ଗଞ୍ଜେଇ ଜବତ: ୩ ଅଭିଯୁକ୍ତ ଗିରଫ

October 10, 2026

କରୁଣାଶାନ୍ତି ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଉତ୍କଳମଣି ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ପାଳିତ

October 10, 2026

ବାରୁଦ ଓ ବାଣ ସାମଗ୍ରୀ ଜବତ, ଅଭିଯୁକ୍ତ ଗିରଫ

October 9, 2026
Latest News

ମିରଟରେ ନୀଳ ଡ୍ରମ୍ ହତ୍ୟାକାଣ୍ଡ ଘଟଣା: ସ୍ତ୍ରୀ ମୁସ୍କାନ ଓ ପ୍ରେମିକଙ୍କୁ ମୃତ୍ୟୁଦଣ୍ଡ

October 14, 2026

ଶାନ୍ତିଶୃଙ୍ଖଳାର ସହ ମତଦାନ ପାଇଁ ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ

October 14, 2026

ଓଡ଼ିଶାରେ ସୃଷ୍ଟି ହେବ ବ୍ୟାପକ ନିଯୁକ୍ତିର ନୂଆ ଦିଗନ୍ତ: ମୁଖ୍ୟମନ୍ତ୍ରୀ

October 14, 2026

ଉତ୍କଳ ବିଶ୍ୱବିଦ୍ୟାଳୟ କ୍ୟାମ୍ପସରେ ଭୟଙ୍କର ଉତ୍ତେଜନା, ବିସିଜେଡି ଓ ଏବିଭିପି ଛାତ୍ରଗୋଷ୍ଠୀ ମୁହାଁମୁହିଁ

October 14, 2026

ନବୀନଙ୍କୁ ବିଜେପିର ପାଲଟା ଜବାବ: ଚବିଶ ବର୍ଷର ଶାସନରେ ଓଡ଼ିଶାର ଅର୍ଥନୀତି ତଳକୁ ଖସିଥିଲା

October 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.