Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଲୁଗାଁ ଚାଷଙ୍ଗରା ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଆରମ୍ଭ, ଗୁରୁବାରରେ ମହୋତ୍ସବ
ଆଞ୍ଚଳିକ

ବାଲୁଗାଁ ଚାଷଙ୍ଗରା ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ ଆରମ୍ଭ, ଗୁରୁବାରରେ ମହୋତ୍ସବ

November 13, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link
ବାଲୁଗାଁ ଚାଷଙ୍ଗରା
ବାଲୁଗାଁ ଚାଷଙ୍ଗରା ଗ୍ରାମରେ ଅଷ୍ଟପ୍ରହରୀ ନାମଯଜ୍ଞ, ଗୁରୁବାରରେ ମହୋତ୍ସବ

ବାଲୁଗାଁ: ମାସ ମଧ୍ୟରେ କାର୍ତ୍ତିକ ମାସ ସବୁଠାରୁ ପବିତ୍ର ମାସ। ସେଥିପାଇଁ ଏହି ମାସରେ ବିଭିନ୍ନ ସ୍ଥାନରେ ନାମଯଜ୍ଞର ଆୟୋଜିତ ହୋଇଥାଏ। ସେହି ପରିପ୍ରେକ୍ଷୀରେ ଖୋର୍ଦ୍ଧା ଜିଲ୍ଲା ବାଲୁଗାଁ ନିକଟସ୍ଥ ଚାଷଙ୍ଗରା ଗ୍ରାମରେ ପାଳିତ ହେଉଛି ଅଷ୍ଟପ୍ରହରୀ ନାମଯଜ୍ଞ। ଯେଉଁଥିରେ ଚାଷଙ୍ଗରା ସହିତ ସ୍ଥାନୀୟ ଗ୍ରାମର ବହୁ ଭକ୍ତଙ୍କର ସମାଗମ ହୋଇଛି।

ଗତକାଲି ଭୋରରୁ ଆରମ୍ଭ ହୋଇଛି ଏହି ନାମଯଜ୍ଞ। ଆଜି ଦିନ ତମାମ ଏହି ନାମଯଜ୍ଞ ଜାରୀ ରହିଛି। ଏଥିପାଇଁ ବିଭିନ୍ନ ସ୍ଥାନରୁ ସାତଟି ନାମଯଜ୍ଞ ଦଳ ଏଥିରେ ଭାଗ ନେଇଛନ୍ତି। ଗୁରୁବାର ଦିନ ଏହାର ପୂର୍ଣ୍ଣାହୁତି ହେବା ସହ ନଗର ପରିକ୍ରମା କାର୍ଯ୍ୟକ୍ରମ ରହିଛି। ଶେଷରେ ହଜାର ହଜାର ଭକ୍ତଙ୍କ ପାଇଁ ପ୍ରସାଦ ଉତ୍ସବର ଆୟୋଜନ କରାଯାଇଛି। ପ୍ରାୟ ଦୀର୍ଘବର୍ଷ ଧରି ଏହି ନାମଯଜ୍ଞ ଚାଷଙ୍ଗରା ଗ୍ରାମରେ ଆୟୋଜିତ ହୋଇଆସୁଛି।

ଅଷ୍ଟପ୍ରହର ନାମ ଯଜ୍ଞ ଚାଷଙ୍ଗରା
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର କୋର୍ଟ ପରିସରରେ ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ

March 14, 2026

ବାଲୁଗାଁ: ସାମ୍ବାଦିକଙ୍କ ମାତୃ ବିୟୋଗ

March 12, 2026

ଗୋଦାବରୀଶ ମହାବିଦ୍ୟାଳୟରେ ସଡ଼କ ସୁରକ୍ଷା ଉପରେ ଡିଜିଟାଲ ଭିଡିଓ ପ୍ରଦର୍ଶନ କାର୍ଯ୍ୟକ୍ରମ

March 11, 2026

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ

March 10, 2026
Latest News

ସୂଚନାର ସମୟୋଚିତ, ସ୍ୱଚ୍ଛ ଏବଂ ସୁଲଭ ପ୍ରସାରଣ ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ: ପିଆଇବି ଏଡିଜି

March 28, 2026

Reliance Digital: ରିଲାଏନ୍ସ ଡିଜିଟାଲ ପକ୍ଷରୁ ଉତ୍କଳ ଦିବସ ପାଇଁ ସ୍ୱତନ୍ତ୍ର ଫେଷ୍ଟିଭ ଅଫର୍‌ର ଶୁଭାରମ୍ଭ

March 28, 2026

ଅଟଳ ବିହାରୀ ବାଜପେୟୀ ଦୁଃସାହସିକ କ୍ରୀଡ଼ା ପ୍ରତିଷ୍ଠାନ ପରିଦର୍ଶନ କଲେ ଓଡ଼ିଶା ଗଣମାଧ୍ୟମ ପ୍ରତିନିଧି ଦଳ

March 28, 2026

‘ବିକଶିତ ଭାରତ ରାଜ୍ୟ ସ୍ତରୀୟ ଯୁବ ସଂସଦ’: ଯୋଗ ଦେଲେ ୩୦ ଜିଲ୍ଲାର ପ୍ରତିଭାବାନ ଯୁବଶକ୍ତି

March 28, 2026

କଟକରେ ରଥ କାଠ ଚିରଟ ଅନୁକୂଳ କାର୍ଯ୍ୟ ସମ୍ପନ୍ନ

March 28, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.