Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଶିଶୁ ଦିବସ ପାଳନ
ଆଞ୍ଚଳିକ

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଶିଶୁ ଦିବସ ପାଳନ

November 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଜି ଶିଶୁ ଦିବସ ପାଳନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ଝରଣା ଓଝା ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବାଣପୁର କୋର୍ଟ ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଏବଂ ସମ୍ମାନିତ ଅତିଥି ଭାବେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସ୍ନାତକୀ ଦାସ, ବିଇଓ ସିଏଚ ବିଜୟଲକ୍ଷ୍ମୀ, ଫ୍ରଣ୍ଟ ଅଫିସ ରିଟେନର ପଦ୍ମଜା ପଟ୍ଟନାୟକ, ବରିଷ୍ଠ ଆଇନଜୀବୀ ଜଗଦିଶ ପଟ୍ଟନାୟକ, ସୀତାରାମ ଅଗ୍ରୱାଲ ଆଦି ଯୋଗଦେଇଥିଲେ।

ଉକ୍ତ ଉତ୍ସବରେ ଶିଶୁ ଦିବସ ପାଳନ ସହିତ ଶିଶୁମାନଙ୍କ ପାଇଁ ଉଦିଷ୍ଟ ବିଭିନ୍ନ ଆଇନ ତଥା ତାଙ୍କର ଅଧିକାର ବିଷୟରେ ସଚେତନ କରାଯାଇଥିଲା। ଉକ୍ତ ଉତ୍ସବ ଉପଲକ୍ଷେ ଶିଶୁମାନଙ୍କ ମଧ୍ୟରେ ତାଲୁକ ଆଇନ ସେବା ସମିତି ପକ୍ଷରୁ ପୁର୍ବରୁ ଅନୁଷ୍ଠିତ ହୋଇଥିବା ଆନ୍ତଃ ବିଦ୍ୟାଳୟ ଚିତ୍ରାଙ୍କନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।

ସଭାଶେଷରେ ଏବିଇଓ ଧନ୍ୟବାଦ ପ୍ରଦାନ କରିଥିଲେ।

ତାଲୁକ ଆଇନ ସେବା ସମିତି ବାଣପୁର ଶିଶୁ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଗୋଦାବାରୀଶ ଉଚ୍ଚ ବିଦ୍ୟାଳୟର ଯୁକ୍ତ ଦୁଇ ପରୀକ୍ଷା ଫଳାଫଳ

May 25, 2026

ବାଣପୁର: ଜାତୀୟ ସମର ଶିକ୍ଷାଥ୍ରୀ ବାହିନୀ ଛାତ୍ରଛାତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

May 17, 2026

ରୋଟାରୀ ଜିଲ୍ଲା ୩୨୬୨ ପ୍ରାନ୍ତପାଳଙ୍କ ବାଣପୁର ବାଲୁଗାଁ କ୍ଲବ ପରିଦର୍ଶନ

May 11, 2026

ମା’ ଭଗବତୀଙ୍କ ଚାପ କ୍ରୀଡ଼ା: ସାତଦେବା ଦେବୀଙ୍କୁ ସାଥିରେ ଧରି ଭଉଁରୀ ଖେଳିଲେ ମା’ ସାଆନ୍ତାଣି

May 10, 2026
Latest News

Six Dead: କଳାହାଣ୍ଡିରେ ପାଇଖାନା ଟାଙ୍କିରେ ଶ୍ବାସରୁଦ୍ଧ ହୋଇ ଚାଲିଗଲା ଛଅ ଜୀବନ

May 26, 2026

ଆଜି ସୁନା ଓ ରୂପା ମୂଲ୍ୟରେ ବୃଦ୍ଧି ନା ହ୍ରାସ?: ଜାଣନ୍ତୁ ଭୁବନେଶ୍ଵରର ସ୍ଥିତି

May 26, 2026

‘ଆତଙ୍କବାଦ ବିରୁଦ୍ଧରେ ଶୂନ୍ୟ ସହନଶୀଳତା’: QUAD ବୈଦେଶିକ ମନ୍ତ୍ରୀମାନଙ୍କ ବୈଠକରେ ଜୟଶଙ୍କର

May 26, 2026

ଋଣ ଛାଡ କଲେ ବିଜୟ ସରକାର

May 26, 2026

ଏକ ବର୍ଷ ମଧ୍ୟରେ ମୋଦୀ ଛାଡିବେ ଗାଦି : ରାହୁଲ ଗାନ୍ଧୀ

May 26, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.