Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଶିଶୁ ଦିବସ ପାଳନ
ଆଞ୍ଚଳିକ

ବାଣପୁର ତାଲୁକ ଆଇନ ସେବା ସମିତି ପକ୍ଷରୁ ଶିଶୁ ଦିବସ ପାଳନ

November 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଖୋର୍ଦ୍ଧା ଜିଲ୍ଲା ବାଣପୁର ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ତାଲୁକ ଆଇନ ସେବା ସମିତି ପକ୍ଷରୁ ଆଜି ଶିଶୁ ଦିବସ ପାଳନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବିଦ୍ୟାଳୟ ପ୍ରଧାନଶିକ୍ଷୟିତ୍ରୀ ଝରଣା ଓଝା ସଭାପତିତ୍ୱ କରିଥିବା ବେଳେ ମୁଖ୍ୟ ଅତିଥି ଭାବେ ଆଇନ ସେବା ସମିତି ଅଧ୍ୟକ୍ଷ ତଥା ବାଣପୁର କୋର୍ଟ ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଏବଂ ସମ୍ମାନିତ ଅତିଥି ଭାବେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସ୍ନାତକୀ ଦାସ, ବିଇଓ ସିଏଚ ବିଜୟଲକ୍ଷ୍ମୀ, ଫ୍ରଣ୍ଟ ଅଫିସ ରିଟେନର ପଦ୍ମଜା ପଟ୍ଟନାୟକ, ବରିଷ୍ଠ ଆଇନଜୀବୀ ଜଗଦିଶ ପଟ୍ଟନାୟକ, ସୀତାରାମ ଅଗ୍ରୱାଲ ଆଦି ଯୋଗଦେଇଥିଲେ।

ଉକ୍ତ ଉତ୍ସବରେ ଶିଶୁ ଦିବସ ପାଳନ ସହିତ ଶିଶୁମାନଙ୍କ ପାଇଁ ଉଦିଷ୍ଟ ବିଭିନ୍ନ ଆଇନ ତଥା ତାଙ୍କର ଅଧିକାର ବିଷୟରେ ସଚେତନ କରାଯାଇଥିଲା। ଉକ୍ତ ଉତ୍ସବ ଉପଲକ୍ଷେ ଶିଶୁମାନଙ୍କ ମଧ୍ୟରେ ତାଲୁକ ଆଇନ ସେବା ସମିତି ପକ୍ଷରୁ ପୁର୍ବରୁ ଅନୁଷ୍ଠିତ ହୋଇଥିବା ଆନ୍ତଃ ବିଦ୍ୟାଳୟ ଚିତ୍ରାଙ୍କନ ପ୍ରତିଯୋଗିତାର କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କୃତ କରାଯାଇଥିଲା।

ସଭାଶେଷରେ ଏବିଇଓ ଧନ୍ୟବାଦ ପ୍ରଦାନ କରିଥିଲେ।

ତାଲୁକ ଆଇନ ସେବା ସମିତି ବାଣପୁର ଶିଶୁ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ବାଲୁଗାଁ ମହାବିଦ୍ୟାଳୟର ଜାତୀୟ ଗଣିତ ଦିବସ ପାଳନ, ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସେମିନାର

December 22, 2025

ପିଚିକୁଳି ଗ୍ରାମ ପଂଚାୟତ କାର୍ଯ୍ୟାଳୟ ପରିସରରେ ଜନଶୁଣାଣି ଶିବିର

December 22, 2025

ବାଲୁଗାଁ ମହାବିଦ୍ୟାଳୟର ରସାୟନ ବିଜ୍ଞାନ ବିଭାଗ ପକ୍ଷରୁ ସେମିନାର ଓ ନୂତନ ଅଧ୍ୟାପକଙ୍କୁ ସ୍ବାଗତ

December 22, 2025

ଚକ୍ଷୁରେ ଲୁହ, ହୃଦୟରେ ଗର୍ବ: ଚାରି ଶିକ୍ଷକଙ୍କୁ ଅବସର ଓ ବିଦାୟ ସମ୍ବର୍ଦ୍ଧନା

December 20, 2025
Latest News

ଭାରତୀୟଙ୍କ ପାଇଁ ଚୀନ୍‌ର ବଡ଼ ନିଷ୍ପତ୍ତି!: ଆରମ୍ଭ ହେଲା ସରଳୀକୃତ ଅନଲାଇନ୍ ଭିସା ବ୍ୟବସ୍ଥା

December 23, 2025

ରାଜ୍ୟସଭାରେ ପରିବର୍ତ୍ତନ ହେବ ସଂଖ୍ୟା, ୨୦୨୬ ରେ ୭୫ଟି ଆସନ ପାଇଁ ହେବ ନିର୍ବାଚନ

December 23, 2025

ଆଜିଠାରୁ ବିଶାଖାପାଟଣାରେ ପେସା ମହୋତ୍ସବର ଭବ୍ୟ ଆୟୋଜନ

December 23, 2025

ବୈଧ ପ୍ରଦୂଷଣ ପ୍ରମାଣପତ୍ର ବାଧ୍ୟତାମୂଳକ ଉପରେ ବୈଠକ

December 23, 2025

ଏକ ନୂତନ ଦିଗ ପ୍ରଦାନ କରିବ ଭାରତ ଏବଂ ନ୍ୟୁଜିଲାଣ୍ଡ ମଧ୍ୟରେ ସ୍ବାକ୍ଷରିତ ମୁକ୍ତ ବାଣିଜ୍ୟ ରାଜିନାମା: କେନ୍ଦ୍ର ମନ୍ତ୍ରୀ

December 23, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.