Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ଯୁବ ରେଡକ୍ରସ ତାଲିମ ଶିବିର ଉଦଘାଟିତ
ଆଞ୍ଚଳିକ

ଯୁବ ରେଡକ୍ରସ ତାଲିମ ଶିବିର ଉଦଘାଟିତ

November 14, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟ ବାଣପୁରରେ ତିନିଦିନ ବ୍ୟାପୀ ଆୟୋଜିତ ହୋଇଥିବ ଜିଲ୍ଲା ସ୍ତରୀୟ ପ୍ରଶିକ୍ଷଣ ଶିବିର ଉଦଘାଟିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ ଏହି ଶିବିରକୁ ଉଦ୍ଘାଟନ କରି ସମାଜ ସେବା ଭଳି ମହତ କାମରେ ନିଜକୁ ନିୟୋଜିତ କରିବା ପାଇଁ ଉପଦେଶ ଦେଇଥିଲେ।

ମୁଖ୍ୟ ଅତିଥି ପଦ୍ମନାଭ ଦୋରା ମୁଖ୍ୟ ଅତିଥି ଭାବରେ ଯୋଗଦେଇ ବନ୍ୟା ବାତ୍ୟା ଭଳି ପ୍ରାକୃତିକ ବିପର୍ଯ୍ୟୟ ବେଳେ ସେଥିରେ ସାମିଲ ହୋଇ ଦେଶ ମାତୃକାର ସେବାରେ ଉତ୍ସର୍ଗୀକୃତ କରିବାପାଇଁ ଉପଦେଶ ଦେଇଥିଲେ।

ପ୍ରଶିକ୍ଷକ ଭାବରେ ପୂର୍ବତନ ଜିଲ୍ଲା ସଂଯୋଜକ ଲକ୍ଷ୍ମୀ ପ୍ରସାଦ ମିଶ୍ର ଯୋଗଦେଇ ରେଡ କ୍ରସର ଉତ୍ପତ୍ତି ବିକାଶ ଲକ୍ଷ୍ୟ ଓ ଆଭିମିଖ୍ୟ ଓ ମୌଳିକ ନୀତି ଗୁଡ଼ିକ ବିଶ୍ଳେଷଣ କରିଥିଲ। ଓସଡ଼ମା ର ସେଲ୍ଟାର କୋର୍ଡିନେଟର ସୁଦେଶ କୁମାର ସେଠୀ ରୋଡ ସେପ୍ଟି ସମ୍ପର୍କରେ ପ୍ରଶିକ୍ଷଣ ପ୍ରଦାନ କରିଥିଲେ।

ଜିଲ୍ଲା ସଂଯୋଜକ ରଞ୍ଜନ କୁମାର ମହାପାତ୍ର ରକ୍ତଦାନକୁ ଏକ ମହତ୍ ସେବା ଭାବରେ ବର୍ଣ୍ଣନା କରି ଜରୁରୀ ଆବଶ୍ୟକତା ବେଳେ ରକ୍ତଦାନ ପାଇଁ ଆଗେଇ ଆସିବା ପାଇଁ ଉପଦେଶ ଦେଇଥିଲେ।

ମହାବିଦ୍ୟାଳୟର ଉପଦେଷ୍ଟା ସତ୍ୟାନନ୍ଦ ମହାରଣା ଓ ଅନୀତା ସାହୁ ସମସ୍ତ କାର୍ଯ୍ୟକ୍ରମ ପରିଚାଳନା କରିଥିଲେ। ଏହିଶିବିରରେ ବିଭିନ୍ନ ମହାବିଦ୍ୟାଳୟର ଉପଦେଷ୍ଟା ଓ ଛୟାଅଶି ଜଣ ସ୍ବେଛାସେବୀ ଯୋଗ ଦେଇ ପ୍ରଶିକ୍ଷଣ ପ୍ରାପ୍ତ କରିବା ପାଇଁ ବ୍ୟବସ୍ଥା କରାଯାଇଛି।

ଗୋଦାବରୀଶ ମହାବିଦ୍ୟାଳୟ ପ୍ରଶିକ୍ଷଣ ଶିବିର ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ଓଡ଼ିଶା ସାଇବର ସୁରକ୍ଷା ଅଭିଯାନ: ବାଣପୁରରେ ସଚେତନତା କାର୍ଯ୍ୟକ୍ରମ ଆୟୋଜିତ

November 7, 2025

ବାଣପୁର: ଜାତୀୟ ଗୀତର ୧୫୦ ତମ ପୂର୍ତ୍ତି ଦିବସ ପାଳିତ

November 7, 2025

ଆଇଏଏସ ଶୁଭ୍ରା ପଣ୍ଡା ହେଲେ ନାକଟିଦେଉଳ ବ୍ଲକ ବିଡ଼ିଓ

November 6, 2025

ଚିଲିକା ବୋଇତ ବନ୍ଦାଣ ଉତ୍ସବ ମଞ୍ଚରେ କବିତା ପାଠୋତ୍ସବ

November 4, 2025
Latest News

ଆଜି ସରିବ ନୂଆପଡା ଉପନିର୍ବାଚନ ପ୍ରଚାର, ଅପରାହ୍ନ ସୁଦ୍ଧା ବାହାର ନେତାଙ୍କୁ ବାହାରିବାକୁ ନିର୍ଦ୍ଦେଶ

November 9, 2025

ନିର୍ବାଚନ ସମ୍ପର୍କିତ ଭ୍ରାନ୍ତିପୂର୍ଣ୍ଣ ସୂଚନା ପ୍ରସାର ନ କରିବା ପାଇଁ ମୁଖ୍ୟ ନିର୍ବାଚନ କମିଶନରଙ୍କ ନିର୍ଦ୍ଦେଶ

November 9, 2025

ରଥଯାତ୍ରା ସମୟରେ ଦଳାଚକଟା ଘଟଣା: ୭ ପୁଲିସ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ପାଇଁ ସୁପାରିସ

November 9, 2025

ବାରାଣସୀରୁ ଚାରୋଟି ନୂତନ ବନ୍ଦେ ଭାରତ ଏକ୍ସପ୍ରେସ ଟ୍ରେନର ଶୁଭାରମ୍ଭ କଲେ ପ୍ରଧାନମନ୍ତ୍ରୀ

November 9, 2025

ଆଜି ନଭେମ୍ବର ୯ ତାରିଖ ରବିବାରରେ ଏହି ସାତଟି ରାଶିର ଭାଗ୍ୟ ହେବ ଉଜ୍ଜଳ

November 9, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.