Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ନାକଟିଦେଉଳ ବ୍ଲକରେ ଜନଜାତୀୟ ଗୌରବ ଦିବସ ପାଳିତ: ବିର୍ସା ମୁଣ୍ଡାଙ୍କୁ ମନେପକାଇଲେ ଆଦିବାସୀ
ଆଞ୍ଚଳିକ

ନାକଟିଦେଉଳ ବ୍ଲକରେ ଜନଜାତୀୟ ଗୌରବ ଦିବସ ପାଳିତ: ବିର୍ସା ମୁଣ୍ଡାଙ୍କୁ ମନେପକାଇଲେ ଆଦିବାସୀ

November 15, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ରେଢ଼ାଖୋଲ (କନ୍ଦର୍ପ ବେହେରା): ନାକଟିଦେଉଳ ବ୍ଲକର ବିଭିନ୍ନ ପଂଚାୟତରେ ଭଗବାନ ବିର୍ସା ମୁଣ୍ଡାଙ୍କ ୧୫୦ ତମ ଜୟନ୍ତୀ ଅବସରରେ ଜନଜାତୀୟ ଗୌରବ ଦିବସ ଉପଲକ୍ଷେ ଗ୍ରାମ ସଭା ଅନୁଷ୍ଠିତ ହୋଇଯାଇଛି। ପ୍ରଥମେ ଭଗବାନ ବିର୍ସା ମୁଣ୍ଡାଙ୍କ ଫୋଟ ଚିତ୍ରରେ ପୁଷ୍ପମାଲ୍ୟା ଅର୍ପଣ କରିବା ପରେ ସଭାକାର୍ଯ୍ୟ ଆରମ୍ଭ ହୋଇଥିଲା।

ନାକଟିଦେଉଳ ବ୍ଲକର ବଳମ, ଗିରିଚନ୍ଦ୍ରପୁର, ଶିମିଳିପାଳ, ଗୋଗୁଆ, ଘୋଷରାମାଲ, ଡଇଁଚା, ସରାପାଲି, ସାଲେଭଟା, ବାଟଗାଁ, ଯାମୁଯୋରୀ, ସାହେବି, କିସିଣ୍ଡା, ପାଣିମୋରା, ନାକଟିଦେଉଳ ଆଦି ପଂଚାୟତ ରେ ସହିଦ ବିର୍ସା ମୁଣ୍ଡାଙ୍କ ଜନ୍ମ ଦିବସ ପାଳିତ ହୋଇ ଯାଇଛି।

ସ୍ୱାଧୀନତା ସଂଗ୍ରାମରେ ଆଦିବାସୀ ସଂଗ୍ରାମୀଙ୍କ ଅବଦାନ ସମ୍ପର୍କରେ ଅତିଥିମାନେ ବକ୍ତବ୍ୟ ରଖିଥିଲେ। ସମସ୍ତ ଆଦିବାସୀ ମୂଳନିବାସୀ ପ୍ରକୃତି ସହ ଜଡିତ କହିବା ସହିତ ବିଭିନ୍ନ ଉନ୍ନତିମୂଳକ କାର୍ଯ୍ୟରେ ସହଯୋଗ କରିବାକୁ ଅତିଥିମାନେ ଆହ୍ୱାନ କରିଥିଲେ। ଭଗବାନ ବିର୍ସା ମୁଣ୍ଡା ଇଂରେଜ ସାମ୍ରାଜ୍ୟବାଦ ବିରୋଧରେ ଲଢେଇକରି ମାତ୍ର ଅଳ୍ପ ବୟସରେ ସେ ସହିଦ ହୋଇଯାଇଥିଲେ। ଦେଶର ଆଦିବାସୀମାନେ ତାଙ୍କୁ ଧରତୀର ଭଗବାନ କହନ୍ତି।

ଆଜିର କାର୍ଯ୍ୟକ୍ରମରେ ନାକଟିଦେଉଳ ବିଡ଼ିଓ କ୍ଷମାନିଧି ଭୋଇ , ଏବିଡ଼ିଓ,ଜିପିଇଓ,ଜେଇ ସମସ୍ତ ସରପଞ୍ଚ, ୱାର୍ଡ ସଭ୍ୟ/ସଭ୍ୟା, ସମିତି ସଭ୍ୟ, ପଂଚାୟତ ନିର୍ବାହୀ ଅଧିକାରୀ ଏବଂ ଗ୍ରାମର ଆଦିବାସୀ ଵର୍ଗର ପୁରୁଷ ମହିଳା ଏହି କାର୍ଯ୍ୟକ୍ରମ ରେ ସାମିଲ ହୋଇ ବିର୍ସା ମୁଣ୍ଡା ଙ୍କୁ ମନେ ପକାଇ ଥିଲେ।

ଜନଜାତୀୟ ଗୌରବ ଦିବସ ନାକଟିଦେଉଳ ବ୍ଲକ ବିର୍ସା ମୁଣ୍ଡା
Share. Facebook Twitter LinkedIn Email WhatsApp Copy Link

Related Posts

ସୋଆ ବିଶ୍ୱବିଦ୍ୟାଳୟରେ ଉତ୍ତିଷ୍ଠତ ଜାଗ୍ରତ ମହା ଶିବିରରେ ବାଣପୁର ଓ ବାଲୁଗାଁ ଛାତ୍ରଛାତ୍ରୀ

September 28, 2025

ଅବକାରୀ ବିଭାଗର ବାଣପୁର-ଟାଙ୍ଗୀରେ ଚଢାଉ: ଦେଶୀ ମହୁଲି ଓ ଗଞ୍ଜେଇ ଜବତ, ଦୁଇ ଗିରଫ

September 27, 2025

ବିଜେପି ସେବାପକ୍ଷ ଉପଲକ୍ଷେ ବାଣପୁରରେ ରକ୍ତଦାନ ଶିବିର

September 26, 2025

ସୁସ୍ଥ ନାରୀ ସଶକ୍ତ ପରିବାର ଅଭିଯାନ, ସ୍ୱାସ୍ଥ୍ୟ ଯାଞ୍ଚ କଲେ ୨୧୮ ପୁରୁଷ ଓ ମହିଳା

September 24, 2025
Latest News

ବିହାର ପାଇଁ ୭ଟି ନୂତନ ଟ୍ରେନର ଶୁଭାରମ୍ଭ କଲେ ରେଳମନ୍ତ୍ରୀ ଏବଂ ଉପମୁଖ୍ୟମନ୍ତ୍ରୀ

September 29, 2025

ଟ୍ରମ୍ଫ ଦେଲେ ଆଉ ଏକ ବଡ଼ ଝଟକା: ଏବେ ଏହି କ୍ଷେତ୍ର ପାଇଁ ଲଗାଇଲେ ୧୦୦% ଶୁଳ୍କ

September 29, 2025

“SKY ତ ଦେଖାଇଦେଲେ, ଏବେ ଆପଣ…”: ଆପ ନେତା ସୌରଭ ଭରଦ୍ୱାଜଙ୍କୁ ଚ୍ୟାଲେଞ୍ଜ କଲା ବିଜେପି

September 29, 2025

ଭୁବନେଶ୍ୱର ଜିଲ୍ଲା କଂଗ୍ରେସ ସଭାପତି ଭାବେ ପ୍ରକାଶ ଜେନାଙ୍କୁ ନିଯୁକ୍ତ ପରେ ଆଜି କଲେ ଗର୍ଜ୍ଜନ

September 29, 2025

ସୋଆ ଏସ୍‌ପିଏସ୍‌ର ଏନ୍‌ଏସ୍‌ଏସ୍ ଶାଖା ପକ୍ଷରୁ ସ୍ୱତନ୍ତ୍ର ସେବା ଶିବିର ଆୟୋଜିତ

September 29, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.