Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ପ୍ରଦର୍ଶନୀ-୨୦୨୪ ଅନୁଷ୍ଠିତ
ଆଞ୍ଚଳିକ

ବାଣପୁର: ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ପ୍ରଦର୍ଶନୀ-୨୦୨୪ ଅନୁଷ୍ଠିତ

November 22, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ବାଣପୁର ବ୍ଲକ ଅନ୍ତର୍ଗତ ପଦ୍ମଚରଣ ଉଚ୍ଚ ବିଦ୍ୟାଳୟ, ଅଲାଇଡ଼ିହଠାରେ ବାଲ ବୈଜ୍ଞାନିକ ପ୍ରଦର୍ଶନୀ ରାଷ୍ଟ୍ରୀୟ ଆବିଷ୍କାର ଅଭିଯାନ ଆନୁକୂଲ୍ୟରେ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ପ୍ରଦର୍ଶନୀ-୨୦୨୪ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଇନ, ପୂର୍ତ୍ତ‌ ଓ ଅବକାରୀ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ ଯୋଗଦେଇ ବିଜ୍ଞାନର ଅଗ୍ରଗତି, ନୂତନ ଉଦ୍ଭାବନ, ଆଜିର ଦିନରେ ବିଜ୍ଞାନର‌ ଭୂମିକା, ବୈଷୟିକ ଜ୍ଞାନର ବିକାଶ ସମ୍ପର୍କରେ ଅଭିଭାଷଣ ରଖିବା ସହ ଛାତ୍ରଛାତ୍ରୀ ମାନଙ୍କୁ ଦିଗଦର୍ଶନ ଦେଇଥିଲେ।

ଏହି କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ ଗୋଦାବରୀଶ ମହାବିଦ୍ୟାଳୟର ଅବସରପ୍ରାପ୍ତ ଅଧ୍ୟକ୍ଷ ବିଜୟ କୁମାର ନନ୍ଦ ଏବଂ ସମ୍ମାନିତ ଅତିଥି ଭାବେ ନନ୍ଦପୁର ଗ୍ରାମ ପଞ୍ଚାୟତ ସରପଞ୍ଚ ପୁଷ୍ପମିତ୍ର ଖୁଣ୍ଟିଆ, ବାଣପୁର ଗୋଷ୍ଠୀ ଶିକ୍ଷା ଅଧିକାରିଣୀ ସି.ଏଚ ବିଜୟ ଲକ୍ଷ୍ମୀ ଓ ପ୍ରଧାନଶିକ୍ଷକ ହିମାଂଶୁ ପତି ପ୍ରମୁଖ ଉପସ୍ଥିତ ଥିଲେ।

ଏହି ଅବସରରେ ମନ୍ତ୍ରୀ ଶ୍ରୀ ହରିଚ଼ନ୍ଦନ ବ୍ଲକ ସ୍ତରୀୟ ବିଜ୍ଞାନ ମେଳା ପ୍ରକଳ୍ପ ବୁଲିଥିଲେ ଏବଂ ଉତ୍ତମ ପ୍ରଦର୍ଶନ କରିଥିବା କୃତି ଛାତ୍ରଛାତ୍ରୀ ମାନଙ୍କୁ ପୁରସ୍କାର ପ୍ରଦାନ କରିଥିଲେ।

ପଦ୍ମଚରଣ ଉଚ୍ଚ ବିଦ୍ୟାଳୟ ବାଣପୁର ବ୍ଲକ ସ୍ତରୀୟ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ ସ୍ତରୀୟ ହରଘର ତ୍ରିରଙ୍ଗା କାର୍ଯ୍ୟକ୍ରମ, ଦର୍ଶକଙ୍କ ମନ ମୋହିଲା ନୀଳମାଷ୍ଟ୍ରାଣୀ ନାଟକ

August 14, 2026

ବାଣପୁର: ସମାଜସେବୀ ରମେଶ ଷଡ଼ଙ୍ଗୀଙ୍କ ଦ୍ଵାଦଶାହ ଶୋକସଭା

August 12, 2026

ଭଗବତୀ ମନ୍ଦିରର ଉନ୍ନତିକରଣ ଉପରେ ସମୀକ୍ଷା କଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 11, 2026

ବାଲୁଗାଁ କଲେଜରେ ନିର୍ବାଚନ ସାକ୍ଷରତା କ୍ଲବର ଆଲୋଚନାଚକ୍ର

August 10, 2026
Latest News

ହସ୍ପିଟାଲର ୪ ମହଲାରୁ ଡେଇଁ ରୋଗୀଙ୍କ ମୃତ୍ୟୁ

August 14, 2026

ବିପଦ ସଙ୍କେତ ଉପରେ ବୈତରଣୀ, ଜଳମଗ୍ନ ଯୋଡ଼ା-ବଡ଼ବିଲ

August 14, 2026

ପ୍ରବଳ ବର୍ଷା: ମୟୂରଭଞ୍ଜରେ ଆଜି ସବୁ ସ୍କୁଲ୍ ବନ୍ଦ

August 14, 2026

ମାଥିଲି ଆଇ.ଟି.ଆଇ.ରେ ଇଭି ଟେକ୍ନୋଲୋଜି ଉତ୍କର୍ଷ କେନ୍ଦ୍ରର ଭିତ୍ତିପ୍ରସ୍ତର ରଖିଲେ ଶିଳ୍ପ ମନ୍ତ୍ରୀ

August 14, 2026

ବାଂଲାଦେଶ ଗସ୍ତ କରିବ କି ଟିମ୍ ଇଣ୍ଡିଆ?: ବିସିସିଆଇ ଜାରି କଲା ଅପଡେଟ୍‌

August 14, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.