Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବଡହନ୍ତୁଆଡ଼ ପ୍ରାଥମିକ କୃଷି ସମବାୟ ସମିତି ଲିଃ ର ନୂତନ କାର୍ଯ୍ୟାଳୟ ଗୃହ ଉଦଘାଟନ କଲେ ଆଇନ ମନ୍ତ୍ରୀ
ଆଞ୍ଚଳିକ

ବଡହନ୍ତୁଆଡ଼ ପ୍ରାଥମିକ କୃଷି ସମବାୟ ସମିତି ଲିଃ ର ନୂତନ କାର୍ଯ୍ୟାଳୟ ଗୃହ ଉଦଘାଟନ କଲେ ଆଇନ ମନ୍ତ୍ରୀ

November 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ବଡହନ୍ତୁଆଡ଼ ପ୍ରାଥମିକ କୃଷି ସମବାୟ ସମିତି ଲିଃ ର ନୂତନ କାର୍ଯ୍ୟାଳୟ ଗୃହ ଉଦଘାଟନ ଆଜି ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଆଇନ ମନ୍ତ୍ରୀ ପୃଥ୍ଵୀରାଜ ହରିଚନ୍ଦନ ଯୋଗଦେଇ ଏହାକୁ ଉଦଘାଟିତ କରିଥିଲେ।

ସମ୍ମାନିତ ଅତିଥିଭାବେ ବ୍ଲକ ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ସମାଜସେବୀ ବୀରଭଦ୍ର କାଣ୍ଡି, ସଭାପତି ମାଧବ ଚନ୍ଦ୍ର ବାରିକି, ସମବାୟବିତ ଗୋଲଖ ବିହାରୀ ପଟ୍ଟନାୟକ, ହରିହର ସାହୁ ଆଦି ଯୋଗଦେଇଥିଲେ।

ଏହି ଅବସରରେ ବାଣପୁର ବ୍ଲକର ସମସ୍ତ ୧୩ ଗୋଟି ସମବାୟ ସମିତିର ସଭାପତି ଓ ସମ୍ପାଦକ ମାନେ ଉକ୍ତ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ। କୃଷକ ମାନଙ୍କ ବିଭିନ୍ନ ସମସ୍ୟା ଯଥା ଆଗକୁ ଆସୁଥିବା ମଣ୍ଡିରେ ଧାନକ୍ରୟ ବ୍ୟବସ୍ଥାକୁ ଶୃଙ୍ଖଳିତ କରିବା ପାଇଁ ଉପସ୍ଥିତ ଅତିଥି ମାନେ ମନ୍ତ୍ରୀ ଙ୍କୁ ଅନୁରୋଧ କରିଥିଲେ। ମନ୍ତ୍ରୀ ଉକ୍ତ ସମସ୍ୟାକୁ ହୃଦୟଙ୍ଗମ କରିବା ସହ ଏହାର ସମାଧାନ ଦିଗରେ ପ୍ରତିଶୃତି ଦେଇଥିଲେ।

ଆଇନ ମନ୍ତ୍ରୀ ପ୍ରାଥମିକ କୃଷି ସମବାୟ ସମିତି ଲିଃ ବଡହନ୍ତୁଆଡ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି

August 24, 2026

ବାଣପୁର: ପ୍ରଜାପିତା ବ୍ରହ୍ମକୁମାରୀ ଈଶ୍ୱରୀୟ ବିଶ୍ୱବିଦ୍ୟାଳୟ ପକ୍ଷରୁ ରକ୍ତଦାନ ଶିବିର

August 22, 2026

ବଡ଼କୂଳ ମଣ୍ଡଳ ଭାଜପା ‘କାର୍ଯ୍ୟକର୍ତ୍ତା ସମାବେଶ’: ଯୋଗଦେଲେ ମନ୍ତ୍ରୀ ପୃଥ୍ୱୀରାଜ ହରିଚ଼ନ୍ଦନ

August 21, 2026

ରଣପୁର ପ୍ରେସ କ୍ଲବରେ ପ୍ରଥମ ଥର ପାଇଁ ପାଳିତ ହେଲା ୮୦ତମ ସ୍ୱାଧୀନତା ଦିବସ

August 16, 2026
Latest News

ପୁରୀ ରେଳ ଷ୍ଟେସନର ଆଧୁନିକୀକରଣ କାର୍ଯ୍ୟ ପାଇଁ ଟ୍ରେନ୍ ସେବାରେ ପରିବର୍ତ୍ତନ

August 24, 2026

ପୃଥ୍ୱୀରାଜ ହରିଚନ୍ଦନଙ୍କ ଉପସ୍ଥିତିରେ ବିଜେପି ରେ ଯୋଗଦେଲେ ଅନେକ ବିଜେଡି କର୍ମକର୍ତ୍ତା

August 24, 2026

ଆଜି ଜାରି ହେବ ନାହିଁ NEET PG 2026 ଆଡମିଟ୍ କାର୍ଡ: ବଦଳିଲା ତାରିଖ

August 24, 2026

ପ୍ରତିଷ୍ଠିତ ସାହିତ୍ୟିକ ତଥା ଓଡିଶା ସାହିତ୍ୟ ଏକାଡେମୀର ପୂର୍ବତନ ଉପସଭାପତି ଗିରି ଦଣ୍ଡସେନାଙ୍କ ପରଲୋକ

August 24, 2026

ଦେବୋତ୍ତର ଆଇନ ୧୯୫୧ରେ ଆବଶ୍ୟକ ସଂଶୋଧନ ନେଇ ଉଚ୍ଚସ୍ତରୀୟ ବୈଠକ

August 24, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.