Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଅପଚୟ ହେଉଛି ହଜାର ହଜାର ଲିଟର ପାନୀୟ ଜଳ, ନିଦ୍ରାରେ ଜନ ସ୍ୱାସ୍ଥ୍ୟ ବିଭାଗ
ଆଞ୍ଚଳିକ

ବାଣପୁର: ଅପଚୟ ହେଉଛି ହଜାର ହଜାର ଲିଟର ପାନୀୟ ଜଳ, ନିଦ୍ରାରେ ଜନ ସ୍ୱାସ୍ଥ୍ୟ ବିଭାଗ

November 24, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ବାଣପୁର ଏନଏସି ବଜାର ସାହିସ୍ଥିତ ପୋଷ୍ଟ ଅଫିସ ସମ୍ମୁଖରେ ଦୀର୍ଘ ଦିନ ହେବ ଜନସ୍ୱାସ୍ଥ୍ୟ ବିଭାଗ ଦ୍ୱାରା ବିଛାଯାଇଥିବା ପାନୀୟ ପାଇପ ଫାଟି ପ୍ରତିଦିନ ହଜାର ହଜାର ଲିଟର ପାନୀୟ ଜଳ ନଷ୍ଟ ହେଉଥିବାର ଦେଖିବାକୁ ମିଳିଛି। ପୂର୍ତ୍ତ ବିଭାଗ ଅଧୀନରେ ଥିବା ଉକ୍ତ ରାସ୍ତାକୁ ଖୋଳି ଜନସ୍ୱାସ୍ଥ୍ୟ ବିଭାଗ ପାନୀୟ ପାଇପ ବିଛାଇଥିବା ବେଳେ ଯାଗା ଯାଗା ରେ ଉକ୍ତ ପାନୀୟ ପାଇପ ଫାଟି ପାନୀୟ ଜଳ ନଷ୍ଟ ହେଉଛି।

ତେବେ ବାରମ୍ବାର ଅଭିଯୋଗ ପରେ ମଧ୍ୟ ମରାମତି କରୁନାହିଁ ଜନସ୍ୱାସ୍ଥ୍ୟ ବିଭାଗ। ଏପରି ଦୃଶ୍ୟ ସମ୍ପୂର୍ଣ୍ଣ ବାଣପୁର ଏନଏସିରେ ଦେଖିବାକୁ ମିଳୁଛି। ବିଭିନ୍ନ ସ୍ଥାନରେ ପାନୀୟ ପାଇପ ଫାଟି ଜଳ ନଷ୍ଟ ହେଉଛି। କିନ୍ତୁ ସମ୍ପୃକ୍ତ ବିଭାଗର ଉଦାସୀନତା ଲାଗି ପାନୀୟ ଜଳ ଅପଚୟ ହେଉଛି ଯାହାକୁ ଅଞ୍ଚଳବାସୀଙ୍କୁ ଗଭୀର ଆଘାତ ଦେଉଛି।

ତେବେ ଏ ନେଇ ବାଲୁଗାଁ ଜନସ୍ୱାସ୍ଥ୍ୟ ବିଭାଗ ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କୁ ଯୋଗାଯୋଗ କରାଯାଇଥିଲେ ସୁଦ୍ଧା ସମ୍ଭବ ହୋଇପାରିନାହିଁ। ଯଥାଶୀଘ୍ର ପୋଷ୍ଟ ଅଫିସ ନିକଟରେ ପାନୀୟ ପାଇପ ମରାମତି ପାଇଁ ସାଧାରଣରେ ଦାବି ହେଉଛି।

ବାଣପୁର ବାଲୁଗାଁ
Share. Facebook Twitter LinkedIn Email WhatsApp Copy Link

Related Posts

ବାଣପୁର: ବ୍ଲକ୍ ସ୍ତରୀୟ ଉଲ୍ଲାସ ପାସ ସାର୍ଟିଫିକେଟ ବଣ୍ଟନ

August 7, 2026

Balugaon News: ବାଲୁଗାଁର ସ୍ଥାୟୀ ବିକାଶ ଦିଗରେ ଐତିହାସିକ ପଦକ୍ଷେପ, ଆଇନ ମନ୍ତ୍ରୀଙ୍କ ସମୀକ୍ଷା

August 6, 2026

Banapur News: ଗ୍ରାମୀଣ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ରେ ସ୍ୱାଗତ ଉତ୍ସବ

August 6, 2026

ଉଲୁଣ୍ଡାରେ ଅଘଟଣ: ଘରର କାନ୍ଥ ଭୁଶୁଡ଼ି ବୃଦ୍ଧଙ୍କ ମୃତ୍ୟୁ, ପତ୍ନୀ ଗୁରୁତର

August 2, 2026
Latest News

ଛତିଶଗଡ଼ ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ମନ୍ତ୍ରୀ ରବି ନାରାୟଣ ନାୟକ ଓ ଧର୍ମେନ୍ଦ୍ର ପ୍ରଧାନ

August 10, 2026

ସୋନପୁର ପୋଲିସର ବଡ଼ ସଫଳତା: ୧୨.୫ କ୍ୱିଣ୍ଟାଲରୁ ଅଧିକ ଗଞ୍ଜେଇ ଜବତ

August 10, 2026

୩ ଟି ସ୍ୱର୍ଣ୍ଣ ପଦକ ସହ ହ୍ୟାଟ୍ରିକ୍ ଅର୍ଜନ କଲେ ଓଡ଼ିଶାର ସୌରଭ ପୁଟେଲ

August 10, 2026

କ୍ରାନ୍ତି ଦିବସରେ ରଣପୁରରେ ଦେଶପ୍ରେମର ମହାସମାଗମ

August 10, 2026

ଆଜି ଅଗଷ୍ଟ ୧୦ ତାରିଖ ସୋମବାରରେ ଏହି ଆଠଟି ରାଶି ପାଇଁ ରହିଛି ବଡ ଖୁସି ଖବର

August 10, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.