Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର କୋର୍ଟ ପରିସରରେ ସମ୍ବିଧାନ ଦିବସ ପାଳିତ
ଆଞ୍ଚଳିକ

ବାଣପୁର କୋର୍ଟ ପରିସରରେ ସମ୍ବିଧାନ ଦିବସ ପାଳିତ

November 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ବାଣପୁର କୋର୍ଟ ପରିସରରେ ସମ୍ବିଧାନ ଦିବସ ପାଳନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଅଧ୍ୟକ୍ଷତା କରିଥିବା ବେଳେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସ୍ନାତକୀ ଦାସ ଓ ବରିଷ୍ଠ ଆଇନଜୀବୀ ଶରତ ପଟ୍ଟନାୟକ ମଂଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ।

ସମ୍ବିଧାନ ଦିବସର ମହତ୍ୱ, ପାଳନର ତାତ୍ପର୍ଯ୍ୟ ଏବଂ ଉଦ୍ଦେଶ୍ୟ ବିଷୟରେ ଉଭୟ ବିଚାରପତି ଆଲୋକପାତ କରିଥିଲେ।

ସମ୍ବିଧାନ ଦିବସ ଅବସରରେ ଏହାର ମୌଳିକ ଅଧିକାର ଓ ମୌଳିକ କର୍ତ୍ତବ୍ୟ ବିଷୟରେ ବିଚାରପତି ଶ୍ରୀ ମହାପାତ୍ର ଆଲୋଚନା କରିବା ସହିତ ସମସ୍ତେ ସମ୍ବିଧାନର ମୁଖବନ୍ଧ ପାଠ କରିଥିଲେ।

ଏହି କାର୍ଯ୍ୟକ୍ରମରେ ସମସ୍ତ ଆଇନଜୀବୀ, କୋର୍ଟର ସମସ୍ତ କର୍ମଚାରୀ ଓ ପୋଲିସ ଅଧିକାରୀମାନେ ଯୋଗ ଦେଇଥିଲେ।

ଦେୱାନୀ ବିଚାରପତି ବାଣପୁର କୋର୍ଟ ସମ୍ବିଧାନ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ଟାଙ୍ଗୀ ସରକାରୀ ବାଳିକା ଉଚ୍ଚବିଦ୍ୟାଳୟରେ ସଂସ୍କୃତ ସପ୍ତାହ ସମାରୋହରେ ପାଳିତ

September 1, 2026

ବାଲୁଗାଁ ଏନଏସିରେ ନିଖିଳ ଭାରତ ସ୍ୱାୟତ୍ତ ଶାସନ ଦିବସ ପାଳିତ

August 31, 2026

ବଜ୍ରକୋଟ ବିଦ୍ୟାଳୟରେ ସ୍ଥାନାନ୍ତରିତ ଶିକ୍ଷକଙ୍କୁ ସେବା ସମ୍ବର୍ଦ୍ଧନା

August 30, 2026

ବାଣପୁର: ସରସ୍ବତୀ ଶିଶୁମନ୍ଦିରରେ ଜାତୀୟ କ୍ରୀଡା ଦିବସ ପାଳିତ

August 29, 2026
Latest News

ଛୋଟ ଉଚ୍ଚତା ଆଉ ହେବନି ବାଧା, ଏହି କାର୍‌ରେ ଡ୍ରାଇଭିଂ ହେବ ଆରାମଦାୟକ

September 5, 2026

QRରୁ KYC ଯାଏଁ: ଛୋଟ ଦୋକାନୀଙ୍କୁ ନେଇ RBIର କଡ଼ା ନିୟମ

September 5, 2026

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା, ୮ ଇଞ୍ଜିନିୟରିଂ ଛାତ୍ର ମୃତ

September 5, 2026

ଆଜି ଶ୍ରୀ ରାମ ବାଣିଜ୍ୟ କଲେଜର ଶତବାର୍ଷିକୀ ସମାରୋହରେ ଯୋଗଦେବେ ପ୍ରଧାନମନ୍ତ୍ରୀ

September 5, 2026

ନେପାଳ ପ୍ରଳୟଙ୍କରୀ ବନ୍ୟା: ଏବେବି ନିଖୋଜ ୨୭୫ ଭାରତୀୟ

September 5, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.