Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର କୋର୍ଟ ପରିସରରେ ସମ୍ବିଧାନ ଦିବସ ପାଳିତ
ଆଞ୍ଚଳିକ

ବାଣପୁର କୋର୍ଟ ପରିସରରେ ସମ୍ବିଧାନ ଦିବସ ପାଳିତ

November 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଆଜି ବାଣପୁର କୋର୍ଟ ପରିସରରେ ସମ୍ବିଧାନ ଦିବସ ପାଳନ କରାଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ବରିଷ୍ଠ ଦେୱାନୀ ବିଚାରପତି ଅମରେଶ ମହାପାତ୍ର ଅଧ୍ୟକ୍ଷତା କରିଥିବା ବେଳେ ପ୍ରଥମ ଶ୍ରେଣୀ ବିଚାର ବିଭାଗୀୟ ବିଚାରପତି ସ୍ନାତକୀ ଦାସ ଓ ବରିଷ୍ଠ ଆଇନଜୀବୀ ଶରତ ପଟ୍ଟନାୟକ ମଂଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ।

ସମ୍ବିଧାନ ଦିବସର ମହତ୍ୱ, ପାଳନର ତାତ୍ପର୍ଯ୍ୟ ଏବଂ ଉଦ୍ଦେଶ୍ୟ ବିଷୟରେ ଉଭୟ ବିଚାରପତି ଆଲୋକପାତ କରିଥିଲେ।

ସମ୍ବିଧାନ ଦିବସ ଅବସରରେ ଏହାର ମୌଳିକ ଅଧିକାର ଓ ମୌଳିକ କର୍ତ୍ତବ୍ୟ ବିଷୟରେ ବିଚାରପତି ଶ୍ରୀ ମହାପାତ୍ର ଆଲୋଚନା କରିବା ସହିତ ସମସ୍ତେ ସମ୍ବିଧାନର ମୁଖବନ୍ଧ ପାଠ କରିଥିଲେ।

ଏହି କାର୍ଯ୍ୟକ୍ରମରେ ସମସ୍ତ ଆଇନଜୀବୀ, କୋର୍ଟର ସମସ୍ତ କର୍ମଚାରୀ ଓ ପୋଲିସ ଅଧିକାରୀମାନେ ଯୋଗ ଦେଇଥିଲେ।

ଦେୱାନୀ ବିଚାରପତି ବାଣପୁର କୋର୍ଟ ସମ୍ବିଧାନ ଦିବସ
Share. Facebook Twitter LinkedIn Email WhatsApp Copy Link

Related Posts

ନରସିଂହପୁର କ୍ଲଷ୍ଟରରେ ଦ୍ଵିତୀୟ ମାସିକ କ୍ଲଷ୍ଟର ବୈଠକ

August 2, 2025

ଗୋଦାବରୀଶ ମହାବିଦ୍ୟାଳୟରେ ବିଦାୟ ସମ୍ବର୍ଦ୍ଧନା ଓ ଦାୟିତ୍ଵ ଗ୍ରହଣ ଉତ୍ସବ

July 31, 2025

ପିଏମ୍.ଶ୍ରୀ. ପଞ୍ଚୁପଲ୍ଲୀ ସୋମନାଥ ସରକାରୀ ଉଚ୍ଚ ବିଦ୍ୟାଳୟର ୬୭ତମ ପ୍ରତିଷ୍ଠା ଉତ୍ସବରେ ଯୋଗ ଦେଲେ ଆଇନ ମନ୍ତ୍ରୀ

July 29, 2025

ବାଣପୁର ଶିଶୁ ମନ୍ଦିରରେ ଆଇନ ସଚେତନତା କାର୍ଯ୍ୟକ୍ରମ

July 29, 2025
Latest News

ଚୂଡାନ୍ତ ରାଉଣ୍ଡ ନାମଲେଖା ପାଇଁ ଆଇଆଇଏମସି ପକ୍ଷରୁ ଆବେଦନ ଆହ୍ବାନ

August 4, 2025

ଇଂଲଣ୍ଡ ମୁହଁରୁ ବିଜୟ ଛଡାଇ ଆଣିଲା ଭାରତ: ସିରିଜ୍ ୨-୨ ରେ ବରାବର

August 4, 2025

ଆରପାରିରେ ପୂର୍ବତନ ମୁଖ୍ୟ ଶାସନ ସଚିବ, ଜଗନ୍ନାଥ ଗବେଷକ ସୁବାଷ ପାଣି

August 4, 2025

NRC ଭୟ!: ବାଂଲାଦେଶ ପଠାଇଦେବା ଚିନ୍ତାରେ ଆତ୍ମହତ୍ୟା କଲେ କୋଲକାତାରେ ରହୁଥିବା ବ୍ୟକ୍ତି

August 4, 2025

ଅଗଷ୍ଟ ୭ ରେ ଦିଲ୍ଲୀରେ ଇଣ୍ଡିଆ ବ୍ଲକ ବୈଠକ: କେଉଁ ପ୍ରସଙ୍ଗ ଉପରେ ହେବ ଆଲୋଚନା?

August 4, 2025
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2025 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.