Close Menu
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ମନୋରଂଜନ
  • ଅନ୍ତରାଷ୍ଟ୍ରୀୟ
  • ଜୀବନ ଶୈଳୀ
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use
Facebook X (Twitter) LinkedIn
The Samikhsya OdiaThe Samikhsya Odia
  • ହୋମ
  • ବିଶେଷ ଖବର
  • ରାଜ୍ୟ ଖବର
  • ଜାତୀୟ ଖବର
  • ଆଞ୍ଚଳିକ
  • ସଂସ୍କୃତି
  • ବ୍ୟବସାୟ
  • ଧର୍ମ
  • ଖେଳ
  • ଅନ୍ୟାନ୍ୟ
    • ମନୋରଂଜନ
    • ଅନ୍ତରାଷ୍ଟ୍ରୀୟ
    • ଜୀବନ ଶୈଳୀ
Eng
The Samikhsya OdiaThe Samikhsya Odia
Eng
Home»ଆଞ୍ଚଳିକ»ବାଣପୁର: ଜୋନ ସ୍ତରୀୟ ଖୋ ଖୋ ଟୁର୍ଣ୍ଣାମେଣ୍ଟ ସମାପିତ
ଆଞ୍ଚଳିକ

ବାଣପୁର: ଜୋନ ସ୍ତରୀୟ ଖୋ ଖୋ ଟୁର୍ଣ୍ଣାମେଣ୍ଟ ସମାପିତ

November 26, 2024No Comments1 Min Read
Share Facebook Twitter LinkedIn Email WhatsApp Copy Link

ବାଣପୁର: ଗୋଦାବରୀଶ ମହାବିଦ୍ୟାଳୟ ବାଣପୁରରେ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ ଜୋନ ସ୍ତରୀୟ ଖୋ ଖୋ ଟୁର୍ଣ୍ଣାମେଣ୍ଟ ଆୟୋଜିତ ହୋଇଯାଇଛି। ଆଜିର ଖେଳରେ ମାଳି ସାହି, କିସ୍, ଇଟାମାଟି, ହଳଦିଆ ସମେତ ଗୋଦାବରୀଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଯୋଗଦେଇଥିବା ବେଳେ କିସ୍ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ବିଜୟୀ ଓ ହଳଦିଆ ମହାବିଦ୍ୟାଳୟ ରନର୍ସ ଅପ୍ ପାଇଥିଲେ ମହାବିଦ୍ୟାଳୟର ଅଧ୍ୟକ୍ଷ ବିନାୟକ ହୋତା ଏହାକୁ ଉଦଘାଟନ କରିଥିବାବେଳେ ବାଣପୁର ପଞ୍ଚାୟତ ସମିତିର ଅଧ୍ୟକ୍ଷ ଅମରେନ୍ଦ୍ର ରଣସିଂହ, ଆଇନ ମନ୍ତ୍ରୀଙ୍କ ପ୍ରତିନିଧି ଜିତେନ୍ଦ୍ର ଭୋଳ ଯୋଗଦେଇ ପୁରସ୍କାର ବିତରଣ କରିଥିଲେ।କ୍ରୀଡା ଶିକ୍ଷାକ ବୈରାଗୀ ଚରଣ ବଳ, ଉପସଭାପତି ପୁଳିନ ବିହାରୀ ଜେନା, କ୍ୟାପଟେନ ଗୁରୁ କିଶୋର ନାୟକ, ପ୍ରଶାସନିକ ଅଧିକାରୀ ଡ଼ ଏସ ପି ଏନ୍ ଏସ ବର୍ମା, ଡ ସୁଜାତା ମିଶ୍ର, +୨ ଭାରପ୍ରାପ୍ତ ଅଧ୍ୟକ୍ଷ ଲକ୍ଷ୍ମୀ ପ୍ରସାଦ ମିଶ୍ର, ଅଧ୍ୟାପକ ଆଦିତ୍ୟ ସାରଥୀ ବେଡାମତ୍ତା, ଅଧ୍ୟାପକ ଅଜୟ କୁମାର ଦାସ, ଅଧ୍ୟାପିକା ଉର୍ବଶୀ ସ୍ୱାଇଁ, ଅନୀତା ଗୌଡ଼ ଓ ଅନ୍ୟମାନେ ବିଭିନ୍ନ ଦାୟିତ୍ଵ ତୁଲାଇଥିବାବେଲେ ରଞ୍ଜନ କୁମାର ବାରିକ କାହ୍ନୁ ଚରଣ ବାରିକ ଶାନ୍ତନୁ ମୁଦୁଲି ପ୍ରମୁଖ ସହଯୋଗ କରିଥିଲେ।

ଗୋଦାବରୀଶ ମହାବିଦ୍ୟାଳୟ ବାଣପୁର
Share. Facebook Twitter LinkedIn Email WhatsApp Copy Link

Related Posts

ପ୍ରବଳ ବର୍ଷାରେ ବାଣପୁର ଜଳବନ୍ଦୀ

September 26, 2026

ବାଲୁଗାଁ ମହାବିଦ୍ୟାଳୟରେ ଏନଏସଏସ ଦିବସ ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

September 25, 2026

ଗୋଦାବରୀଶ ମହାବିଦ୍ୟାଳୟରେ ଜାତୀୟ ସାମାଜିକ ସେବା (ଏନଏସଏସ) ଦିବସ

September 24, 2026

ତାଳପଦା ସମୁଦ୍ର କୂଳରୁ ମୃତ ଡଲଫିନ୍‌ ଉଦ୍ଧାର

September 23, 2026
Latest News

୩୦ ବର୍ଷ ବୟସ ପରେ କେଉଁ ସ୍ୱାସ୍ଥ୍ୟ ପରୀକ୍ଷା ଜରୁରୀ? ଜାଣନ୍ତୁ କେଉଁ ଟେଷ୍ଟ କେବେ କରିବେ

September 27, 2026

PUC ନଥିଲେ ୧୦ ହଜାର ଜରିମାନା! ଅକ୍ଟୋବର ୧ରୁ ଦିଲ୍ଲୀରେ ଗାଡ଼ି ଯାଞ୍ଚ, ଜାଣନ୍ତୁ ନୂଆ ନିୟମ

September 27, 2026

ଇନିଂସ୍ ଓପନ କରିବେ ଗିଲ୍ ଏବଂ ଜୟସ୍ଵାଲ୍?: ଆଜି ଏହି ୧୧ ଖେଳାଳିଙ୍କୁ ମିଳିପାରେ ସୁଯୋଗ

September 27, 2026

ଆତଙ୍କବାଦ ପ୍ରସଙ୍ଗ: UNGA ରେ ପାକିସ୍ତାନ ଉପରେ ଆକ୍ରମଣ କଲେ ଜୟଶଙ୍କର

September 27, 2026

୯.୨୪ କୋଟି ଟଙ୍କାର ସରକାରୀ ଅର୍ଥ ଆତ୍ମସାତ୍: ଭିଜିଲାନ୍ସ ପଞ୍ଝାରେ ୨ କର୍ମଚାରୀ

September 27, 2026
Load More
The Samikhsya Odia
Facebook X (Twitter) LinkedIn
  • About Us
  • Contact Details
  • Grievance
  • Privacy Policy
  • Terms Of Use

Chief Editor: Sarat Paikray

© 2018-2026 All rights resorved by S M Network | Designed by Ratna Technology.

Type above and press Enter to search. Press Esc to cancel.